"ସୁବର୍ଣ୍ଣପୁର ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
Bot: Automated text replacement (- ରେ +ରେ )
ଟିକେ
ଟିକେ (Bot: Automated text replacement (- ରେ +ରେ ))
}}
 
'''ସୁବର୍ଣ୍ଣପୁର ଜିଲ୍ଲା''' ବା '''ସୋନପୁର ଜିଲ୍ଲା''' [[ଓଡ଼ିଶା]]ର ଏକ ପ୍ରଶାସନିକ ଜିଲ୍ଲା । [[ସୁବର୍ଣ୍ଣପୁର]] ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖ ରେତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ [[ବଲାଙ୍ଗିର ଜିଲ୍ଲା]]ରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ [[ସମ୍ବଲପୁର ଜିଲ୍ଲା]] ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ରେପୂର୍ବରେ [[ବୌଦ୍ଧ ଜିଲ୍ଲା]] ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
 
== ଭୂଗୋଳ ==
୩୭,୫୭୯

ଗୋଟି ସମ୍ପାଦନା