"ପେଚା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ର +ର )
ଟିକେ Bot: Automated text replacement (- ରେ +ରେ )
୨୫ କ ଧାଡ଼ି:
*ଟାଇଟୋଡାଏ(Tytonidae ) ।
==ବିବରଣୀ==
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣ ରେକିରଣରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟ ରେକୋରଟରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡ କୁ ୨୭୦o କୋଣ ରେକୋଣରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣ ରେକୋଣରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହ ରେପ୍ରବାହରେ କୌଣସି ଅସୁବିଧା ହୁଏନାହିଁ ।
 
===Burrowing owl (Athene cunicularia)===
ପେଚାମାନଙ୍କ କାନ ଦୁଇ ମଧ୍ୟ ସାମ୍ନାକୁ ଥାଏ ଏମାନେ କୌଣସି ଶବ୍ଦ ଶୁଣିଲେ ସେଇ ଶବ୍ଦର ଦିଗକୁ ମୁଣ୍ଡ ବୁଲାନ୍ତି ଯେତେ ପର୍ଯ୍ୟନ୍ତ ଶବ୍ଦ ଦୁଇକାନର ସଂସ୍ପର୍ଶ ରେସଂସ୍ପର୍ଶରେ ନ ଆସେ ସେମାନେ ଶବ୍ଦ କୁ ସଠିକ ରୂପେ ବୁଝିପାରନ୍ତି ନାଇଁ ।ପେଚାମାନଙ୍କ କର୍ଣ ଓ ଚକ୍ଷୁ ଉନ୍ନତ ନ ହେଇଥିଲେ ମଧ୍ୟ ତାଙ୍କ ଚଞ୍ଚୁ ଏକ କାରିଗରୀ ଅସ୍ତ୍ର ରୂପେ ବିବେଚିତ ହୁଏ । ପେଚମାନଙ୍କ ଚଞ୍ଚୁ ମୁହଁର ତଳ ଆଡକୁ ଥାଏ ଓ ଏହା ଏକ ଧାରୁଆ କରତ ପରି କାମ କରେ । ଚଞ୍ଚୁର ଏପରି ତଳ ଆଡ଼କୁ ଗଠନ ଯାହାକି ପେଚାକୁ ଦେଖିବାରେ କୌଣସି ବାଧା କରେନାହିଁ । ପେଚା ମାନେ ଉଡ଼ିବାରେ କୌଣସି ଶବ୍ଦ ହୁଏନି ହଁ ପବନ ଗତିର ଏକ ଶବ୍ଦ ଆସେ କିନ୍ତୁ ପେଚାର ଡେଣା ରୁ କୌଣସି ଶବ୍ଦ ଆସେ ନାହିଁ । ଅଧିକାଂଶ ପେଚା ରାତ୍ରିକାଳରେ ସକ୍ରିୟ ରୁହନ୍ତି ଏବଂ କିଛି ପ୍ରଜାତି ଦିନ ସମୟରେ ମଧ୍ୟ ସକ୍ରିୟ ରହିବାରେ ପରିଲକ୍ଷିତ ହୋଇଛି ।
 
==ପ୍ରଜନନ==
"https://or.wikipedia.org/wiki/ପେଚା"ରୁ ଅଣାଯାଇଅଛି