"ରକ୍ତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ବିଶିଷ୍ଠ → ବିଶିଷ୍ଟ (14) using AWB
ଟିକେ Bot: Automated text replacement (- ରେ +ରେ )
୧ କ ଧାଡ଼ି:
{{ଛୋଟ|Blood}}
[[ଫାଇଲ:Humanbood600x.jpg|ଫ୍ରେମକରା|ମନୁଷ୍ୟ ରକ୍ତ କୋଷର ୬୦୦ ଗୁଣ ବଡ ଛବି]]
'''ରକ୍ତ''' ହେଉଛି ଏକ ପ୍ରକାର ସଂଯୋଜକ [[ତନ୍ତୁ]] । ଏହାର ଅନ୍ତର୍ଗତ [[ଜୀବକୋଷ]]ଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ଵାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗ ରେରଙ୍ଗରେ ପାର୍ଥକ୍ୟ ଦେଖାଯାଇଥାଏ । [[ଅଣୁବୀକ୍ଷଣ]] ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
 
== ରକ୍ତର ଉପାଦାନ ==
"https://or.wikipedia.org/wiki/ରକ୍ତ"ରୁ ଅଣାଯାଇଅଛି