"ଅକ୍ଷାଂଶ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Migrating 94 interwiki links, now provided by Wikidata on d:q34027 (translate me)
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
୧ କ ଧାଡ଼ି:
{{ଛୋଟ|Latitude}}
[[ଫାଇଲ:Sphere filled blue.svg|thumb|200px|right|ଅକ୍ଷାଂଶ ରେଖା (ପୂର୍ବ ରୁପୂର୍ବରୁ ପଶ୍ଚିମ)<!--A graticule on a [[sphere]] or an [[ellipsoid]]. The lines from pole to pole are lines of constant [[longitude]], or '''meridians'''. The circles parallel to the equator are lines of constant latitude, or '''parallels'''. The graticule determines the latitude and longitude of position on the surface.-->]]
 
ନିରକ୍ଷବୃତ୍ତଠାରୁ ଉତ୍ତର ବା ଦକ୍ଷିଣ ଦିଗରେ କୌଣସି ସ୍ଥାନର ଦୁରତ୍ଵର କୌଣିକ ପରିମାଣ କୁପରିମାଣକୁ ଅକ୍ଷାଂଶ କୁହାଯାଏ୤ ବିଷୁବରେଖାର ଏକ ସମାନ୍ତରରେ ଅବସ୍ଥିତ ସମସ୍ତ ଅକ୍ଷାଂଶ (latitude) ଏକ ଅଟେ୤ ଅକ୍ଷାଂଶ ଉତ୍ତର ଦିଗରେ ବା ଦକ୍ଷିଣ ଦିଗରେ ଶୁନ୍ୟ ଡିଗ୍ରୀଠାରୁ ୯୦ ଡିଗ୍ରୀ ପର୍ଯ୍ୟନ୍ତ ଗଣନା କରାଯାଏ ୤
 
ଅକ୍ଷାଂଶ (latitude of a place) ଏବଂ ଦ୍ରାଘିମା (longitude of a place)ଏହି ଦୁଇଗୋଟିକୁ ଗଣିତ ଶାସ୍ତ୍ରରେ ଭୁଜକୋଟି (Co-ordinates) କହନ୍ତି ୤ ଭୂଗୋଲକର କୌଣସି ସ୍ଥାନର ଅବସ୍ଥିତି ଜାଣିବା ସକାଶେ ଏହି ଦୁଈଟି ଦରକାର ୤ ଏହି ଦୁହିଁଙ୍କ ମଧ୍ୟରେ ସମ୍ବନ୍ଧ ଏହି ଯେ ଗୋଟିକର ବିନା ଅନ୍ୟଟି ଦ୍ଵାରା ଉକ୍ତସ୍ଥାନର ଅବସ୍ଥିତି ସମ୍ବନ୍ଧେ କୌଣସି ନିର୍ଦ୍ଧିଷ୍ଟ ଧାରଣା ମନ ମଧ୍ୟରେ ହୋଇପାରେ ନାହିଁ ୤
"https://or.wikipedia.org/wiki/ଅକ୍ଷାଂଶ"ରୁ ଅଣାଯାଇଅଛି