"କ୍ଷୀରଚୋରା ଗୋପୀନାଥ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ମାନଙ୍କ → ମାନଙ୍କ using AWB
ଟିକେ Bot: Automated text replacement (- ରେ +ରେ )
୪୨ କ ଧାଡ଼ି:
}}
 
'''କ୍ଷୀରଚୋରା ଗୋପୀନାଥ ମନ୍ଦିର''' ରେମୁଣା ରେରେମୁଣାରେ ଅବସ୍ଥିତ । ଏହା [[ବାଲେଶ୍ଵର]]ଠାରୁ ୯ କିମି ପୂର୍ବରେ ହାଉଡ଼ା ଓ [[ଭୁବନେଶ୍ଵର]] ମଝିରେ ପଡ଼େ । [[ରେମୁଣା]] ନାମଟି ରମଣୀୟ ଶବ୍ଦରୁ ଆସିଛି ଜାହାର ଅର୍ଥ ସୁନ୍ଦର । କ୍ଷୀରଚୋରା ଗୋପୀନାଥ ମନ୍ଦିର ଓଡ଼ିଶାର ହିନ୍ଦୁ ମନ୍ଦିରମାନଙ୍କ ଭିତରେ ଏକ ଜଣାଶୁଣା ଏବଂ ପ୍ରସିଦ୍ଧ ଆନ୍ତର୍ଜାତୀୟ ମନ୍ଦିର । ଏହା ଗଙ୍ଗବଂଶର ରାଜା ଲାଙ୍ଗୁଳା ନରସିଂହଦେବଙ୍କ ଦ୍ଵାରା ତିଆରି କରାଯାଇଥିଲା ଯେକି ପ୍ରସିଦ୍ଧ [[କୋଣାର୍କ ସୂର୍ଯ୍ୟ ମନ୍ଦିର]] ନିର୍ମାଣ କରିଥିଲେ । ବୃନ୍ଦାବନର ତିନି ଠାକୁର ଶ୍ରୀ ମଦନମୋହନ(ସମ୍ବନ୍ଧ ତତ୍ତ୍ଵ), ଶ୍ରୀ ଗୋବିନ୍ଦ(ଅବିଧେୟ ତତ୍ତ୍ଵ), ଶ୍ରୀ ଗୋପୀନାଥ(ପ୍ରୟୋଜନ ତତ୍ତ୍ଵ)ଭଳି ଏଠାରେ ଏହି ତିନି ଠାକୁର ବିରାଜିତ ହୋଇଥିବାରୁ ଏହାକୁ ପୂର୍ବ ଭାରତର ଗୁପ୍ତ ବୃନ୍ଦାବନ ଧାମ ମଧ୍ୟ କୁହାଯାଏ ରେମୁଣାର ଗଛଲତା ଭରା ଏକ ଶୀତଳ ପରିବେଶ ଭିତରେ ଗୋପୀନାଥ ପୂଜା ପାଇଥାନ୍ତି । ବର୍ଷ ସାରା ଏହି ମନ୍ଦିରକୁ ଅନେକ ଭକ୍ତଙ୍କ ସୁଅ ଛୁଟିଥାଏ ।
 
== ଇତିହାସ ==