"ସୁନାମି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Bot: Automated text replacement (- ର +ର ) |
ଟିକେ Bot: Automated text replacement (- ରେ +ରେ ) |
||
୧୭ କ ଧାଡ଼ି:
</ref> କୁହାଯାଏ) ସୁନାମିର ପ୍ରଭାବ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକ ମଧ୍ୟରେ ସୀମିତ ଥିଲେ ହେଁ ସେମାନଙ୍କର ଧ୍ଵଂସକାରୀ ଶକ୍ତି ବହୁତ ଅଧିକ ହୋଇଥାଏ ଓ ଏହା ସଂପୂର୍ଣ୍ଣ ମହାସାଗର ତଳକୁ ପ୍ରଭାବିତ କରିପାରେ । ୨୦୦୪ ଭାରତ ମହାସାଗରରେ ହୋଇଥିବା ସୁନାମି, ମାନବ ଇତିହାସରେ ସବୁଠାରୁ ଧ୍ଵଂସକାରୀ ପ୍ରକୃତିକ ବିପର୍ଜୟ ଥିଲା । ଏଥିରେ [[ଭାରତ ମହାସାଗର|ଭାରତ ମହାସାଗରରେ]] ଥିବା ୧୪ ଟି ଦେଶରେ ୨୩୦,୦୦୦ ରୁ ଊର୍ଦ୍ଧ୍ଵ ଲୋକଙ୍କର ପ୍ରାଣହାନୀ ହୋଇଥିଲା ।
ଖ୍ରୀ.ପୂ.
[[ଫାଇଲ:2004-tsunami.jpg|thumb|300px|
== ବ୍ୟୁତ୍ପତି ==
୩୫ କ ଧାଡ଼ି:
[[ଫାଇଲ:Russians meeting Japanese in Akkeshi 1779.jpg|thumb|The Russians of Pavel Lebedev-Lastochkin in [[Japan]], with their ships tossed inland by a tsunami, meeting some Japanese in 1779]]
୪୨୬ ଖ୍ରୀ.ପୂ.ର ପ୍ରଥମାର୍ଦ୍ଧ ବେଳକୁ ଗ୍ରୀକ ଇତିହାସକାର ''Thucydides'' ତାଙ୍କ ବହି, ''History of Peloponnesian War''
"ମୋ ମତରେ ଏହି ଘଟଣାର କାରଣ ଭୂମିକମ୍ପରେ ଖୋଜିବା ଯିବା ଉଚିତ । ଯେଉଁ କେନ୍ଦ୍ରରେ ଏହି ଝଟକା ଅଧିକ ହୋଇଥାଏ, ସମୁଦ୍ର ସେଠାରେ ପଛକୁ ଫେରିଯାଏ ଓ ଦୁଇଗୁଣ ଶକ୍ତି ସହକାରେ ପୁଣି ମାଡି ଆସେ, ଏବଂ ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି କରେ । ବିନା ଭୂମିକମ୍ପରେ ମୁଁ ଏପରି ଦୁର୍ଘଟଣାକୁ ଅନୁମାନ କରିପାରେ ନାହିଁ ।" <ref name="Thucydides 3.89.5">[[Thucydides]]: [http://www.perseus.tufts.edu/cgi-bin/ptext?lookup=Thuc.+3.89.1 “A History of the Peloponnesian War”, 3.89.5]</ref>
|