"ରାଜେଶ ଖାନ୍ନା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
୨୦ କ ଧାଡ଼ି:
 
== ପ୍ରାରମ୍ଭିକ ଜୀବନ ==
ଛୋଟବେଳୁ ଅଭିନୟ କରିବାର ତାଙ୍କର ବହୁତ ଆଗ୍ରହ ଥିଲା । ସେ ସ୍କୁଲ ଓ କଲେଜ ସମୟରେ ଡ୍ରାମାରେ ଅଭିନୟ କରୁଥିଲେ । ୧୯୬୫ ମସିହାରେ ତାଙ୍କର ଭାଗ୍ୟର ଡୋରି ବଦଳିଯାଇଥିଲା । ସେହି ସମୟରେ "ୟୁନାଇଟେଡ୍ ପ୍ରଡ୍ୟୁସର ଏଣ୍ଡ ଫିଲ୍ମଫେୟାର" ପକ୍ଷରୁ ଅଭିନେତା ପାଇଁ "ଟାଲେଣ୍ଟ ହଣ୍ଟ"ରେ ଭାଗ ନେଇ ଶେଷ ୮ ଜଣଙ୍କ ମଧ୍ୟରେ ରହି ସମସ୍ତଙ୍କ ନଜରକୁ ଆସିଥିଲେ । ଏହାର ଗୋଟିଏ ବର୍ଷ ପରେ [[ଚେତନ ଆନନ୍ଦ]] ତାଙ୍କୁ ଆଖିର୍ ଖତ୍ ଚଳଚ୍ଚିତ୍ରରେ ପ୍ରଥମଥର ମୁଖ୍ୟଚରିତ୍ର ରେମୁଖ୍ୟଚରିତ୍ରରେ ଅଭିନୟ କରିବାକୁ ସୁଯୋଗ ଦେଇଥିଲେ । ସେହିଠାରେ ହିଁ ତାଙ୍କ ନାମ ଯତିନରୁ ରାଜେଶକୁ ପରିବର୍ତ୍ତନ କରାଯାଇଥିଲା । ଏହା ପରେ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି । ପ୍ରାରମ୍ଭିକ ସମୟରେ ତାଙ୍କ ଫିଲ୍ମ ଗୁଡିକ ବିଶେଷ ସଫଳତା ଲାଭ କରିନ ଥିଲା । କିନ୍ତୁ ୧୯୬୯ ରେ୧୯୬୯ରେ ନିର୍ମିତ "ଆରାଧନା" କଥାଚିତ୍ରରେ ଅଭିନେତ୍ରୀ [[ଶର୍ମିଳା ଟାଗୋର]]ଙ୍କ ସହ ତାଙ୍କ ଅଭିନୟ ଦର୍ଶକଙ୍କ ମନ କୁ କିଣି ନେଇଥିଲା । ଆରାଧନା ଫିଲ୍ମରର ବିପୁଳ ସଫଳତା ଥିଲା ରାଜେଶଙ୍କ କ୍ୟାରିଅରର ନିର୍ଣ୍ଣାୟକ ମୋଡ଼ । "ଆରାଧନା" କଥଚିତ୍ରରୁ ସେ ହେଲେ ସୁପରଷ୍ଟାର । ସେ ଅଭିନେତ୍ରୀ [[ହେମାମାଳିନୀ]]ଙ୍କ ସହ ସର୍ବାଧିକ ୧୫ଟି ରୋମାଣ୍ଟିକ ଫିଲ୍ମ କରିଥିଲେ । ଫିଲ୍ମ '''ଆନନ୍ଦ'''ରେ ସେ ଖୁବ ଉଚ୍ଚକୋଟୀର ଅଭିନୟ କରି ପ୍ରମାଣ କରିଦେଇଥିଲେ ଯେ,"ଫିଲ୍ମରେ ଜଣେ ଅଭିନେତା କାନ୍ଦିବାଟା ଦୁଃଖ ନୁହେଁ, ତାହାକୁ ଦେଖି ଯଦି ଦର୍ଶକ ଦେଖି କାନ୍ଦିବେ ତାହା ପ୍ରକୃତ ଦୁଃଖ" । ଫିଲ୍ମଟି ଦେଖିବାପରେ ଦର୍ଶକଙ୍କ କାନରେ ରାଜେଶଙ୍କ "ବାବୁମୁସାୟ" ଡାକଟି ସତେ ଯେମିତି ଗୁଞ୍ଜରିତ ହେଉଥିଲା । ଜୀବନ କାଳ ମଧ୍ୟରେ ସେ ୧୬୩ଟି କଥାଚିତ୍ରରେ ଅଭିନୟ କରିଛନ୍ତି । ସେଗୁଡିକ ମଧ୍ୟରେ ୧୦୬ଟି ଫିଲ୍ମରେ ମୂଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ଫିଲ୍ମ ଫେୟାର ଆୱାଡ ପାଇଁ ସେ ୧୪ ଥର ମନୋନୟନ ତାଲିକାରେ ସ୍ଥାନ ପାଇଥିବା ବେଳେ ତାଙ୍କୁ ୩ ଥର ଶ୍ରେଷ୍ଠ ଅଭିନେତା ପୁରସ୍କୃତ କରାଯାଇଥିଲା । ୨୦୦୫ ରେ୨୦୦୫ରେ ତାଙ୍କୁ '''ଲାଇଫ ଟାଇମ ଆଚିଭମେଣ୍ଟ '''ପୁରସ୍କାର ପ୍ରଦାନ କରାଯାଇଥିଲା ।<ref>http://www.awardsandshows.com/features/lifetime-achievement-award-64.html</ref> ଅଭିନେତ୍ରୀ ଅଞ୍ଜୁ ମହେନ୍ଦ୍ରୁଙ୍କ ସହ ତାଙ୍କର ୭ ବର୍ଷର ପ୍ରେମ ସମ୍ପର୍କ ରହିଥିଲା । ତାହା ତୁଟି ଯିବାପରେ ସେ ୧୯୭୩ ମସିହାରେ ହଠାତ ଅଭିନେତ୍ରୀ [[ଡିମ୍ପଲ କାପାଡ଼ିଆ]]ଙ୍କୁ ବିବାହ କରି ବଲିଉଡ଼ରେ ଚହଳ ସୃଷ୍ଟି କରିଥିଲେ । <ref>http://entertainment.oneindia.in/bollywood/features/2012/the-love-hate-story-of-rajesh-khanna-dimple-kapadia-097601.html</ref> ତାଙ୍କ ଦୁଇ ଝିଅ ଟ୍ଵିଙ୍କିଲ ଓ ରିଙ୍କି । ଅଭିନେତା [[ଅକ୍ଷୟ କୁମାର]] ତାଙ୍କ ଜାମାତା ଓ ଟ୍ଵିଙ୍କିଲଙ୍କ ସ୍ଵାମୀ ।<ref>http://www.in.com/rajesh-khanna/biography-612.html</ref> ୧୯୮୪ ରେ୧୯୮୪ରେ ଡିମ୍ପଲଙ୍କ ସହ ମନୋମାଳିନ୍ୟ ଯୋଗୁଁ ପରସ୍ପର ଦୁରେଇଯାଇଥିଲେ । କିନ୍ତୁ ସେମାଙ୍କ ମଧ୍ୟରେ ବିବାହ ଉଚ୍ଛେଦ ହୋଇନଥିଲା ।
 
== ରାଜେଶଙ୍କ ଅଭିନୀତ କଥାଚିତ୍ର ==
୪୨ କ ଧାଡ଼ି:
{{div col end}}
== ରାଜନୀତି ==
ନବେ ଦଶକରେ ଅଭିନୟରୁ ଦୂରେଇ ରାଜେଶ ରାଜନୀତିରେ ପ୍ରବେଶ କରିଥିଲେ । ୧୯୯୨ ରେ୧୯୯୨ରେ ସେ [[ଭାରତୀୟ ଜାତୀୟ କଂଗ୍ରେସ|କଂଗ୍ରେସ]] ଟିକେଟରୁ 'ନୂଆ ଦିଲ୍ଲୀ' ଲୋକ ସଭା ଆସନରୁ ନିର୍ବାଚିତ ହେଇଥିଲେ ।<ref>http://books.google.co.in/books?id=yInZdHn-pKoC&pg=PA493&hl=en#v=onepage&q&f=false</ref>
 
== ଆଧାର ==