"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
Colour image
ଟିକେ Bot: Automated text replacement (- ରେ +ରେ )
୧୩ କ ଧାଡ଼ି:
 
 
'''ଫକୀର ମୋହନ ସେନାପତି''' (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ୧୩ ଜାନୁଆରୀ ୧୮୪୩ ରେ୧୮୪୩ରେ ଅବିଭକ୍ତ [[ବାଲେଶ୍ଵର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।<ref name="ଫକୀର ମୋହ‌ନ ସେନପତି ଜୀବନୀ">{{cite web|last=Jain|first=Bhushan|title=Short biography of Fakir Mohan Senapati|url=http://www.preservearticles.com/201104225819/short-biography-of-fakir-mohan-senapati.html|accessdate=20 July 2016}}</ref>
 
ଫକିର ମୋହନ ସେନାପତି, [[ମଧୁସୂଦନ ଦାସ|ଉତ୍କଳ ଗୌରବ ମଧୁସୂଦନ ଦାସ]], [[ଗୋପବନ୍ଧୁ ଦାସ|ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ]], [[କବିବର ରାଧାନାଥ ରାୟ]], [[ଗଙ୍ଗାଧର ମେହେର|ସ୍ଵଭାବ କବି ଗଙ୍ଗାଧର ମେହେର]]ଙ୍କ ସହ [[ଓଡ଼ିଆ ଭାଷା ଆନ୍ଦୋଳନ]]ର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
୧୯ କ ଧାଡ଼ି:
== '''ଜୀବନ କାଳ''' ==
=== ପିଲାବେଳ ===
୧୪ ଜାନୁଆରୀ ୧୮୪୩ ରେ୧୮୪୩ରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗ୍ରାମର ଏକ ଖଣ୍ଡାୟତ ପରିବାରରେ ଫକୀରମୋହନଙ୍କ ଜନ୍ମ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।
୩୯ କ ଧାଡ଼ି:
 
=== ବ୍ୟକ୍ତିଗତ ଜୀବନ ===
ଫକୀରମୋହନ ୧୮୫୬ ରେ୧୮୫୬ରେ ବିବାହ କରିଥିଲେ । ତେବେ ତାଙ୍କ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ସେ ୧୮୭୧ରେ ପୁନର୍ବାର ବିବାହ କରିଥିଲେ । ତାଙ୍କର ପ୍ରଥମ ପୁତ୍ରର ୧୮୭୭ରେ ଛ’ ବର୍ଷ ବୟସରେ ଅକାଳ ମୃତ୍ୟୁ ଘଟିଲା । ୧୮୮୧ରେ ତାଙ୍କର ଦ୍ଵିତୀୟ ସ୍ତ୍ରୀଙ୍କ ଔରସରୁ ଦ୍ୱିତୀୟ ପୁତ୍ର ଜନ୍ମଗ୍ରହଣ କରିଥିଲା । ତାଙ୍କର ଦ୍ୱିତୀୟ ସ୍ତ୍ରୀ ମଧ୍ୟ ୧୮୯୪ରେ ହ‌ଇଜାରେ ପରଲୋକଗାମୀ ହୋ‍ଇଥିଲେ । ପରବର୍ତ୍ତୀ କାଳରେ ନିଜ ପୁତ୍ର ସହ ମଧ୍ୟ ତାଙ୍କର ମନାନ୍ତର ଘଟିଥିଲା । ଏହିପରି ତାଙ୍କର ପାରିବାରିକ ଜୀବନ ନିତାନ୍ତ କଷ୍ଟଦାୟକ ଓ ଦୁର୍ଘଟଣାପୂର୍ଣ୍ଣ ଥିଲା ।
 
== '''ସାହିତ୍ୟ ସର୍ଜନା''' ==
୪୭ କ ଧାଡ଼ି:
 
=== କ୍ଷୁଦ୍ରଗଳ୍ପ ===
୧୮୬୦ରେ ଫକୀରମୋହନଙ୍କ ରଚିତ କ୍ଷୁଦ୍ରଗଳ୍ପ ’ଲଛମନିଆ’, ତାଙ୍କରି ଦ୍ୱାରା ସମ୍ପାଦିତ ଓ ବାଲେଶ୍ୱରରୁ ପ୍ରକାଶିତ ବୋଧଦାୟିନୀ ପତ୍ରିକାରେ ପ୍ରକାଶିତ ହୋ‍ଇଥିଲା । ତେବେ ଦୁର୍ଭାଗ୍ୟବଶତଃ ତାଙ୍କର ଆତ୍ମଜୀବନୀରେ ଏହା ବିଷୟରେ ସାମନ୍ୟ ଟିକିଏ ବର୍ଣ୍ଣନା ବ୍ୟତୀତ ଏହି ଗଳ୍ପର ସ୍ରୋତ ସମ୍ୱନ୍ଧରେ ଅନ୍ୟ କୌଣସି ଖିଅ ମିଳେନାହିଁ, ନଚେତ୍ ସମଗ୍ର ଭାରତବର୍ଷରେ ଏହି ସାହିତ୍ୟିକ ବିଭାଗର ସ୍ରଷ୍ଟା ରୂପେ ସେ ବିବେଚିତ ହୋ‍ଇଥା’ନ୍ତେ । ୧୮୯୮ ରେ୧୮୯୮ରେ ତାଙ୍କ ରଚିତ ’[http://www.ameodia.com/odia-kathaa/odia-story/odia-story-rebati-fakir-mohan-senapati/ ରେବତୀ]’ ପ୍ରଥମ ଓଡ଼ିଆ ଗଳ୍ପର ମାନ୍ୟତା ପାଏ । ’ରେବତୀ’ ଗଳ୍ପଟିରେ ଗୋଟିଏ ଛୋଟ ଝିଅର ପାଠ ପଢିବାର ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଫକୀରମୋହନଙ୍କ ଅନ୍ୟାନ୍ୟ କ୍ଷୁଦ୍ରଗଳ୍ପଗୁଡ଼ିକ ହେଉଛି ’ପେଟେଣ୍ଟ ମେଡ଼ିସିନ’, ’ଡ଼ାକମୁନସି’, ’ଅଧର୍ମ ବିତ୍ତ’, ’ରାଣ୍ଡି ପୁଅ ଅନନ୍ତା’; 'ସଭ୍ଯ ଜମିଦାର ' ଇତ୍ୟାଦି ।
 
=== କବିତା ===