"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଙ୍କୁ +ଙ୍କୁ )
ଟିକେ Bot: Automated text replacement (- ଙ୍କ +ଙ୍କ )
୪ କ ଧାଡ଼ି:
<ref>{{harvnb|Mazzeno|2008|p=76}}.</ref><ref>{{harvnb|Chesterton|2005|pp=100–126}}.</ref>
 
ଡିକେନ୍ସ ଙ୍କଡିକେନ୍ସଙ୍କ ଜନ୍ମ [[ଇଂଲଣ୍ଡ]]ର ପୋର୍ଟ୍ସମାଉଥ ଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ  ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳ ରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷ୍ୟା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ ଟି କାଳ୍ପନିକ ଉପନ୍ୟାସ ସହ ୫ ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷ୍ୟା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ ।
 
 ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( [http://The%20Pickwick%20Papers The Pickwick Papers] ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମ ଦ୍ଵାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀ କୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( [http://David%20Coppersfield David Coppersfield] )ରେ "ମିସ ମିକାୱର" ଙ୍କ ଚରିତ୍ର ଦୁର୍ବଳତା କୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହା ଦ୍ଵାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷ୍ୟା ମଧ୍ୟ ପାଉଥିଲେ । .<ref>{{harvnb|Hauser|1999|p=116}}.</ref>
 
ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “[http://A%20Christmas%20Carol A Christmas Carol],” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକ ଙ୍କଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “''[http://Oliver%20Twist Oliver Twist] ''“ଓ “ ''[http://Great%20Expectations Great Expectations]''” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁ କୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସ ଙ୍କଡିକେନ୍ସଙ୍କ ଉପନ୍ୟାସ “[http://A%20Tale%20of%20Two%20Cities, A Tale of Two Cities,]”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ବୀକୃତି ଦେଇଥିଲା । ଡିକେନ୍ସ ଙ୍କଡିକେନ୍ସଙ୍କ ଲେଖା ସମୂହ କୁ ବିଶ୍ଵର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ , ଜର୍ଜ ଅରୱେଲ, ଓ ଜି . କେ . ଚେଷ୍ଟାରଟନ ଲେଖା ସମୂହରେ ରହିଥିବା ମାନବୀୟ ମୂଲ୍ୟବୋଧ, ବାସ୍ତବିକତା , ହସ୍ୟରସ , ଗଦ୍ୟ ଶୈଳୀ , ଚରିତ୍ର ଚିତ୍ରଣ ଶୈଳୀ ପାଇଁ ଭୂୟସୀ ପ୍ରସଂଶା କରିଥିଲେ । ଅପର ପକ୍ଷରେ ଓସ୍କାର ୱାଇଲ୍ଡ , ହେନେରୀ ଜେମ୍ସ ଓ ଭିର୍ଜିନିଆ ଊଲ୍ଫ ତାଙ୍କର ସାହିତ୍ୟରେ ମନସ୍ତାତ୍ଵିକ ଗଭୀରତାର ଅଭାବ ଓ ହୁଗୁଳା ବିଷୟ ଲେଖୁ ଥିବାର ଅଭିଯୋଗ ମଧ୍ୟ କରିଥିଲେ । ତେବେ ତାଙ୍କର ଲେଖାର ଶୈଳୀ “ ଡିକେନ୍ସଆନ” ଶୈଳୀ ଭାବରେ ପରିଚିତ ହେଇ ଦରିଦ୍ର ସାମାଜିକ ଅବସ୍ଥା ଓ ହାସ୍ୟ- କାରୁଣ୍ୟର ପରିଚୟ ଦେଇଥିଲା । 
<ref>[http://www.oxforddictionaries.com/definition/english/Dickensian "Oxford Dictionaries&nbsp;– Dickensian"]. </ref>
 
== ପ୍ରାରମ୍ଭିକ ଜୀବନ ==
[[ଫାଇଲ:CharlesDickens_house_Portsmouth.JPG|thumb|ପୋର୍ଟମାଉଥ ଠାରେ ଥିବା ଚାର୍ଲ୍ସ ଡିକେନ୍ସ ଙ୍କଡିକେନ୍ସଙ୍କ ଜନ୍ମସ୍ଥାନ ]]
[[ଫାଇଲ:ChathamOrdnanceTerrCrop.jpg|alt=photograph|thumb|1817 ମସିହା ରୁ 1821 ମସିହା ଯାଏ ଡିକେନ୍ସ ରହୁଥିବା ଗୃହ ଚଠାମ ଠାରେ <br>
<ref>Simon Callow, Charles Dickens and the Great Theatre of the World, p.9</ref>]]
 ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ୭ ଫେବ୍ରୁଆରି ୧୮୧୨ ମସିହାରେ ପୋର୍ଟ ସୀ ଦ୍ଵିପର , ମାଇଲ ଏଣ୍ଡ ଟେରାସ ( ବର୍ତମାନ ତାହା ୩୯୩ କମରସିଆଲ ରୋଡ ) ଠାରେ ଜନ୍ ଡିକେନ୍ସ ଓ ଏଲିଜାବେଥ ଡିକେନ୍ସ ଙ୍କଡିକେନ୍ସଙ୍କ  ଆଠଟି ସନ୍ତାନ ମଧ୍ୟ ରୁ ଦ୍ଵିତୀୟ ସନ୍ତାନ ଭାବରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତା ବ୍ରିଟିଶ ନେଭିର ଜଣେ ଅଫିସର ଭାବରେ ସେଠାରେ ଅସ୍ଥାୟୀ ଭାବରେ ସ୍ଥାନିତ ଥିଲେ <span>''  ''ତାଙ୍କ ପିତା ଙ୍କପିତାଙ୍କ ବନ୍ଧୁ ତଥା ଏକ କମ୍ପାନୀର ମାଲିକ  "ଚୃଷ୍ଟୋଫଫର ହୁଫ୍ଫାମ "ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ଧରମବାପା ଭାବରେ ଥିଲେ ଓ ପରବର୍ତୀ କାଳରେ ଡିକେନ୍ସ ତାଙ୍କ ଉପନ୍ୟାସ " Dombey and Sons"( ୧୮୪୮ ମସିହାରେ ରଚିତ ) ନାମକ ଏକ ଉପନ୍ୟାସରେ ଜାହାଜ କମ୍ପାନୀର ମାଲିକ ଭାବରେ ତାଙ୍କର ଚରିତ୍ର କୁ ହିଁ ଚିତ୍ରଣ କରିଥିବାର ବିଶ୍ଵାସ କରାଯାଇଥାଏ । </span>
 
