"ରେଭେନ୍ସା ମହାବିଦ୍ୟାଳୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ବିଶିଷ୍ଟ ଛାତ୍ର: clean up, replaced: ବିଶିଷ୍ଠ → ବିଶିଷ୍ଟ using AWB
ଟିକେ Bot: Automated text replacement (- ର +ର )
୩୯ କ ଧାଡ଼ି:
'''ରେଭେନ୍ସା ମହାବିଦ୍ୟାଳୟ''' (ବର୍ତ୍ତମାନ [[ରେଭେନ୍ସା ବିଶ୍ୱବିଦ୍ୟାଳୟ]]) କଟକରେ ଅବସ୍ଥିତ । ଏହାକୁ '''[[ଥୋମାସ ଏଡୱାଡ ରେଭେନ୍ସା]]''' (Thomas Edward Ravenshaw) , ୱିଲିୟମ ୱୀଥର (William Withers)ଙ୍କ ବଂଶଜ , ୧୮୬୮ ମସିହାରେ ପ୍ରତିଷ୍ଠା କରିଥିଲେ । ଥୋମାସ ଓ ତାଙ୍କ ପତ୍ନୀ '''ମ୍ୟାରୀ ସୁସନ୍ନା ସାଇମଣ୍ଡ ରେଭେନ୍ସା''' (Mary Susannah Symonds Ravenshaw) ସେତେବେଳେ ଓଡ଼ିଶାରେ ରହୁଥିଲେ ।<br />୧୫ ନଭେମ୍ବର ୨୦୦୬ ରେ ଏହି କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲା ।<ref>http://www.ravenshawuniversity.ac.in/</ref>
== ଇତିହାସ ==
୧୮୬୬ ର୧୮୬୬ର ନ'ଅଙ୍କ ଦୁର୍ଭିକ୍ଷ ପରେ ଇଂରେଜମାନେ କଟକ ଠାରେ ଏକ କଲେଜ ଗଢିବାର ଯୋଜନା କରିଥିଲେ । ଶେଷରେ ସେତେବେଳର ଓଡ଼ିଶା ଡିଭିଜନ ମୁଖ୍ୟ ଥିବା 'ଥୋମାସ ରେଭେନ୍ସା' , ବଙ୍ଗ ସରକାରଙ୍କୁ ଓଡ଼ିଶାର ଛାତ୍ର ଛାତ୍ରୀଙ୍କ ଅସୁବିଧା ସମ୍ପର୍କରେ ଅବଗତ କରାଇଥିଲେ ଓ କଟକର ଜିଲ୍ଲା ସ୍କୁଲ ଠାରେ ଏକ କଲିଜିଏଟ କ୍ଳାସ ଆରମ୍ଭ କରିବାର ଅନୁମତିବି ପାଇଗଲେ । ଏହିପରିଭାବେ ୬ ଜଣ ଛାତ୍ରଙ୍କୁ ନେଇ ୧୮୬୮ରେ କଟକରେ ଓଡ଼ିଶାର ପ୍ରଥମ କଲେଜ ଆରମ୍ଭ ହେଲା ।
== ବିଶିଷ୍ଟ ଛାତ୍ର ==
==ଆଧାର==