"ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଙ୍କୁ +ଙ୍କୁ )
ଟିକେ Bot: Automated text replacement (- ଙ୍କ +ଙ୍କ )
୨ କ ଧାଡ଼ି:
 
== ଗଙ୍ଗାଧର ମେହେର କଲେଜ ବାବଦ ରେ ==
୧୯୪୪ ମସିହାରେ ସମ୍ବଲପୁର ସହରରେ ଏହି ମହାବିଦ୍ୟାଳୟ ସମ୍ବଲପୁର କଲେଜ ନାମରେ ପ୍ରତିଷ୍ଠିତ ହେଇ ତତ୍ କାଳୀନ ଜିଲ୍ଲା ସ୍କୁଲରେ ଆରମ୍ଭ ହେଇଥିଲା । ପରେ ପଶ୍ଚିମ ଓଡ଼ିଶାର ଖ୍ୟାତନାମା କବି [[ଗଙ୍ଗାଧର ମେହେର]] ଙ୍କ ନାମାନୁସାରେ ଏହାର ନାମ ' ଗଙ୍ଗାଧର ମେହେର କଲେଜ ' ହେଲା । ଏହା ପ୍ରଥମେ ଓଡ଼ିଶାର ଏକମାତ୍ର ବିଶ୍ୱବିଦ୍ୟାଳୟ ଉତ୍କଳ ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହେଇଥିଲା । ଉଲ୍ଲେଖ ଯୋଗ୍ୟ ଯେ ଉତ୍କଳ ବିଶ୍ୱବିଦ୍ୟାଳୟ ୧୯୪୩ ମସିହାରେ ହିଁ   ସ୍ଥାପିତ ହେଇଥିଲା ।ପରେ ୧୯୬୭ ମସିହାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ଥାପିତ ହେବା ପରେ ଏହା ସେହି ବିଶ୍ୱବିଦ୍ୟାଳୟ ସହ ସ୍ଵତଃ ଅନୁବନ୍ଧିତ ହେଲା ।
  
 
୧୧ କ ଧାଡ଼ି:
 
== ଏଡମିସନ ==
ଏହାର ଯୁକ୍ତ ୨ ଓ ଯୁକ୍ତ ୩ ସ୍ତରରେ ଆଡମିସନ ଓଡ଼ିଶା ସରକାର ଙ୍କସରକାରଙ୍କ SAMS ମାଧ୍ୟମରେ ହେଉ ଥିବା ବେଳେ ସ୍ନାତକୋତ୍ତର ଶ୍ରେଣୀରେ ବିଶ୍ୱବିଦ୍ୟାଳୟର ନିଜସ୍ଵ ମାନଦଣ୍ଡ ଅନୁସାରେ ଚୟନ ହୁଏ । ଏହାର M॰ C ॰ A॰ ବିଭାଗ ପାଇଁ ଆଡମିସନ BPUT ତରଫ ରୁ ହାଉଥିବା ଜଏଣ୍ଟ ଏଣ୍ଟରାନ୍ସ ପରିକ୍ଷ୍ୟା ଜରିଆରେ ହେଇଥାଏ । <div class="reflist" style=" list-style-type: decimal;">
<references /></div>