I୧୮୧୫ ମସିହାରେ ଜନ  ଡିକେନ୍ସଙ୍କୁ ଇଂଲଣ୍ଡରେ ସ୍ଥାପିତ କରାଗଲା ଓ ସେତେବେଳେ ଚାର୍ଲ୍ସଙ୍କୁ ୪ ବର୍ଷ ହେଇଥିଲା । ସେ ୧୧ ବର୍ଷ ହେବା ଯାଏ ସେଠାରେ ଶିର୍ନେସ ଓ କେଣ୍ଟ ଠାରେ ରହିଥିଲେ ।<ref>Charles Dickens and the Great Theatre of the World, Simon Callow, p.5</ref> ତାଙ୍କର ବାଲ୍ୟ କାଳ ଅତ୍ୟନ୍ତ ସାଧାରଣ ଥିଲା ଓ ଏକ ବୃହତ ପରିବାରରେ ଥିବା ହେତୁ ବିଶେଷ କିଛି ସ୍ଵତନ୍ତ୍ର ଯତ୍ନ ପାଇ ନଥିଲେ । .<ref>{{Harvard citation no brackets|Forster|2006|p=13}}.</ref>
 
 ବାଳକ ଚାର୍ଲ୍ସ ବେଶି ସମୟ ବାହାରେ ରହୁଥିଲେ ଓ ଜଣେ ସର୍ବଗ୍ରାସି ପାଠକ ଥିଲେ । ସେ ତାଙ୍କ ସମୟରେ ଜନପ୍ରିୟ  ଥିବା "ତୋବିଅସ ସ୍ମଲେଟ" , "ହେନେରୀ ଫିଲଡିଙ୍ଗ"  ଆଦି ଲେଖକ ଙ୍କଲେଖକଙ୍କ ଚିତ୍ରିତ ଉପନ୍ୟାସ ଓ "ରବିନସନ କୃଶୋ " ," ଗିଲ ବ୍ଳାସ " ପରି ଜନପ୍ରିୟ  ଉପନ୍ୟାସ ପଢିବା ସହ " ଆରବିଆନ ନାଇଟ" "ଏଲିଜାବେଥ ଇଞ୍ଚବାଲ୍ଡ"<ref>Simon Callow, Charles Dickens and the Great Theatre of the World, p.7</ref> ଙ୍କ ହାସ୍ୟ ଲେଖବଳି ସଂଗ୍ରହ କୁ ବାରମ୍ବାର ପଠନ କରୁଥିଲେ । ତାଙ୍କର ସ୍ମୃତି ଶକ୍ତି ପ୍ରଖର ଥିଲା ଓ ତାହା ତାଙ୍କ ପାଇଁ ପରବର୍ତୀ ଲେଖକ ଜୀବନରେ ବହୁ ଉପାଦେୟ ହେଇଥିଲା ।  ସେ ଜନସାଧାରଣ ଙ୍କଜନସାଧାରଣଙ୍କ ଭିତରେ ଲକ୍ଷ୍ୟ କରୁଥିବା ଘଟଣା  ସବୁ ମନେ ରଖିପାରୁଥିଲେ ଓ ଉପନ୍ୟାସ ରଚନା ବେଳେ ସେହି ଘଟଣା ବଳି କୁ ସୁନ୍ଦର ରୂପ ଦେଇ କାଳ୍ପନିକ ଚରିତ୍ର ସବୁ<ref>{{Harvard citation no brackets|Ackroyd|1990|pp=22–24:29–30}}.</ref>ର ଚିତ୍ରଣ କରିପାରୁଥିଲେ ।ସେ କିଛି କାଳ ନୌସେନା ବିଭାଗ  ରେ ତାଙ୍କ ପିତା ଙ୍କପିତାଙ୍କ ସ୍ଥାନରେ ଦରମା ଅଫିସର ଭାବରେ କାର୍ଯ୍ୟ ପାଇଥିଲେ ଓ ସେହି ସମୟରେ କିଛି ବେସରକାରୀ ସ୍କୁଲ ଶିକ୍ଷ୍ୟା ହାସଲ କରିଥିଲେ ।  <ref>{{Harvard citation no brackets|Ackroyd|1990|p=41}}.</ref>
[[ଫାଇଲ:Dickens-at-the-Blacking-Warehouse.jpg|alt=drawing|ବାଆଁ|thumb|୧୮୯୨ ମସିହାରେ ପ୍ରକାଶ ପାଇଥିବା ଚାର୍ଲ୍ସ ଡିକେନ୍ସ ଙ୍କଡିକେନ୍ସଙ୍କ ଜୀବନୀ ଉପରେ ଫୋର୍ସ୍ତର ଲେଖିଥିବା ପୁସ୍ତକ ([http://Life%20of%20Dickens Life of Dickens])  ଏକ ଚିତ୍ରରେ ଜୋତା କାରଖାନାରେ କାମ କରୁଥିବାର ଏକ ଅଙ୍କିତ  ଚିତ୍ର  <br>
<ref>{{Harvard citation no brackets|Schlicke|1999|p=158}}.</ref>]]
 ୧୮୨୨ ମସିହା ବେଳକୁ ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ପରିବାର ଲଣ୍ଡନ ଫେରି ଆସିଲେ ଓ ତାଙ୍କ ପିତା ସେତେବେଳେ ବହୁତ ରୁଣ ଗ୍ରସ୍ତ ହେଇ ସାରିଥିଲେ ।ତାଙ୍କ ଋଣଦାତା ମାନେ କୋର୍ଟରେ ମକଦମା କରିବାରୁ ତାଙ୍କୁ ସେଥିପାଇଁ ପରିବାରସହ ସେହି ସମୟର ପ୍ରଥା ଅନୁସାରେ ମର୍ଶଲ ସୀ ( marshaalsea) ଜେଲରେ ରହିବାକୁ ହେଲା । କେବଳ ଚାର୍ଲ୍ସ ଏଲିଜାବେଥ ରୟଲାନ୍ସ ନାମିକା ଜଣେ ପାରିବାରିକ ବନ୍ଧୁ ଙ୍କବନ୍ଧୁଙ୍କ ସହ ରହିବାକୁ ହେଲା । ଏଲିଜାବେଥ ବୟସ୍କା ଦରିଦ୍ର ମହିଳା ଥିଲେ ମଧ୍ୟ ଚାର୍ଲ୍ସ ତାଙ୍କ ଠାରୁ ଖୁବ ସ୍ନେହ ଆଦର ପାଇଥିଲେ ଓ ତାଙ୍କ ଚରିତ୍ର ତାଙ୍କ ଉପନ୍ୟାସ " Dombey and Sons " ଉପନ୍ୟାସରେ ଜଣେ ଆଦରଣୀୟା ମହିଳା " ମିସେସ ପିପଚିନ " ଭାବରେ ଚିତ୍ରିତ କରି ଥିଲେ । ତାହା ପରେ ସେ କିଛି କାଳ ଜଣେ ବୟସ୍କ ଏଜେଣ୍ଟ " ଆର୍ଚିବାଲ୍ଡ ରସେଲ " ଙ୍କ ଗୃହରେ ରହିଥିଲେ । ତାଙ୍କୁ ଡିକେନ୍ସ " ଜଣେ ଖୁସ ମିଜାଜ , ଦୟାଳୁ ଭଦ୍ରବ୍ୟକ୍ତି " ଭାବରେ ତାଙ୍କ ଜୀବନୀରେ ଉଲ୍ଲେଖ କରିଥିଲେ ଓ ସେ ହିଁ ଡିକେନ୍ସ ଙ୍କଡିକେନ୍ସଙ୍କ "  The Old Curiosity Shop." ଉପନ୍ୟାସ ରଚନା ମୂଳର ପ୍ରେରଣା ଥିଲେ । 
<ref>{{Harvard citation no brackets|Ackroyd|1990|p=76}}.</ref>
 
