"ସନ୍ତୋଷ ଟ୍ରଫି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Bot: Automated text replacement (- ଙ୍କ +ଙ୍କ )
୧୬ କ ଧାଡ଼ି:
}}
 
'''ସନ୍ତୋଷ ଟ୍ରଫି''' ଫୁଟବଲ ୧୯୪୧ ମସିହାରେ ଭାରତୀୟ ଫୁଟବଲ ଆସୋସିଏଶନ ସଭାପତି ଥିବା '''ସନ୍ତୋଷ'''ର ମହାରାଜା ସାର ମନ୍ମଥ ନାଥ ରାୟ ଚୈଧୁରୀଙ୍କ ନାମରେ ଏହି ଟ୍ରଫିର ନାମକରଣ ହେଇଛି।ସନ୍ତୋଷ ବର୍ତ୍ତମାନ [[ବାଂଲାଦେଶ]]ରେ ଅବସ୍ତିତ । କିନ୍ତୁ ସ୍ଵାଧୀନତା ପୂର୍ବରୁ ଅଖଣ୍ଡ ଭାରତୀୟ ରାଜ୍ୟଭାବେ ରହିଥିବା ସନ୍ତୋଷ ନାମରେ ହିଁ ଏହି ଟ୍ରଫିର ନାମକରଣ ହେଇଛି । ୧୯୪୧ ମସିହାରୁ ପ୍ରତିବର୍ଷ ଜାତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଭାବେ ଅନୁଷ୍ଠିତ ହେଇଆସୁଛି ଏହି ପ୍ରତିଯୋଗିତା । ଏଥିରେ ପ୍ରତ୍ୟେକ ରାଜ୍ୟ, କେନ୍ଦ୍ରଶାସିତ ଅଂଚଳ ଓ ବିଭିନ୍ନ ସରକାରୀ ସଂଗଠନ ଗୁଡିକ ଅଂଶଗ୍ରହଣ କରିଆସୁଛନ୍ତି । ରନର୍ସ ଅଫ ଟ୍ରଫି କମଳା ଗୁପ୍ତା ଙ୍କଗୁପ୍ତାଙ୍କ ନାମରେ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଦଳକୁ ମହୀଶୁର ଫୁଟବଲ ଆସୋସିଏଶନ ପକ୍ଷରୁ ସମ୍ପାଙ୍ଗୀ କପ ୧୯୫୨ ମସିହାରୁ ଦିଆହୋଇଆସୁଛି । ସମ୍ପାଙ୍ଗୀ ମହୀଶୁର(ବର୍ତ୍ତମାନ [[କର୍ଣ୍ଣାଟକ]])ର ଜଣେ ପ୍ରସିଦ୍ଧ ଫୁଟବଲ ଖେଳାଳି ଥିଲେ ଏବଂ ତାଙ୍କ ନାମରେ ଏହି ଟ୍ରଫି ଦେବାର ବ୍ୟବସ୍ଥା କରାଯାଇଛି।
 
== ଲକ୍ଷ୍ୟ ==