"ବରଗଡ଼ ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
+ {{ବରଗଡ଼ ଜିଲ୍ଲା}}
ଟିକେ Bot: Automated text replacement (- ରେ +ରେ )
୯୨ କ ଧାଡ଼ି:
ବରଗଡ଼ ଜିଲାର ଦୁଇଟି ସଦର-ମହକୁମା, [[ବରଗଡ଼]] ଓ ପଦମପୁର ଓ ୧୨ ଟି ପଞ୍ଚାୟତ ସମିତି (ବ୍ଲକ) ଅଛି । ସେଗୁଡିକ ହେଲା [[ବରଗଡ଼]], ବରପାଲି, ଅତାବିରା, ଭେଡେନ, ସୋହେଲା, ବିଜେପୁର, ପଦମପୁର୍, ଗାଇସିଲେଟ, ପାଈକମାଲ, ଝାରବନ୍ଧ, ଆମ୍ବାଭୋନା ଏବଂ ଭଟଲି ।
 
ଏହି ଜିଲ୍ଲାର ଦର୍ଶନୀୟ ସ୍ଥାନମାନଙ୍କ ମଧ୍ୟରେ ନୃସିଂହନାଥ ଅନ୍ୟତମ । ଏଠାରେ ତୟୋଦଶ ଶତାବ୍ଦୀ ରେଶତାବ୍ଦୀରେ ନିର୍ମିତ ଏକ ବୈଷ୍ଣବ ମନ୍ଦିର ରହିଛି ଯେଉଁଠାରେ ଭଗବାନ ନୃସିଂହ ବିରାଡ଼ି ବା ମାର୍ଜାର ରୂପେ ପୁଜା ପାଇଥାନ୍ତି ।
<ref>http://www.eodisha.com/nrusinghnath-temple-bargarh-in-orissa/ ଇ-ଓଡ଼ିଶା ଵେବ୍ ସାଇଟ୍</ref>
== ଦର୍ଶନୀୟ ସ୍ଥାନ ==