"ବ୍ରହ୍ମପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
Bot: Automated text replacement (- ରେ +ରେ )
ଟିକେ (Bot: Automated text replacement (-ଓଡିଆ +ଓଡ଼ିଆ))
ଟିକେ (Bot: Automated text replacement (- ରେ +ରେ ))
}}
 
'''ବ୍ରହ୍ମପୁର''' [[ଗଞ୍ଜାମ ଜିଲ୍ଲା]]ର ଏକ ପ୍ରମୁଖ ସହର । ଏହା ରାଜ୍ୟ ରାଜଧାନୀ [[ଭୁବନେଶ୍ଵର]] ଠାରୁ ପ୍ରାୟ ୧୬୦ କି.ମି. (୯୯ ମାଇଲ୍) ଦୂରରେ [[ବଙ୍ଗୋପ ସାଗର]] କୂଳରେ ଥିବା [[ଗୋପାଳପୁର]] ନିକଟରେ ଅବସ୍ଥିତ । ପୁରାତନ କାଳରୁ ଏହା ଓଡ଼ିଶାର ରେଶମ ସହର ଭାବେ ପରିଚିତ । ଏହାକୁ ବର୍ତ୍ତମାନ ଓଡ଼ିଶାର ନୃତ୍ୟ ନଗରୀ ଆଖ୍ୟା ଦିଆ ଯାଇଛି, ବିଶେଷ କରି ପ୍ରିନ୍ସ ଡାନ୍ସ ଗ୍ରୁପ ଓ ହରିହର ଦାସଙ୍କର ସଫଳତା ପରେ, ଏହା ଆହୁରି ପ୍ରସିଦ୍ଧି ଲାଭ କରିଛି । [[ଭୁବନେଶ୍ଵର]] ଓ କଟକ ପରେ ଏହି ସହରଟି ଓଡ଼ିଶାର ତୃତୀୟ ବୃହତ୍ତମ ଓ ଜନବହୁଳ ନଗରୀ । ୨୦୦୯ ମସିହା ଅନୁସାରେ ଏହି ନଗରୀର ଜନସଂଖ୍ୟା ୭,୯୯,୭୫୨ ଥିଲା । ଭୁବନେଶ୍ଵର ଓ କଟକ ପରେ ବ୍ରହ୍ମପୁରକୁ ଓଡ଼ିଶାର ତୃତୀୟ ନଗର ନିଗମ ଭାବେ ୨୦୦୯ ରେ୨୦୦୯ରେ ଗଠିତ ହେଇଥିଲା । ଏଠାରେ ଗୋଟିଏ ଭେଷଜ ମହାବିଦ୍ୟାଳୟ [[ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ]] ଓ ଏହା ସହ [[ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ]] ଏବଂ [[ ଖଲିକୋଟ ବିଶ୍ବବିଦ୍ୟାଳୟ ]]ମଧ୍ୟ ରହିଛି ।
 
==ଇତିହାସ==
୩୯,୦୫୬

ଗୋଟି ସମ୍ପାଦନା