"କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Bot: Automated text replacement (- ରେ +ରେ )
୨୮ କ ଧାଡ଼ି:
 
==== ସ୍କେଲାର୍ ବୋଜୋନ୍ ====
ସ୍କେଲାର୍ ବୋଜୋନର ଆଭ୍ୟନ୍ତରୀଣ ଆବର୍ତ୍ତନର ମାତ୍ରା ୦ ।  ଏକମାତ୍ର ପ୍ରକାରର ସ୍କେଲାର୍ ବୋଜୋନ୍ ଅଦ୍ୟାବଧି ଆବିଷ୍କୃତ ହୋଇଅଛି । ତାହାର ନାମ ହିଗ୍ସ୍ ବୋଜୋନ୍ । ହିଗ୍ସ୍ ବୋଜୋନ୍ ଯୋଗୁଁ W ବୋଜୋନ୍ ଓ Z ବୋଜୋନଙ୍କୁ ବସ୍ତୁତ୍ଵ ମିଳେ । ମାର୍ଚ୍ଚ୍ ୧୪, ୨୦୧୩ ରେ୨୦୧୩ରେ ହିଗ୍ସ୍ ବୋଜୋନର ସ୍ଥିତି ସତ୍ୟ ବୋଲି ପ୍ରମାଣିତ ହୋଇଥିଲା ।  ଏହାର ଆବିଷ୍କାର ପାଇଁ ଦୁଇ ବୈଜ୍ଞାନିକ: ପିଟର୍ ହିଗ୍ସ୍ ଓ ଫ୍ରାଙ୍କୋଇ ଏଙ୍ଗଲର୍ଟ୍ ୨୦୧୩ ମସିହାରେ ନୋବେଲ୍ ପୁରସ୍କାର ଦ୍ଵାରା ସମ୍ମାନିତ ହୋଇଥିଲେ । ହିଗ୍ସ୍ ବୋଜୋନକୁ God Particle ବୋଲି ଅଭିହିତ କରାଯାଇଥିଲା । 
 
== ଆଦର୍ଶ ମାନଦଣ୍ଡର ବଳସମୂହ ==