"ରେଭେନ୍‌ସା କଲିଜିଏଟ ସ୍କୁଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
୨୦ କ ଧାଡ଼ି:
|website = }}
 
'''ରେଭେନ୍‌ସା କଲିଜିଏଟ ସ୍କୁଲ''' [[କଟକ]] ରେ ଅବସ୍ଥିତ ସର୍ବ ପୁରାତନ ଓଡ଼ିଆ ଉଚ୍ଚବିଦ୍ୟାଳୟ ।
== ଇତିହାସ ==
୧୮୫୧ରେ ସ୍ଥାପିତ କଟକ ସ୍କୁଲ (ଖାତାପତ୍ରରେ ଏହା ଜିଲ୍ଲା ସ୍କୁଲ, କଟକ ବୋଲି ଲେଖାଯାଉଥିଲା)ରୁ ୧୮୫୯ରେ ପ୍ରଥମ ମାଟ୍ରିକ ବ୍ୟାଚ ବାହରିଥିଲେ । ୧୮୬୮ରେ ଏଣ୍ଟ୍ରାନ୍ସ ଠାରୁ ଉଚ୍ଚତର ଶ୍ରେଣୀ ଖୋଲାଯାଇଥିଲା । ୧୮୭୫ରେ ଏହା ରେଭେନ୍ସା କଲେଜିଏଟ ସ୍କୁଲ ଭାବେ ନାମିତ ହୋଇଥିଲା ।