"ବୀଣାପାଣି ମହାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
୪୦ କ ଧାଡ଼ି:
 
== ପ୍ରାରମ୍ଭିକ ଜୀବନ ==
ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୯୩୬ ମସିହାରେ ବ୍ରହ୍ମପୁରରେ ହୋଇଥିଲା । ମାତ୍ର ତାଙ୍କ ପୈତୃକ ଗୃହ କେନ୍ଦ୍ରାପଡା ନିକଟସ୍ଥ ଚାନ୍ଦୋଳ ଠାରେ ଥିଲା ଓ ତାଙ୍କର ବହୁ ବାଲ୍ୟ ସ୍ମୃତି ଏହି ଗାଁ ସହ ଜଡ଼ିତ । ସେ ୧୯୫୩ ମସିହାରେ ମାଟ୍ରିକ, ୧୯୫୭ ରେ୧୯୫୭ରେ ଅର୍ଥନୀତିରେ ସ୍ନାତକ ଓ ୧୯୫୯ ରେ୧୯୫୯ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ । ତାଙ୍କର ସାହିତ୍ୟିକ ଜୀବନ କବିତା ଲେଖାରୁ ଆରମ୍ଭ ହୋଇ ଥିଲା। ୧୯୬୦ ମସିହାରେ ସେ ଜଣେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଓ ୧୯୯୨ ରେ୧୯୯୨ରେ ଅବସର ଗ୍ରହଣ କରିଥିଲେ । ସେ ସାରା ଜୀବନ ଅବିବାହିତ ରହିଛନ୍ତି । <ref> Binapani Mohanty - Sahitya Akademi </ref>
 
== ସାହିତ୍ୟ ସର୍ଜନା ==