ନିଜ ଜେଲ ଗ୍ରସ୍ତ ପରିବାର ପାଇଁ ଅର୍ଥ ଅର୍ଜନ ପାଇଁ ସେ ସ୍କୁଲ ଛାଡି ଏକ ଜୋତା ରଙ୍ଗ କାରଖାନାରେ ସାମାନ୍ୟ ମଜୁରିରେ ଦୈନିକ ୧୦- ଘଣ୍ଟା କାମ କରୁଥିଲେ । ଏହି କଠିନ ସମୟର ସ୍ମୃତି ଓ ଅନୁଭୂତି ତାଙ୍କ ଉପନ୍ୟାସ ମାନଙ୍କରେ ପ୍ରତିଫଳିତ ହେଇଥିଲା । ସେହି ସମୟରେ ଅଳ୍ପ ବୟସର ଦରିଦ୍ର ବାଳକ ମାନଙ୍କୁ କିପରି ଶୋଷଣ କରାଯାଉଥିଲା ତାହା ଡିକେନ୍ସ ଙ୍କଡିକେନ୍ସଙ୍କ ନିଜେ ଅଙ୍ଗେ ନିଭେଇଥିବା କଥା ହେଇଥିବାରୁ ପରବର୍ତୀ ଜୀବନରେ ତାଙ୍କ ଉପନ୍ୟାସ ମାନଙ୍କୁ ସେହି ଦରିଦ୍ର , ଅର୍ଦ୍ଧ -ପାଠୁଆ ବାଳକ ଚରିତ୍ର କୁ ସେ ଖୁବ ଜୀବନ୍ତ ଭାବରେ ଫୁଟେଇଥିଲେ ଓ ନିଜେ ସେମାନକ ଜୀବନର ଉନ୍ନତି ପାଇଁ ଅନେକ ସାମାଜିକ ସେବା କରିଥିଲେ । ( The Life of Charles Dickens):
[[ଫାଇଲ:Courtyard_of_the_former_Marshalsea_prison,_1897_(2).png|thumb|୧୮୯୭ ମସିହାରେ ମାର୍ଶାଲସି ଜୈଲ , ବନ୍ଦ ହେବା ପରେ ]]
କିଛି ମାସ ଜେଲରେ ରହିବା ପରେ ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ପିତାମହୀ ଏଲିଜାବେଥ ଡିକେନ୍ସ ଙ୍କଡିକେନ୍ସଙ୍କ ପରଲୋକ ଘଟିଲା ଓ ତାଙ୍କର ଦାୟାଦ ଭାବରେ ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ବାପା ତାଙ୍କ ସମ୍ପତ୍ତି ଉତ୍ତରାଧିକାରୀ ଭାବରେ ପାଇ ରୁଣ ସୁଝି ଜେଲ ରୁ ମୁକ୍ତ ହେଲେ ।ଓ ତାଙ୍କ ପରିବାର ମିସେସ ରୋଏଲେନ୍ସ ଙ୍କରୋଏଲେନ୍ସଙ୍କ ବାସ ଭବନ କୁ ଚାଲିଗଲେ । <ref>{{Harvard citation no brackets|Schlicke|1999|p=157}}.</ref> ତେବେ ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ମାତା ତାଙ୍କୁ ଜୋତା କାରଖାନା ଚାକିରି ନ ଛାଡିବାକୁ ସେଇଠି ରହିଯିବାକୁ କହିଥିଲେ । ତାଙ୍କ ମାତା ଙ୍କମାତାଙ୍କ ଏପରି ପକ୍ଷ୍ୟପାତ ମୂଳକ ବ୍ୟବହାର ବ୍ୟବହାର ବାଳକ ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ମନରେ ଗଭୀର ଆଘାତ ଦେଇଥିଲା । ପରବର୍ତୀ କାଳରେ ତାଙ୍କର ଉପନ୍ୟାସରେ ସମାଜରେ ଥିବା ସେହିପରି ମହିଳା ଙ୍କମହିଳାଙ୍କ ଚିତ୍ରଣ ସେ ନିଖୁଣ ଭାବରେ କରିଥିଲେ । ଓ ତାଙ୍କର ମହିଳା ଙ୍କମହିଳାଙ୍କ ପ୍ରତି ଆଭିମୁଖ୍ୟରେ କିଛିଟା ବିତୃଷ୍ଣା ତାଙ୍କ ଲେଖାରେ ପ୍ରତିଫଳିତ ହେଇଥିଲା ।<ref>{{harvnb|Wilson|1972|p=58}}.</ref> 
 
 
୩୬ କ ଧାଡ଼ି:
 "I had no advice, no counsel, no encouragement, no consolation, no assistance, no support, of any kind, from anyone, that I can call to mind, as I hope to go to heaven!"
 
ପରିଶେଷରେ ୧୮୨୭ ମସିହାରେ ଡିକେନ୍ସ ୱେଲିଂଟନ ଏକାଡେମୀ ନାମକ ସ୍କୁଲରେ ଦୁଇବର୍ଷ ପଢିଥିଲେ ।ମାତ୍ର ତାହା ଏକ ଅତ୍ୟନ୍ତ ନିମ୍ମ ମନର ସ୍କୁଲ ଥିଲା । ସେଠାରେ ହେଡ ମାଷ୍ଟର ପିଲା ମାନଙ୍କୁ ବଡ ନିର୍ଦୟ ଭାବରେ ବ୍ୟବହାର  କରୁଥିଲେ ।ତାଙ୍କ ଚରିତ୍ର କୁ ଡିକେନ୍ସ ପରେ  "David Copperfield " ଉପନ୍ୟାସରେ "ମିଷ୍ଟର କ୍ରୀକୀଳ" ଙ୍କ ସ୍କୁଲ ଶିକ୍ଷକ ଭାବରେ ଚିତ୍ରଣ କରିଥିଲେ ।  <ref name="Wilson61">{{harvnb|Wilson|1972|p=61}}.</ref>
 
୧୮୨୭ ମେ ରୁ ୧୮୨୮ ନଭେମ୍ବର ଯାଏ ଏକ ଲ - ପ୍ରତିଷ୍ଠାନରେ କିରାଣୀ ଭାବରେ କାର୍ଯ୍ୟ କରିଥିଲେ । ସେହି ସମୟରେ ପ୍ରତ୍ୟହ ଥିଏଟର କୁ ମଞ୍ଚ ନାଟକ ଦେଖିବାକୁ ଯାଉଥିଲେ । ସେ ସେହି ସମୟରେ ଶର୍ଟ-ହାଣ୍ଡ<ref>Callow, p.34, 36</ref> ଲେଖିବା ଅଭ୍ୟାସ କରି ପରବର୍ତୀ କାଳରେ ସମ୍ପାଦକ ହିସାବରେ କାର୍ଯ୍ୟ କଳା ବେଳେ ତାହାର ପ୍ରୟୋଗ କରିଥିଲେ । ପ୍ରଥମ କାଳରେ " Doctors Commons" ନାମକ ପତ୍ରିକାରେ ବିଚାର ବିଭାଗୀୟ ରିପୋର୍ଟ ସବୁ ୪ ବର୍ଷ ପାଇଁ ଲେଖୁଥିଲେ ।  <ref>{{harvnb|Pope-Hennessy|1945|p=18}}.</ref><ref>{{harvnb|Wilson|1972|p=64}}.</ref>
 
୧୮୩୦ ମସିହାରେ "ଚାର୍ଲ୍ସ ମାରୀଆ ବିଡନେଲ" ନାମକ ଝିଅ ଙ୍କଝିଅଙ୍କ ପ୍ରେମରେ ପଡିଥିଲେ ମଧ୍ୟ ମାରୀଆ ଙ୍କମାରୀଆଙ୍କ ପରିବାର ଏହାକୁ ସ୍ବୀକୃତି ନ ଦେଇ ମାରୀଆଙ୍କୁ ପଢିବା ପାଇଁ ପାରିସ ପଠେଇ ଦେଇଥିଲେ ଓ ଏଥିରେ ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ପ୍ରେମ ସମ୍ପର୍କରେ ଜବନିକା ପଡିଥିଲା । .<ref>{{harvnb|Davis|1998|p=23}}.</ref>
 
== ସମ୍ବାଦିକତା ଓ ପ୍ରାରମ୍ଭିକ ଉପନ୍ୟାସ ସବୁ ==
 ୧୮୩୨ ମସିହାରେ ମାତ୍ର ୨୦ ବର୍ଷ ବୟସ୍କ ଚାର୍ଲ୍ସ ଜୀବନର ଅନୁଭୂତିରେ ସମ୍ବରୁଧ ହେଇ ସାରିଥିଲେ । ଦିଗହରା ଅନୁଭବ କରୁଥ୍ଯିଲେ ମଧ୍ୟ ସେ ଉଚ୍ଛାଭିଲାଶ ରଖିଥିଲେ । ସେ ଥିଏଟରରେ ପ୍ରବେଶ କରି ସେଠାରେ ମିମିକ୍ରୀ ବା ଅନନ୍ୟ ଚରିତ୍ର ମାନଙ୍କ ହାସ୍ୟାଭିନୟର ନକଲ ପ୍ରଦର୍ଶନ କଲେ ।ତାହା ପରେ ସେ ଲେଖକ ହିସାବରେ ତାଙ୍କର ଅଧ୍ୟାୟ ଆରମ୍ଭ କରିଥିଲେ । ୧୯୩୩ ମସିହାରେ ସେ ତାଙ୍କର ପ୍ରଥମ ଗଳ୍ପ " "A Dinner at Poplar Walk",ଲଣ୍ଡନର ପତ୍ରିକା "Monthly Magazine" କୁ ପ୍ରେରଣା କଲେ । ଏହା ପରେ ତାଙ୍କର ମାମୁଁ ତାଙ୍କୁ   The "Mirror of Parliament " ନାମକ ବ୍ରିଟିଶ ପାର୍ଲାମେଣ୍ଟର ଜର୍ନାଲରେରେ ରିପୋର୍ଟର ଭାବରେ କାର୍ଯ୍ୟ ନିଯୁକ୍ତ କଲେ ।ଏଥିରେ ସେ ପାର୍ଲିଆମେଣ୍ଟର ବିତର୍କର ବିବରଣୀ ପ୍ରକାଶ କରୁଥିଲେ । ଏହି ସମୟ କାଳ ମଧ୍ୟରେ ସେ ତାଙ୍କର ପ୍ରଥମ ପ୍ରବନ୍ଧ ସଂଗ୍ରହ " : Sketches by Boz" ପ୍ରକାଶ କରିଥିଲେ । ଏଥିରେ ନିଜ କଲମ-ନାମ "Boz" ଭାବରେ ଉଲ୍ଲେଖ କରୁଥିଲେ । ୧୯୩୫ ମସିହାରେ ସେ ପ୍ରସିଦ୍ଧ ସମ୍ପାଦକ ହୋଗର୍ଥ ଙ୍କହୋଗର୍ଥଙ୍କ ସଂଶର୍ଷରେ ଆସି ତାଙ୍କ ପ୍ରକାଶିତ "Morning Chronicle"ରେ ଲେଖା ମନ ଦେବା ସହ ତାଙ୍କ ପରିବାରର ନିକଟତର ହେଇଥିଲେ ଓ ହୋଗର୍ଥ ଙ୍କହୋଗର୍ଥଙ୍କ ସାନ ଝିଅ କାଥେରିନ ଙ୍କକାଥେରିନଙ୍କ ସହ ନିବିଡତା ସୃଷ୍ଟି କରିଥିଲେ ।ସେ ତାଙ୍କୁ ୧୮୩୬ ମସିହାରେ ବିବାହ କରିଥିଲେ । <ref>{{harvnb|Ackroyd|1990|pp=201, 278–279}}.</ref> .<ref>Callow p.54</ref>
[[ଫାଇଲ:Catherine_Dickens.jpg|ବାଆଁ|thumb|କାଠେରିନ ହୋଗର୍ଥ ଡିକେନ୍ସ , ୧୮୩୮ର ଅଙ୍କିତ ଚିତ୍ର ରେ ]]
 ଏହା ପରେ ତାଙ୍କର ଧାରାବାହିକ ଲେଖା "  The Pickwick Papers" ବହୁଳ ଭାବରେ ଆଦୃତ ହେବାରେ ଲାଗିଲା । ଅଙ୍କିତ ଚିତ୍ର ସହ ପ୍ରକାଶିତ ହଉଥିବା ଏହି ଧାରାବାହିକ ଯୋଗୁଁ ମେଗାଜିନର ବିକ୍ରୟ କ୍ରମଶଃ ୪୦,୦୦୦ ରୁ ଅଧିକ ହେଇଯାଇଥିଲା ଓ ପତ୍ରିକାର ଜନପ୍ରିୟତା ଏଥିଯୋଗୁ ବହୁଳ ଭାବରେ ବର୍ଦ୍ଧନ ହେଇଥିଲା <ref>Simon Callow, Charles Dickens and the Great theatre of the World, p.60</ref>। ୧୮୩୬ ମସିହାରେ ଡିକେନ୍ସ "Bentley's Miscellany" ନାମକ ପତ୍ରିକାର ସମ୍ପାଦକ ପଦ ଗ୍ରହଣ କରି ପରବର୍ତୀ ୩ ବର୍ଷ ଏଥିରେ ଧାରାବାହିକ ପ୍ରକାଶନ କରିଥିଲେ । ଏହା ସହ ସେ " Oliver Twist " କୁ ଧାରାବାହିକ ଭାବରେ ଆରମ୍ଭ କରିଥିଲେ । ଏକ ବାଳକର କାହାଣୀ କୁ ନେଇ ଉପନ୍ୟାସ ଭାବରେ ଏହା ଭିକ୍ଟୋରିଆ ଯୁଗର ପ୍ରଥମ ଉପନ୍ୟାସ ଥିଲା ।<ref name="Smiley12ff">{{harvnb|Smiley|2002|pp=12–14}}.</ref> 
 
