"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ର +ର )
ଟିକେ Bot: Automated text replacement (- ରେ +ରେ )
୪୪ କ ଧାଡ଼ି:
=== [[ପର୍ଶୁରାମ]] ===
{{main|ପର୍ଶୁରାମ}}
ବିଷ୍ଣୁଙ୍କ ଷଷ୍ଠ ଅବତାର ରୂପେ ଋଷି ଜମଦଗ୍ନିଙ୍କ ଔରସରୁ ରେଣୁକାଙ୍କ ଗର୍ଭରୁ ଜାତ ହୋଇଥିଲେ । ଏହାଙ୍କର ଅସ୍ତ୍ର ପରଶୁ (କୁଠାର) ଅଟେ। ଏ ଅବତାର ରେଅବତାରରେ ପୃଥିବୀକୁ ୨୧ ବାର ନିକ୍ଷତ୍ରିୟ କରିଥିଲେ । ଏ ପିତ୍ରାଦେଶରେ ସ୍ଵୀୟ ମାତା ରେଣୁକାଙ୍କୁ ବଧ କରିଥିଲେ ଓ ପରେ ପିତାଙ୍କୁ ସନ୍ତୁଷ୍ଟ କରି ମାତାଙ୍କୁ ପୁରରୁଜ୍ଜୀବିତା କରାଇଥିଲେ । ଏହାଙ୍କ ପିତୃହନ୍ତା କାର୍ତ୍ତବୀର୍ଯ୍ୟାର୍ଜୁନ ବା ସହସ୍ରାର୍ଜୁନଙ୍କୁ ଏ ବଧ କରିଥିଲେ । ରାମଚନ୍ଦ୍ର ବିବାହ ହେଇସାରି ସୀତାଙ୍କୁ ଘେନି ମିଥିଳାରୁ ଫେରିବା ସମୟରେ ଏ ତାଙ୍କୁ ଭେଟି ଧନୁ ପରିକ୍ଷା ନିମନ୍ତେ ରାମଚନ୍ଦ୍ରଙ୍କୁ ଆହ୍ଵାନ କରିଥିଲେ । ରାମଚନ୍ଦ୍ର ଏହାଙ୍କ ହାତରୁ ଧନୁ ନେବା ସମୟରେ ଏହାଙ୍କ ଦେହରେ ଥିବା ବିଷ୍ଣୁ ତେଜଃ ରାମଚନ୍ଦ୍ରଙ୍କ ଦେହରେ ପ୍ରବେଶ କଲା ଓ ଏ ହତପ୍ରଭ ହୋଇ ତପସ୍ୟା କରିବାକୁ ଗଲେ । ଏହାଙ୍କର ଅନ୍ୟ ଚାରିଭାଇଙ୍କ ନାମ ସମନ୍ଵାନ, ସୁଷେଣ, ବସୁ ଓ ବିଶ୍ଵାବସୁ ।
 
=== [[ରାମ]] ===
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି