"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ଙ୍କୁ +ଙ୍କୁ )
୪ କ ଧାଡ଼ି:
<ref>{{harvnb|Mazzeno|2008|p=76}}.</ref><ref>{{harvnb|Chesterton|2005|pp=100–126}}.</ref>
 
ଡିକେନ୍ସ ଙ୍କ ଜନ୍ମ [[ଇଂଲଣ୍ଡ]]ର ପୋର୍ଟ୍ସମାଉଥ ଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତା ଙ୍କୁପିତାଙ୍କୁ ରୁଣ ସୁଝି ନ ପାରିବାରୁ  ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳ ରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ ଟି କାଳ୍ପନିକ ଉପନ୍ୟାସ ସହ ୫ ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
 
 ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( [http://The%20Pickwick%20Papers The Pickwick Papers] ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମ ଦ୍ଵାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀ କୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( [http://David%20Coppersfield David Coppersfield] )ରେ "ମିସ ମିକାୱର" ଙ୍କ ଚରିତ୍ର ଦୁର୍ବଳତା କୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହା ଦ୍ଵାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟା ମଧ୍ୟ ପାଉଥିଲେ । .<ref>{{harvnb|Hauser|1999|p=116}}.</ref>
୧୭ କ ଧାଡ଼ି:
 ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ୭ ଫେବ୍ରୁଆରି ୧୮୧୨ ମସିହାରେ ପୋର୍ଟ ସୀ ଦ୍ଵିପର , ମାଇଲ ଏଣ୍ଡ ଟେରାସ ( ବର୍ତମାନ ତାହା ୩୯୩ କମରସିଆଲ ରୋଡ ) ଠାରେ ଜନ୍ ଡିକେନ୍ସ ଓ ଏଲିଜାବେଥ ଡିକେନ୍ସ ଙ୍କ  ଆଠଟି ସନ୍ତାନ ମଧ୍ୟ ରୁ ଦ୍ଵିତୀୟ ସନ୍ତାନ ଭାବରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତା ବ୍ରିଟିଶ ନେଭିର ଜଣେ ଅଫିସର ଭାବରେ ସେଠାରେ ଅସ୍ଥାୟୀ ଭାବରେ ସ୍ଥାନିତ ଥିଲେ <span>''  ''ତାଙ୍କ ପିତା ଙ୍କ ବନ୍ଧୁ ତଥା ଏକ କମ୍ପାନୀର ମାଲିକ  "ଚୃଷ୍ଟୋଫଫର ହୁଫ୍ଫାମ "ଚାର୍ଲ୍ସ ଙ୍କ ଧରମବାପା ଭାବରେ ଥିଲେ ଓ ପରବର୍ତୀ କାଳରେ ଡିକେନ୍ସ ତାଙ୍କ ଉପନ୍ୟାସ " Dombey and Sons"( ୧୮୪୮ ମସିହାରେ ରଚିତ ) ନାମକ ଏକ ଉପନ୍ୟାସରେ ଜାହାଜ କମ୍ପାନୀର ମାଲିକ ଭାବରେ ତାଙ୍କର ଚରିତ୍ର କୁ ହିଁ ଚିତ୍ରଣ କରିଥିବାର ବିଶ୍ଵାସ କରାଯାଇଥାଏ । </span>
 
I୧୮୧୫ ମସିହାରେ ଜନ  ଡିକେନ୍ସ ଙ୍କୁଡିକେନ୍ସଙ୍କୁ ଇଂଲଣ୍ଡରେ ସ୍ଥାପିତ କରାଗଲା ଓ ସେତେବେଳେ ଚାର୍ଲ୍ସ ଙ୍କୁଚାର୍ଲ୍ସଙ୍କୁ ୪ ବର୍ଷ ହେଇଥିଲା । ସେ ୧୧ ବର୍ଷ ହେବା ଯାଏ ସେଠାରେ ଶିର୍ନେସ ଓ କେଣ୍ଟ ଠାରେ ରହିଥିଲେ ।<ref>Charles Dickens and the Great Theatre of the World, Simon Callow, p.5</ref> ତାଙ୍କର ବାଲ୍ୟ କାଳ ଅତ୍ୟନ୍ତ ସାଧାରଣ ଥିଲା ଓ ଏକ ବୃହତ ପରିବାରରେ ଥିବା ହେତୁ ବିଶେଷ କିଛି ସ୍ଵତନ୍ତ୍ର ଯତ୍ନ ପାଇ ନଥିଲେ । .<ref>{{Harvard citation no brackets|Forster|2006|p=13}}.</ref>
 
 ବାଳକ ଚାର୍ଲ୍ସ ବେଶି ସମୟ ବାହାରେ ରହୁଥିଲେ ଓ ଜଣେ ସର୍ବଗ୍ରାସି ପାଠକ ଥିଲେ । ସେ ତାଙ୍କ ସମୟରେ ଜନପ୍ରିୟ  ଥିବା "ତୋବିଅସ ସ୍ମଲେଟ" , "ହେନେରୀ ଫିଲଡିଙ୍ଗ"  ଆଦି ଲେଖକ ଙ୍କ ଚିତ୍ରିତ ଉପନ୍ୟାସ ଓ "ରବିନସନ କୃଶୋ " ," ଗିଲ ବ୍ଳାସ " ପରି ଜନପ୍ରିୟ  ଉପନ୍ୟାସ ପଢିବା ସହ " ଆରବିଆନ ନାଇଟ" "ଏଲିଜାବେଥ ଇଞ୍ଚବାଲ୍ଡ"<ref>Simon Callow, Charles Dickens and the Great Theatre of the World, p.7</ref> ଙ୍କ ହାସ୍ୟ ଲେଖବଳି ସଂଗ୍ରହ କୁ ବାରମ୍ବାର ପଠନ କରୁଥିଲେ । ତାଙ୍କର ସ୍ମୃତି ଶକ୍ତି ପ୍ରଖର ଥିଲା ଓ ତାହା ତାଙ୍କ ପାଇଁ ପରବର୍ତୀ ଲେଖକ ଜୀବନରେ ବହୁ ଉପାଦେୟ ହେଇଥିଲା ।  ସେ ଜନସାଧାରଣ ଙ୍କ ଭିତରେ ଲକ୍ଷ୍ୟ କରୁଥିବା ଘଟଣା  ସବୁ ମନେ ରଖିପାରୁଥିଲେ ଓ ଉପନ୍ୟାସ ରଚନା ବେଳେ ସେହି ଘଟଣା ବଳି କୁ ସୁନ୍ଦର ରୂପ ଦେଇ କାଳ୍ପନିକ ଚରିତ୍ର ସବୁ<ref>{{Harvard citation no brackets|Ackroyd|1990|pp=22–24:29–30}}.</ref>ର ଚିତ୍ରଣ କରିପାରୁଥିଲେ ।ସେ କିଛି କାଳ ନୌସେନା ବିଭାଗ  ରେ ତାଙ୍କ ପିତା ଙ୍କ ସ୍ଥାନରେ ଦରମା ଅଫିସର ଭାବରେ କାର୍ଯ୍ୟ ପାଇଥିଲେ ଓ ସେହି ସମୟରେ କିଛି ବେସରକାରୀ ସ୍କୁଲ ଶିକ୍ଷ୍ୟା ହାସଲ କରିଥିଲେ ।  <ref>{{Harvard citation no brackets|Ackroyd|1990|p=41}}.</ref>
୪୦ କ ଧାଡ଼ି:
୧୮୨୭ ମେ ରୁ ୧୮୨୮ ନଭେମ୍ବର ଯାଏ ଏକ ଲ - ପ୍ରତିଷ୍ଠାନରେ କିରାଣୀ ଭାବରେ କାର୍ଯ୍ୟ କରିଥିଲେ । ସେହି ସମୟରେ ପ୍ରତ୍ୟହ ଥିଏଟର କୁ ମଞ୍ଚ ନାଟକ ଦେଖିବାକୁ ଯାଉଥିଲେ । ସେ ସେହି ସମୟରେ ଶର୍ଟ-ହାଣ୍ଡ<ref>Callow, p.34, 36</ref> ଲେଖିବା ଅଭ୍ୟାସ କରି ପରବର୍ତୀ କାଳରେ ସମ୍ପାଦକ ହିସାବରେ କାର୍ଯ୍ୟ କଳା ବେଳେ ତାହାର ପ୍ରୟୋଗ କରିଥିଲେ । ପ୍ରଥମ କାଳରେ " Doctors Commons" ନାମକ ପତ୍ରିକାରେ ବିଚାର ବିଭାଗୀୟ ରିପୋର୍ଟ ସବୁ ୪ ବର୍ଷ ପାଇଁ ଲେଖୁଥିଲେ ।  <ref>{{harvnb|Pope-Hennessy|1945|p=18}}.</ref><ref>{{harvnb|Wilson|1972|p=64}}.</ref>
 
୧୮୩୦ ମସିହାରେ "ଚାର୍ଲ୍ସ ମାରୀଆ ବିଡନେଲ" ନାମକ ଝିଅ ଙ୍କ ପ୍ରେମରେ ପଡିଥିଲେ ମଧ୍ୟ ମାରୀଆ ଙ୍କ ପରିବାର ଏହାକୁ ସ୍ବୀକୃତି ନ ଦେଇ ମାରୀଆ ଙ୍କୁମାରୀଆଙ୍କୁ ପଢିବା ପାଇଁ ପାରିସ ପଠେଇ ଦେଇଥିଲେ ଓ ଏଥିରେ ଚାର୍ଲ୍ସ ଙ୍କ ପ୍ରେମ ସମ୍ପର୍କରେ ଜବନିକା ପଡିଥିଲା । .<ref>{{harvnb|Davis|1998|p=23}}.</ref>
 
== ସମ୍ବାଦିକତା ଓ ପ୍ରାରମ୍ଭିକ ଉପନ୍ୟାସ ସବୁ ==
୪୮ କ ଧାଡ଼ି:
 
[[ଫାଇଲ:Charles_Dickens_by_Daniel_Maclise.jpg|thumb|୧୮୩୯ ମସିହାରେ ତରୁଣ ଚାର୍ଲ୍ସ ଙ୍କ ଚିତ୍ର ]]
 ୧୮୩୭ ମସିହାରେ ଡିକେନ୍ସ ଓ କାଥେରିନ ଙ୍କ ଔରସ ରୁ ପୁତ୍ର ଚାର୍ଲି ଜନ୍ମ ହେଇଥିଲା । ଡିକେନ୍ସ ଙ୍କ ପରିବାର ସେହି ସମୟରେ ତାଙ୍କ ଭାଇ ଫ୍ରେଡରିକ ଓ କାଥେରୀନ ଙ୍କ ଭଉଣୀ ମାରି ଙ୍କ ସହ ଏକାଠି ରହୁଥିଲେ । କିନ୍ତୁ ମାରି ହଠାତ ବ୍ୟାଧି ଗ୍ରସ୍ତ ହେଇ ମୃତ୍ୟୁ ବରଣ କରିବା ଘଟଣା ଚାର୍ଲ୍ସ ଙ୍କୁଚାର୍ଲ୍ସଙ୍କୁ ଗଭୀର ମାନସିକ ଆଘାତ ଦେଇଥିଲା ଓ ସେ କିଛି କାଳ ଲେଖା ବନ୍ଦ କରିଦେଇଥିଲେ । ମାରି ଙ୍କୁମାରିଙ୍କୁ ଏ ଖୁବ ସ୍ନେହ କରୁଥିଲେ ଓ ତାଙ୍କୁ ତାଙ୍କର ଏକ ଉପନ୍ୟାସରେ " Rose Maylie" ଚରିତ୍ର ଭାବରେ ଆଦରର ସହ ଚିତ୍ରଣ କରିଥିଲେ । ସେହି ସମୟରେ ତାଙ୍କର ପ୍ରସିଦ୍ଧ ଲେଖକ ଜନ  ଫୋଷ୍ଟର ଙ୍କ ସହ ବନ୍ଧୁତା ହେଇଥିଲା । ଜନ ପରେ ତାଙ୍କର ବନ୍ଧୁ , ମେନେଜର ଓ ଆତ୍ମଜୀବନୀ ରଚୟିତା ଭାବରେ ପରିଚିତ ହେଇ ନିଜେ ଜଣେ  ସ୍ବନାମଧନ୍ୟ ଲେଖକ ହେଇପାରିଥିଲେ ।  .<ref>Simon Callow, p.77, 78 'Charles Dickens and the Great Theatre of the World'</ref>
 