[[ଫାଇଲ:Charles_Dickens_by_Daniel_Maclise.jpg|thumb|୧୮୩୯ ମସିହାରେ ତରୁଣ ଚାର୍ଲ୍ସ ଙ୍କଚାର୍ଲ୍ସଙ୍କ ଚିତ୍ର ]]
 ୧୮୩୭ ମସିହାରେ ଡିକେନ୍ସ ଓ କାଥେରିନ ଙ୍କକାଥେରିନଙ୍କ ଔରସ ରୁ ପୁତ୍ର ଚାର୍ଲି ଜନ୍ମ ହେଇଥିଲା । ଡିକେନ୍ସ ଙ୍କଡିକେନ୍ସଙ୍କ ପରିବାର ସେହି ସମୟରେ ତାଙ୍କ ଭାଇ ଫ୍ରେଡରିକ ଓ କାଥେରୀନ ଙ୍କକାଥେରୀନଙ୍କ ଭଉଣୀ ମାରି ଙ୍କମାରିଙ୍କ ସହ ଏକାଠି ରହୁଥିଲେ । କିନ୍ତୁ ମାରି ହଠାତ ବ୍ୟାଧି ଗ୍ରସ୍ତ ହେଇ ମୃତ୍ୟୁ ବରଣ କରିବା ଘଟଣା ଚାର୍ଲ୍ସଙ୍କୁ ଗଭୀର ମାନସିକ ଆଘାତ ଦେଇଥିଲା ଓ ସେ କିଛି କାଳ ଲେଖା ବନ୍ଦ କରିଦେଇଥିଲେ । ମାରିଙ୍କୁ ଏ ଖୁବ ସ୍ନେହ କରୁଥିଲେ ଓ ତାଙ୍କୁ ତାଙ୍କର ଏକ ଉପନ୍ୟାସରେ " Rose Maylie" ଚରିତ୍ର ଭାବରେ ଆଦରର ସହ ଚିତ୍ରଣ କରିଥିଲେ । ସେହି ସମୟରେ ତାଙ୍କର ପ୍ରସିଦ୍ଧ ଲେଖକ ଜନ  ଫୋଷ୍ଟର ଙ୍କଫୋଷ୍ଟରଙ୍କ ସହ ବନ୍ଧୁତା ହେଇଥିଲା । ଜନ ପରେ ତାଙ୍କର ବନ୍ଧୁ , ମେନେଜର ଓ ଆତ୍ମଜୀବନୀ ରଚୟିତା ଭାବରେ ପରିଚିତ ହେଇ ନିଜେ ଜଣେ  ସ୍ବନାମଧନ୍ୟ ଲେଖକ ହେଇପାରିଥିଲେ ।  .<ref>Simon Callow, p.77, 78 'Charles Dickens and the Great Theatre of the World'</ref>
 
ଏହି ସମୟରେ ସାହିତ୍ୟ କୃତି ସବୁ  "''Nicholas Nickleby''"(୧୮୩୮-୩୯ ), "''The Old Curiosity Shop"'' (୧୮୪୧) ପ୍ରଥମ ଏଇତିହାସିକ ଉପନ୍ୟାସ " ''Barnaby Rudge: A Tale of the Riots of 'Eighty'',"  "''Master Humphrey's Clock'' " (୧୮୪୦-୪୧ ), ଧାରାବାହିକ ଭାବେ ପ୍ରକାଶ ହେଇ ପରେ ପୁସ୍ତକ ଆକାରରେ ପ୍ରକାଶିତ ହେଇଥିଲା । .<ref>{{harvnb|Schlicke|1999|p=514}}.</ref>
୫୫ କ ଧାଡ଼ି:
 
