"ଗରୁଡ଼" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Bot: Automated text replacement (-ବର୍ଣନା +ବର୍ଣ୍ଣନା) |
ଟିକେ Bot: Automated text replacement (- ରେ +ରେ ) |
||
୧୬ କ ଧାଡ଼ି:
}}
'''ଗରୁଡ''' ଗୋଟିଏ ପକ୍ଷୀ ଜାତିର ପ୍ରାଣୀ । [[ହିନ୍ଦୁ]] ଓ [[ବୌଦ୍ଧ ଧର୍ମ]]
ଯଦିଓ ଆଜିର ଯୁଗରେ ବିରଳପ୍ରାୟ ଏହି ପ୍ରାଣୀ ଦେଖିବାକୁ ମିଳେନାହିଁ ତଥାପି ଅନେକାଂଶ ସ୍ଥାନରେ ଛଞ୍ଚାଣ ଓ ଅମରପକ୍ଷୀକୁ ଗରୁଡ ଜାତୀୟ ପ୍ରାଣୀ ବୋଲି ପ୍ରସ୍ତୁତ କରାଯାଇଥାଏ । ଅନେକ ଧର୍ମଗ୍ରନ୍ଥରେ ଏହାକୁ ଏକ କାଳ୍ପନିକ ଜୀବରୂପେ ଚିତ୍ରଣ କରାଯାଇଛି । ହିନ୍ଦୁଧର୍ମ ଗ୍ରନ୍ଥ ଓ [[ପୁରାଣ]] ଇତ୍ୟଦିରେ ଗରୁଡକୁ ଏକ ଭିନ୍ନ ଜାତୀୟ ମନୁଷ୍ୟ ଓ ପକ୍ଷୀର ଏକ ମିଶ୍ରଣ ପ୍ରାଣୀ ଭାବରେ ଚିତ୍ରଣ କରାଯାଇଛି । ଗରୁଡର କର୍ମ ଓ ଚରିତ୍ରକୁ ହିନ୍ଦୁ ଓ ବୌଦ୍ଧ ଧର୍ମ ଗ୍ରନ୍ଥରେ ଅତି ନିଖୁଣ ଭାବେ ବର୍ଣ୍ଣନା କରାଯାଇଛି । <ref name=Garuda>{{cite web|title=ଗରୁଡ|url=http://hindunet.org/god/animal_deities/garuda/|publisher=The Hindu Universe|accessdate=5 September 2015}}</ref>
|