ଏହି ସମୟରେ ସାହିତ୍ୟ କୃତି ସବୁ  "''Nicholas Nickleby''"(୧୮୩୮-୩୯ ), "''The Old Curiosity Shop"'' (୧୮୪୧) ପ୍ରଥମ ଏଇତିହାସିକ ଉପନ୍ୟାସ " ''Barnaby Rudge: A Tale of the Riots of 'Eighty'',"  "''Master Humphrey's Clock'' " (୧୮୪୦-୪୧ ), ଧାରାବାହିକ ଭାବେ ପ୍ରକାଶ ହେଇ ପରେ ପୁସ୍ତକ ଆକାରରେ ପ୍ରକାଶିତ ହେଇଥିଲା । .<ref>{{harvnb|Schlicke|1999|p=514}}.</ref>
୯୫ କ ଧାଡ଼ି:
== ମୃତ୍ୟୁ ==
[[ଫାଇଲ:Samuel_Luke_Fildes_-_The_Empty_Chair_(The_Graphic,_1870).jpg|thumb|Samuel Luke Fildes—''The Empty Chair''. Fildes was illustrating "Edwin Drood" at the time of Charles Dickens's death. The engraving shows Dickens's empty chair in his study at Gads Hill Place. It appeared in the Christmas 1870 edition of ''The Graphic'' and thousands of prints of it were sold.<ref>{{cite web|title=Luke Fildes|url=http://www.thefamousartists.com/luke-fildes|publisher=TheFamousArtists.com}}</ref>]]
୧୮୭୦ ଜୁନ ୮ ତାରିଖରେ ସେ ସରାଦିନ କାର୍ଯ୍ୟ କଳା ପରେ ପୁଣି ହୃଦଘାତର ଶିକାର ହେଇ ତାହା ପରଦିନ ପ୍ରାଣତ୍ୟାଗ କରିଥିଲେ । ଡିକେନ୍ସ ତାଙ୍କୁ ଏକ ସାଧାରଣ କବରଖାନାରେ ନିରାଡମ୍ବର ଭାବରେ କବର ଦେବାକୁ ଆଗରୁ ଇଚ୍ଛା<ref>{{harvnb|Forster|2006|p=628}}.</ref> ପ୍ରକଟ ଟ କରିଥିଲେ ମଧ୍ୟ ତାଙ୍କୁ ଶ୍ରେଷ୍ଠ ସମ୍ମାନର ସହିତ ଇଂଲଣ୍ଡର ସମ୍ଭ୍ରାନ୍ତ ୱେଷ୍ଟମିନଷ୍ଟ ଠାରେ " Poets' Corner" ଠାରେ କବର ଦିଆଯାଇଥିଲା । ତାଙ୍କ ମୃତ୍ୟୁରେ ଇଂଲଣ୍ଡର ଦଳିତ , ଅବହେଳିତ , ନିଷ୍ପେସିତ ଲୋକ ମନେ ଜଣେ ସାହାଯ୍ୟକର୍ତା , ସହାନୁଭୂତିଶିଳ ମହାନ ବ୍ୟକ୍ତି ଙ୍କୁବ୍ୟକ୍ତିଙ୍କୁ ହରେଇଥିଲେ ।  <ref>{{harvnb|Ackroyd|1990|pp=1077–1078}}.</ref>[Charles_Dickens#cite_note-120 <span class="mw-reflink-text"><nowiki>[nb 1]</nowiki></span>]{{refn|A contemporary obituary in ''[[The Times]]'', alleged that Dickens's last words were: "Be natural my children. For the writer that is natural has fulfilled all the rules of Art." reprinted from ''[[The Times]]'', London, August 1870 in {{harvnb|Bidwell|1870|p=223}}.|group="nb"}}
 
== ସାହିତ୍ୟିକ ଶୈଳୀ ==