== ପ୍ରଥମ ଆମେରିକା ଭ୍ରମଣ ==
 ୧୮୪୨ ମସିହାରେ ସେ ସପତ୍ନୀକ ଆମେରିକା ଯାତ୍ରା କରିଥିଲେ <ref>Simon Callow, Charles Dickens and the Great Theatre of the World, p 98</ref>। ସେହି ସମୟରେ କାଥେରୀନ ଙ୍କକାଥେରୀନଙ୍କ ଭଗିନୀ ଜର୍ଜିନା <ref>{{harvnb|Jones|2004|p=7}}</ref>ତାଙ୍କର ପରିବାରର ଦେଖଣା କାର୍ଯ୍ୟ କରିଥିଲେ ଓ ସେ ୧୮୭୦ ମସିହାରେ ଡିକେନ୍ସ ଙ୍କଡିକେନ୍ସଙ୍କ ମୃତ୍ୟୁ ଯାଏ ପରିବାର ସହ ରହିଥିଲେ । ତାଙ୍କ ଚରିତ୍ର ଚିତ୍ରଣ ଡିକେନ୍ସ ତାଙ୍କ  "Agnes Wickfield" ଚରିତ୍ରରେ ଚିତ୍ରଣ କରିଥିଲେ । .<ref>{{harvnb|Ackroyed|1990|pgs.=225-229}}</ref>
[[ଫାଇଲ:Charles_Dickens_sketch_1842.jpg|ବାଆଁ|thumb|Sketch of Dickens in 1842 during American Tour. Sketch of Dickens's sister Fanny, bottom left]]
 ଡିଏନ୍ସ ତାଙ୍କର ଆମେରିକା ଭ୍ରମଣର ଅନୁଭୂତି ସବୁ କୁ "  American Notes for General Circulation " ନାମକ ଭ୍ରମଣ ପୁସ୍ତକରେ ଲିପିବଦ୍ଧ କରିଛନ୍ତି । ସେଥିରେ ସେ ଆମେରିକାରେ ଥିବା କୃଷ୍ଣକାୟ ମାନଙ୍କୁ କ୍ରୀତଦାସ<ref>{{harvnb|Moore|2004|pp=44–45}}</ref> ଭାବରେ ରଖିବା ପ୍ରଥା କୁ ଗଭୀର ସମାଲୋଚନା କରିଥିଲେ । କିନ୍ତୁ ଆମେରିକାର କେତେକ ସମାଲୋଚକ ତାଙ୍କୁ ବର୍ଣ ବିଦ୍ବେଷବାଦୀ ବୋଲି ମଧ୍ୟ ଆଖ୍ୟା ଦେଇଥିଲେ । ସେ ନିଉୟର୍କ ସହରରେ ମାସେ କାଳ ଅବସ୍ଥାନ କରିଥିଲେ । ସେହି ସମୟରେ ସେ ବ୍ୟାପକ ଭାବରେ ବକୃତା ମାନ ଦେଇଥିଲେ ଆମେରିକାରେ ତାଙ୍କର ଲେଖା ଗୁଡିକର ସତ୍ଵବାଦୀ ଅଧିକାର<ref>{{harvnb|Tomalin|2011|pp=128–132}}.</ref><ref>{{harvnb|Ackroyd|1990|pp=345–346}}.</ref><ref>{{harvnb|Tomalin|2011|p=127}}.</ref>ର ଉଲ୍ଲଘନ ହେଇଥିବାର ଅଭିଯୋଗ କରିଥିଲେ । ତେବେ ଆମେରିକାନ ସାମ୍ବାଦିକ ମନେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ । ତଥାପି ସେ ଆମେରିକାରେ ତାଙ୍କର ଉତ୍କୃଷ୍ଟ ଲେଖା ପାଇଁ ବହୁଳ ପ୍ରଶଂଷିତ ହେଇଥିଲେ । 
୬୬ କ ଧାଡ଼ି:
 
== ଦାତବ୍ୟତା ==
୧୮୪୬ ମସିହାରେ ଡିକେନ୍ସ ଆଙ୍ଗେଲା ବରଦେତ୍  କଉତ୍ ନାମକ ଜଣେ ଧନିକ ମହିଳା ଙ୍କମହିଳାଙ୍କ ଆର୍ଥିକ ସହାୟତାରେ ଇଂଲଣ୍ଡର ଦରିଦ୍ର ଓ ଅସହାୟ ବସ୍ତାରେ ଥିବା ପତିତା ମହିଳା ଙ୍କମହିଳାଙ୍କ ପୁନର୍ବାସ ବ୍ୟବସ୍ଥା ପାଇଁ  " Urinaa Cottege " ନାମକ ଏକ ଅବାସ ସ୍ଥାପନ କରି ତାହାକୁ ୧୦ ବର୍ଷ <ref>{{harvnb|Nayder|2011|p=148}}.</ref>କାଳ ନୀତି ନିର୍ଧାରଣ , ଆବାସୀ ଚୟନ କାର୍ଯ୍ୟ ସହ ପରିଚାଳନା କରିଥିଲେ ।<ref>{{harvnb|Ackroyd|1990|pp=249; 530–538; 549–550; 575}}</ref> ଏଥିରେ ସେ ସେହି ପତିତା ମହିଳା ମାନକୁ ସମାଜରେ ପୁନର-ସଂସ୍ଥାପନା ପାଇଁ ଶିକ୍ଷା ଦାନର ମଧ୍ୟ ବ୍ୟବସ୍ଥା ରଖିଥିଲେ । ତାଙ୍କ ସମୟ କାଳ ମଧ୍ୟରେ ସେଠାରୁ ପ୍ରାୟ ୧୦୦ ଜଣ ମହିଳା ଗ୍ରାଜୁଏଟ ହେଇ ପାରିଥିଲେ । <ref>{{harvnb|Hartley|2009|pp=?}}</ref>
 
