"ଯାଜପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ର +ର )
ଟିକେ Bot: Automated text replacement (- ରେ +ରେ )
୬୪ କ ଧାଡ଼ି:
 
{{About| 'ଯାଜପୁର ସହର'| 'ଯାଜପୁର ଜିଲ୍ଲା' ନିମନ୍ତେ|ଯାଜପୁର ଜିଲ୍ଲା}}
'''ଯାଜପୁର''' ନଦୀରେ ଭରା [[ଓଡ଼ିଶା]]ର ଏକ ସହର । ଏହାର ଉତ୍ତର ଦିଗ ରେଦିଗରେ [[ଭଦ୍ରକ ଜିଲ୍ଲା]] ଅଛି । ଯାଜପୁରଠାରେ ଥିବା [[ବିରଜା ମନ୍ଦିର]] [[ଓଡ଼ିଶା]]ର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା [[ଓଡ଼ିଶା]]ର ରାଜଧାନୀ ଥିଲା, କାଳକ୍ରମେ [[କଟକ]]କୁ ଉଠିଗଲା [[ଓଡ଼ିଶା]]ର ରାଜଧାନୀ । "ଯାଜପୁର" ଶବ୍ଦର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯଜ୍ଞ କରାଇଥିଲେ ଏବଂ କାନ୍ୟକୁବ୍ଜ ରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା [[ଓଡ଼ିଶା|ଓଡ଼ିଶାରେ]] ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନ କୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
 
== ଇତିହାସ ==
"https://or.wikipedia.org/wiki/ଯାଜପୁର"ରୁ ଅଣାଯାଇଅଛି