"ଅନୁଗୋଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
୮୬ କ ଧାଡ଼ି:
 
==ପାଣି ପାଗ ==
ସାଧାରଣତଃ ଅନଗୁଳ ଜ଼ିଲ୍ଲାରେ ୪ ଟି ମୁଖ୍ୟ ରୁତୁ ଦେଖାଦିଏ .ମାର୍ଚ୍ ଠୁ ଜୁନ ପର୍ଯ୍ୟନ୍ତ ଖରା.ଜୁଲାଇ ରୁଜୁଲାଇରୁ ଓକଟୋବର ଜାଏଂ ବର୍ଷା ପାଗ ଓ ନୋବେମବର୍ ରୁନୋବେମବର୍ରୁ ଫେବୃୟାରୀ ଜାଏଂ ଶୀତ ରୁତୁ ଥାଏ । ବାର୍ଷିକ ହାରା ହାରୀ ସର୍ବମୋଟ୍ ୧୪୨୧ ମିମି ବର୍ଷା ହୋଇଥାଏ ।
==ତାପମାତ୍ରା ==
ଅନଗୁଳଠାରେ ଏକ ପାଣିପାଗ ଅନୁସ୍ଠାନ ଅବସ୍ଥିତ.ସର୍ବୋଚ ତାପମାତ୍ରା ୪୪ ଡିଗୀ ହାରା ହାରୀ ଏବଂ ସର୍ବ ନିମ୍ନ ୧୧ ଡିଗୀ ସେଲସିଅସ୍ ଜଣା ପଡ଼ିଛି. ଅତ୍ୟନ୍ତ ଉତ୍ତପ୍ତ ଦିନ ୫୦ ଡିଗୀ ଥିଲା ବେଳେ ସର୍ବନିମ୍ନ ୫.୨ ଡିଗୀ ଜଣା ପଡ଼ିଛି।
୯୨ କ ଧାଡ଼ି:
==ପବନ ବେଗ ==
ବର୍ଷ ସାରା ମୃଦୁ ପବନ ବୋହିବା ସଂଗେ ସଂଗେ ପଶ୍ଚିମ ମୌସୁମୀ ବାୟୁ ଯୋଗୁଁ ପବନର ବେଗରେ ଆଧିକତ୍ୟା ଦେଖାଦିଏ.୨୦୧୩ରେ ମହା ବାତ୍ୟା ଫାଇଲିଂ
ଯୋଗୁଁ ଅନଗୁଳରେ ୧୦୦ ରୁ୧୦୦ରୁ ଅଧିକ ବେଗରେ ପବନ ପ୍ରବାହିତ ହୋଇଥିଲା.
 
==ବିରଳ ପାଣିପାଗ ==
୧୯୯ କ ଧାଡ଼ି:
ବିଜୁଳି ସେବା cesco ଦ୍ବାରା ପରିଚାଳିତ ହେଉଥିଲା ବେଳେ ଅନ୍ୟ ବେତାର ମାର୍ଗର ଯୋଗାଯୋଗ BSNL ,RELIANCE ,IDEA ,VODAFONE ଇତ୍ୟାଦି ସେବାକାରୀସଂସ୍ଥାମାନେ ଯୋଗାଇ ଅସୁଛନ୍ତି|
ପାଣି ଯୋଗାଣ ଏବଂ ରାସ୍ତା ନିର୍ମାଣରେ TAMDA ଓ MUNICIPALITYର କାର୍ଯ୍ୟ କାରିତା ରହିଛି ।
ରେଲ ମାର୍ଗ ଦ୍ବାରା ଅନଗୁଳ ରୁଅନଗୁଳରୁ ଓଡ଼ିଶାର ଅନ୍ୟ ଗୁରୁତ୍ବ ପୁର୍ଣ ଜାଗା କୁଜାଗାକୁ ଯୋଗା ଯୋଗ ଓ ଭାରତର ଅନ୍ୟ ବୃହତ୍ ସହର ମାନକୁ ଗମନା ଗମନ କରି ହେଉଛି.
ଜାତୀୟ ରାଜ ପଥ ୫୫ କଟକ ସହର ଠୁ ସମ୍ବଲପୁର ସହର ପର୍ଯ୍ୟନ୍ତ ପ୍ରସାରିତ ଏବଂ ୨୩ ନ ରାଜ ପଥ ଅନଗୁଳ ରୁଅନଗୁଳରୁ ରାଉରକେଲା ଜାଏଂ ପ୍ରସାରିତ.
ଅନ୍ୟ ରାଜ୍ୟ ପଥ ଅନ୍ୟ ସହର କୁସହରକୁ ଯୋଗାଯୋଗ କରୁଛି.
 
==ପ୍ରସାରଣ ସେବା==
ସହରରେ ଆକାଶବାଣୀ କଟକର FM ସେବା ୧୦୦.୧ MHzରେ ପ୍ରସାରଣ କରା ଯାଉ ଅଛି.ଖବର୍ କାଗଜ଼ ସମ୍ବାଦ ଓ ଧରିତ୍ରୀର ଅନଗୁଳ ସଂସ୍କରଣ ସହର ରୁସହରରୁ ପ୍ରକଶ୍ ପାଉଛି. ଓଡ଼ିଆରେ ସଂଭାବନା ପ୍ରକଶ୍ ପାଉଛି
 
== ଆଧାର ==
"https://or.wikipedia.org/wiki/ଅନୁଗୋଳ"ରୁ ଅଣାଯାଇଅଛି