== ଧାର୍ମିକ ଦୃଷ୍ଟିକୋଣ ==
ସାଙ୍ଗଠନିକ ଧର୍ମ ପାଇଁ ଡିକେନ୍ସ ଙ୍କଡିକେନ୍ସଙ୍କ ସୃହା ନ ଥିଲା । ବାଧ୍ୟ ବଧକତାରେ ଲୋକଙ୍କୁ ରବିବାର ଦିନ ଚର୍ଚ ଭିତରେ ରଖିବା ପରମ୍ପରାର ସେ ବିରୋଧୀ ଥିଲେ ଓ ନିଜେ ରବିବାର ଦିନ ଚର୍ଚ ସଭା କୁ ଯାଉନଥିଲେ ।<ref>Simon Callow, ''Charles Dickens and the Great Theatre of the World'' p.63 [http://www2.hn.psu.edu/faculty/jmanis/dickens/sun_3hea.pdf sunday under three heads] {{webarchive|url=https://web.archive.org/web/20140925203511/http://www2.hn.psu.edu/faculty/jmanis/dickens/sun_3hea.pdf|date=25 September 2014}}</ref> କିନ୍ତୁ ତାଙ୍କର ଖ୍ରୀଷ୍ଟ ଙ୍କ<ref>Simon Callow, 'Charles Dickens'. p.159</ref> ପ୍ରତି ଅଗାଢ ଭକ୍ତି ରହିଥିଲା । ସେ ନିଜକୁ ନୈଷ୍ଠିକ ଖ୍ରୀଷ୍ଟିୟାନ<ref>Gary Colledge (2012), ''God and Charles Dickens: Recovering the Christian Voice of a Classic Author'', p. 24.</ref><ref>{{cite web|last1=Rost|first1=Stephen|title=The Faith Behind the Famous: Charles Dickens|url=http://www.christianitytoday.com/history/issues/issue-27/faith-behind-famous-charles-dickens.html|website=Christian History|publisher=Christianity Today|accessdate=20 December 2016}}</ref> ବୋଲି କହୁଥିଲେ ।ସେ " The Life of Our Lord (୧୮୪୯) " ନାମକ ଏକ ଧର୍ମ ସମ୍ବନ୍ଧିତ ପୁସ୍ତକ ମଧ୍ୟ ରଚନା କରିଥିଲେ । <ref>Stephen Skelton, [https://www.cbn.com/spirituallife/churchandministry/Skelton_Christmas_Carol_A.aspx Reclaiming 'A Christmas Carol']. </ref><ref>[http://www.chucknorris.com/Christian/Christian/ebooks/dickens_life.pdf The Life Of Our Lord]</ref>  <ref>Simon Callow, ''Charles Dickens and the Great Theatre of the World'' p.63 [http://www2.hn.psu.edu/faculty/jmanis/dickens/sun_3hea.pdf sunday under three heads] {{webarchive|url=https://web.archive.org/web/20140925203511/http://www2.hn.psu.edu/faculty/jmanis/dickens/sun_3hea.pdf|date=25 September 2014}}</ref>
 
 
୭୯ କ ଧାଡ଼ି:
 
[[ଫାଇଲ:Ellen_Ternan.jpeg|ଡାହାଣ|thumb|୧୮୫୮ ମସିହା ଅଙ୍କିତ ଚିତ୍ରରେ ଏଲେନ ତେରନାନ ]]
୧୮୫୭ ମସିହାରେ ଡିକେନ୍ସ ପେଶଗତ ଅଭିନେତ୍ରୀ ଆଣି ତାଙ୍କ ରଚିତ " The Frozen   Deep "ର ମଞ୍ଚସ୍ଥ କରେଇଥିଲେ । ସେହି ନାଟକର ଅଭିନେତ୍ରୀ "ଏଲେନ ତେରନାନ" ଙ୍କ ସହ ତାଙ୍କର ପ୍ରେମ ସମ୍ବନ୍ଧ ମଧ୍ୟ ସ୍ଥାପିତ ହେଇଥିଲା ଓ ଏହା ତାଙ୍କ ଜୀବନର ଶେଷ କାଳ ଯାଏ ଗୋପନୀୟ ଭାବରେ ରହିଥିଲା । ତେବେ ଏହା ଜାଣି ତାଙ୍କର ପତ୍ନୀ ତାଙ୍କୁ ଛାଡପତ୍ର ଦେଇଥିଲେ ଓ ନିଜେ ଜଣେ ସନ୍ତାନ କୁ ନେଇ ଭିନ୍ନ ହେଇ ରହିଥିଲେ ।ଡିକେନ୍ସ ଙ୍କ।ଡିକେନ୍ସଙ୍କ ଅନନ୍ୟ ସନ୍ତାନ ମାନେ ଜର୍ନିନା ଙ୍କଜର୍ନିନାଙ୍କ ଦେଖାରେଖାରେ ରହିଲେ ।  <ref name="Smith10ff">{{harvnb|Smith|2001|pp=10–11}}.</ref>
[[ଫାଇଲ:Dickens_by_Watkins_1858.png|ବାଆଁ|thumb|୧୮୫୮ରେ ଡିକେନ୍ସ ]]
<span>ତାଙ୍କର ପରବର୍ତୀ କାର୍ଯ୍ୟ ସବୁ "A Tale of Two Cities"</span> (୧୮୫୯ ) and "''Great Expectations"'' (୧୮୬୧ ),ଅତ୍ୟନ୍ତ ସଫଳତା ପ୍ରାପ୍ତ ହେଇଥିଲା ଓ ସେ ଦୁଇଟି ଜର୍ନାଲ " ''Household Words'' "ଓ " ''All the Year Round"ମୁଖ୍ୟ ଲେଖକ ଥିଲେ । ''.<ref>{{harvnb|Ackroyd|1990|pp=589–95; 848–852}}.</ref>
୯୧ କ ଧାଡ଼ି:
 
== ବିଦାୟକାଳୀନ ବକୃତା ==
<span>୧୮୬୮-୬୯ ବେଳକୁ ଡିକେନ୍ସ ଙ୍କଡିକେନ୍ସଙ୍କ ଶ୍ଵାସ୍ୟ ଅବସ୍ଥା ଖରାପ ଆଡକୁ ଯାଇଥିଲା । ସେ ହୃଦଘାତରେ ମଧ୍ୟ ପଡିଥିଲେ । ତେବେ ସେ ସେହି ସମୟ ମଧ୍ୟରେ ପରି ୧୦୦ ଟି ବକୃତା ବିଭିନ୍ନ ସ୍ଥାନରେ ଦେଇଥିଲେ ଯାହାକୁ " farewell readings" ବା " ବିଦାୟକାଳୀନ ବକୃତା ମାଳ " କୁହାଯାଇଥାଏ । ଏହି ସମୟରେ ସେ ତାଙ୍କର ଶେଷ ଉପନ୍ୟାସ  " The Mystery of Edwin Drood." ରଚନା କରିଥିଲେ । ଏହା ସାଂପ୍ରତିକ ସମୟରେ ଇଂଲଣ୍ଡରେ ଭୟଙ୍କର ରୂପ ନେଇଥିବା " ନିଶା " ପ୍ରଚଳନ ଉପରେ ପର୍ଜ୍ୟବେଶିତ ଥିଲା । </span>.<ref>{{harvnb|Foxcroft|2007|p=53}}.</ref>
 
