"ଅଗ୍ନି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
Replacing Agni_god_of_fire.jpg with File:Agni_18th_century_miniature.jpg (by CommonsDelinker because: File renamed:).
ଟିକେ Bot: Automated text replacement (- କୁ +କୁ )
୧୯ କ ଧାଡ଼ି:
}}
 
ପୌରାଣିକ ମତେ ଧର୍ମଙ୍କ ଔରସରେ ବସୁ ଭାର୍ଯ୍ୟାଙ୍କ ଗର୍ଭରେ ଅଗ୍ନି ଜନ୍ମିଥିଲେ ୤ ଦକ୍ଷ କନ୍ୟା ସ୍ଵାହା ଓ ସ୍ଵଧା ଏହାଙ୍କର ଦୁଇ ଭାର୍ଯ୍ୟା ୤ ଏ ଦଶ[[ଦିଗ]]ପାଳଙ୍କ ମଧ୍ୟରେ ଅନ୍ୟତମ ଓ ଦକ୍ଷିଣପୂର୍ବ (ଅଗ୍ନି) କୋଣର ଅଧିପତି ଅଟନ୍ତି ୤ ଏହାଙ୍କ ବାହନ ଛାଗ ୤ ଏହାଙ୍କ ମୁଖରେ ଦିଆଯିବା ଘୃତକୁ ସମସ୍ତ ଦେବତା ଗ୍ରହଣ କରି ତୃପ୍ତ ହୁଅନ୍ତି ୤ ଅଗ୍ନିଦେବଙ୍କର ଦଶଗୋଟି ଅଙ୍ଗ ବା ଅବୟବ ଧୂମ୍ର; ଅର୍ଚ୍ଚି; ଋକ୍ଷ୍ମା; ଜ୍ଵଳିନୀ; ଜ୍ଵାଳିନୀ; ବିଷ୍ଫୁଲିଙ୍ଗିନୀ; ସୁଶ୍ରୀ; ସୁରୂପା; କପିଳା ଓ ହବ୍ୟକବ୍ୟ କୁହବ୍ୟକବ୍ୟକୁ ଅଗ୍ନିକଳା କୁହାଯାଏ ୤
ଅଗ୍ନିଙ୍କର ସପ୍ତଜିହ୍ଵା (କରାଳୀ, ଧୂମିନୀ, ଶ୍ଵେତା, ଲୋହିତା, ନୀଳଲୋହିତା, ପଦ୍ମରାଗା ଓ ସୁବର୍ଣ୍ଣା) ଥିବାର କଳ୍ପିତ ହୋଇଅଛି ୤
* ମତାନ୍ତରେ ଏହା: କାଳୀ, କରାଳୀ, ମନୋଜବା, ସୁଲୋହିତା, ସୁଧୂସବର୍ଣ୍ଣା, ସ୍ଫୁଲିଙ୍ଗିନୀ ବା ଉଗ୍ରା, ବିଶ୍ଵନିରୂପିଣୀ ବା ବିଶ୍ଵନନ୍ଦା ବା ପ୍ରଦୀପ୍ତା ୤
"https://or.wikipedia.org/wiki/ଅଗ୍ନି"ରୁ ଅଣାଯାଇଅଛି