"ବ୍ରଜନାଥ ରଥ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
ଟିକେ Bot: Automated text replacement (- ରେ +ରେ ) |
||
୪୩ କ ଧାଡ଼ି:
କବି ବ୍ରଜନାଥ ରଥଙ୍କ ଜନ୍ମ ୧୯୩୬ ମସିହା, ଜାନୁଆରୀ ୧୨ ବାଲେଶ୍ଵର ସହରର ସୁନହଟଠାରେ । ତାଙ୍କ ପିତାଙ୍କ ନାମ ବିଶ୍ଵନାଥ ରଥ ଏବଂ ମାତାଙ୍କ ନାମ ତାରାମଣି ଦେବୀ । ବ୍ରଜନାଥ ହିଁ ତାଙ୍କର ଏକମାତ୍ର ଜୀବିତ ସନ୍ତାନ । ଚତୁର୍ଥ ଶ୍ରେଣୀ ଯାଏ ବ୍ରଜନାଥ ଘରେ ପଢିଥିଲେ । ପଞ୍ଚମ ଶ୍ରେଣୀରେ ତାଙ୍କର ନାମ ଲେଖାହେଲା ତତ୍କାଳୀନ ଭିକ୍ଟୋରିଆ ଜୁବିଲି ମଧ୍ୟ ଇଂରାଜୀ ସ୍କୁଲରେ । ସେହି ସ୍କୁଲରେ ବାପା ଶିକ୍ଷକ ଥିବାରୁ ତାଙ୍କ ଇଛା ଅନୁସାରେ ସେ ବହି, ପତ୍ରପତ୍ରିକା ଆଦି ପଢୁଥିଲେ । ସ୍ଵାଧୀନଭାବେ ଚଳିବାର, ଲେଖିବାର ଓ ନିଜର ମତପ୍ରକାଶ କରିବାର ମାନସିକତା ତାଙ୍କର ତିଆରି ହୋଇଥିଲା ଏଇ ସ୍କୁଲ ଜୀବନରୁ ।
୧୯୪୮ରେ ବାଲେଶ୍ଵର ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ ସେ । ସେହି ସମୟରେ, ବର୍ତ୍ତମାନର ପ୍ରସିଦ୍ଧ କବି ଓ କଥାକାର [[ମନୋଜ ଦାସ]] ମଧ୍ୟ ନାମ ଲେଖାଇଥିଲେ । ତାଙ୍କର ପ୍ରକାଶିତ କବିତା '[[ଶତାଦ୍ଧୀର ଆର୍ତ୍ତନାଦ ଓ ବିପ୍ଳବୀ ଫକୀରମୋହନ]]' ପ୍ରଚ୍ଚୋଦିତ କରିଥିଲା ବ୍ରଜନାଥଙ୍କୁ କବିତା ଲେଖିବା ପାଇଁ । ନବମ
ଶ୍ରୀ ରଥ, କେନ୍ଦ୍ର ସାହିତ୍ୟ ଏକାଡେମୀ, ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ତଥା ଫକୀର ମୋହନ ସାହିତ୍ୟ ପରିଷେଦର ସଭାପତି ଭାବରେ କାର୍ଯ୍ୟନିର୍ବାହ କରିଥିଲେ । ନିଜ ପିତା ମାତାଙ୍କ ନାମରେ ବିଶ୍ଵତାରା ଓଡ଼ିଆ ଗବେଷଣାଗାର ମଧ୍ୟ ପ୍ରତିଷ୍ଠା କରିଥିଲେ ।
|