== ମୃତ୍ୟୁ ==
୧୦୨ କ ଧାଡ଼ି:
 
=== ଚରିତ୍ର ଚିତ୍ରଣ ===
ଡିକେନ୍ସ ଙ୍କଡିକେନ୍ସଙ୍କ ଅନ୍ୟ ଜଣେ ଆତ୍ମଜୀବନିକାର "କ୍ଲାୟରେ ତୋମାଳୀନ" ଙ୍କ ଅନୁସାରେ ଡିକେନ୍ସ ସେକସପିଆର ଙ୍କସେକସପିଆରଙ୍କ ପରେ ଇଂରାଜୀ ଭାଷା ସାହିତ୍ୟ ସବଶ୍ରେଷ୍ଠ ଚରିତ୍ର ସୃଷ୍ଟିକାରୀ ଥିଲେ । ତାଙ୍କ ଉପନ୍ୟାସରେ ଚରିତ୍ରା ଗୁଡିକର ନାମକରଣ ( ଓଲିଭର ଟୁଇସ୍ଟ , ଡେଭିଡ କପରଫିଳ୍ଡ , ଜକବ ମାର୍ଲେ , ପିପ, ମିକାୱର ଆଦି )  ମଧ୍ୟ ସେ ଅତି ସୁନ୍ଦର ଗ୍ରହଣୀୟ ହେବା ପରି ଦେଇଥିଲେ । ସେମଧ୍ୟ ରୁ କେତେକ ବହୁ ଆଦୃତ ନାମ ହିସାବରେ ଲୋକେ ସବୁଦିନେ ମନେ ରଖିଥାନ୍ତି । 
 
=== ଆତ୍ମଜୀବନୀ ମୂଳକ ଚରିତ୍ର ===
[[ଫାଇଲ:David_Copperfield,_We_are_disturbed_in_our_cookery.jpg|ଡାହାଣ|thumb|An original illustration by Phiz from the novel "David Copperfield", widely regarded as Dickens's most autobiographical work]]
 ତାଙ୍କର ସବୁ ଚରିତ୍ରର ଆଧାର ବାସ୍ତବ ଜୀବନ ରୁ ଆଣିଥିବା ବେଳେ " David copperfield " ଉପନ୍ୟାସର ମୁଖ୍ୟ ଚରିତ୍ର ଭାବରେ ଡାଭିଡ ତାଙ୍କ ନିଜ ଜୀବନ ଅନୁଭୂତି ରୁ ଆଣିଥିବା ଲକ୍ଷ୍ୟ କରାଯାଇଥାଏ । ଏପରିକି " BleakHouse " ଉପନ୍ୟାସର କୋଟ ରୁମ ଘଟଣା ବଳି ତାଙ୍କ ନିଜସ୍ଵ କେସର ଘଟଣା ବଳି ସହ ସାମଞ୍ଜସ୍ଯ ରହିଛି ।<ref>{{harvnb|Polloczek|1999|p=133}}.</ref> <ref>{{harvnb|Ackroyd|1990|p=653}}.</ref>
[[ଫାଇଲ:Charles_Dickens,_public_reading,_1867.jpg|ବାଆଁ|thumb|ଡିକେନ୍ସ ଙ୍କଡିକେନ୍ସଙ୍କ ୧୮୬୭ ମସିହାର ଏକ ଫୋଟୋ ]]
 
=== ସାମାଜିକ ବକ୍ତବ୍ୟ ===
 
== ଫିଲ୍ମ ଓ ଟିଭି ସିରିୟାଲରେ ଡିକେନ୍ସ ==
ଡିକେନ୍ସ ଙ୍କଡିକେନ୍ସଙ୍କ ଉପନ୍ୟାସ ଓ ଅନନ୍ୟ ଲେଖା ଗୁଡିକ ତାଙ୍କ ସମୟ ରୁ ଆଜିଯାଏ ବହୁଳ ବିକ୍ରି ହେଇଚାଲିଥିବା ବେଳେ ଅନେକ ଗଳ୍ପ କୁ ନେଇ ଫିଲ୍ମ , ଟିଭି ସିରିୟାଲ ନିର୍ମିତ ହେଇଛି । ତାଙ୍କ ଜୀବଦ୍ଦଶାରେ " The Pickwick Papers'ର କାହାଣୀ କୁ ନେଇ ଏକ ନୀରବ ଚଳଚିତ୍ର ନିର୍ମିତ ହେଇଥିଲା । <ref>{{cite book|title=Silent Film Stars on the Stages of Seattle: A History of Performances by Hollywood Notables|last=Flom|first=Eric L.|date=5 March 2009|publisher=McFarland|isbn=9780786439089|page=119}}</ref>
[[ଫାଇଲ:Bleak-house-broadstairs.jpg|ବାଆଁ|thumb|ବ୍ଲିକ ହାଉସ , ଯେଉଠାରେ ଡିକେନ୍ସ କେତେକ ଉପନ୍ୟାସ ରଚନା କରିଥିଲେ । ]]
 
== ପରବର୍ତୀ କଳାରେ ପ୍ରଭାବ ==
[[ଫାଇଲ:Dickens_Statue.png|thumb|''ଆମେରିକାର ଫିଲାଡେଲଫିଆ ଠାରେ ଡିକେନ୍ସ ଙ୍କଡିକେନ୍ସଙ୍କ ପ୍ରତିମୂର୍ତି '']]
 
== ମୁଖ୍ୟ ସାହିତ୍ୟିକ କୃତି ସମୂହ ==
ଡିକେନ୍ସ ଙ୍କଡିକେନ୍ସଙ୍କ ସର୍ବଶ୍ରେଷ୍ଠ କୃତି ମଧ୍ୟ ରୁ ଏହି ଗୁଡିକ ମୁଖ୍ୟ । ଏଠି ମଧ୍ୟ ରୁ ଅନେକ ପ୍ରଥମେ ମାସିକ ବା ସାପ୍ତାହିକ ଧାରାବାହିକ ଭାବରେ ପତ୍ରିକାରେ ପ୍ରକାଶିତ ହେଇ ପରେ ପୁସ୍ତକ ଭାବରେ ପ୍ରକାଶ ପାଇଥିଲା । 
* ''The Posthumous Papers of the Pickwick Club''  
* ''The Adventures of Oliver Twist''