"ସିକନ୍ଦର ଆଲାମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ର +ର )
ଟିକେ Bot: Automated text replacement (- ରେ +ରେ )
୩୩ କ ଧାଡ଼ି:
 
== ବାଲ୍ୟ ଜୀବନ ଓ ଶିକ୍ଷା ==
'''ସିକନ୍ଦର ଆଲାମ''', ୧୯୩୯ ମସିହା ଜୁଲାଇ ମାସ ୨୭ ତାରିଖରେ, [[କଟକ]] ଜିଲ୍ଲା ବୟାଳିଶି ମୌଜା ବ୍ଳକର ରାଉତରାପୁର ଠାରେ ଜନ୍ମଗ୍ରହଣ କରିଥିଲେ । ବାଲ୍ୟ ଜୀବନ ନିଜ ଗାଁ ରେଗାଁରେ ହିଁ କଟିଥିଲା । ପରବର୍ତୀ ସମୟରେ ସେ ନିଜ ପିତାମାତାଙ୍କ ସହ କଟକକୁ ଚାଲିଆସିଥିଲେ । କଟକର [[ଖ୍ରୀଷ୍ଟ କଲେଜିଏଟ ସ୍କୁଲ]]ରୁ ମାଟ୍ରିକ ଓ [[ଷ୍ଟିୱାର୍ଟ କଲେଜ]]ରୁ ବିଜ୍ଞାନରେ ଇଣ୍ଟରମିଡିଏଟ ପାସ କରିଥିଲେ । ତା ପରେ ନିଜ ପିତା ଓ ବଡ଼ ଭାଇଙ୍କ ଠାରୁ ପ୍ରେରଣା ପାଇ<ref>http://orissacinema.com/interviews/sikandar_alam.html</ref> ସଂଗୀତ ଶିକ୍ଷା କରିବା ପାଇଁ ସେ ପ୍ରସିଦ୍ଧ ଗନ୍ଧର୍ବ ମହାବିଦ୍ୟାଳୟରେ ଯୋଗଦାନ କରିଥିଲେ । ଏହି ଅନୁଷ୍ଠାନରୁ ହିଁ ସେ ଗୁରୁ ଗୋବିନ୍ଦ ଚନ୍ଦ୍ର ପାଲୁଶକର ଏବଂ ଉସ୍ତାଦ କୁନ୍ଦଳ ଆଦୀନାରାୟଣ ରାଓଙ୍କ ଅଧିନରେ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଂଗୀତରେ କୃତିତ୍ଵର ସହ ସଂଗୀତ ବିଶାରଦ ହାସଲ କରିଥିଲେ । <ref>http://www.orissadiary.com/CurrentNews.asp?id=20439</ref>
 
== ପରିବାର ==