"ଇଲିଆନା ସିତାରିଷ୍ଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଙ୍କ +ଙ୍କ )
ଟିକେ Bot: Automated text replacement (- ରୁ +ରୁ )
୨୦ କ ଧାଡ଼ି:
== ନୃତ୍ୟ ଜୀବନୀ ==
[[File:Ileana Citaristi performing Mayurbhanj Chau style Siba Tandaba.jpg|thumb|[[ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ]]ରେ [[ଛଉ ନାଚ]]ରେ ଶିବତାଣ୍ଡବ ପରିବେଷଣ କରୁଥିବା ସିତାରିଷ୍ଟ]]
ଇଲିଆନା ଗୁରୁ [[କେଳୁଚରଣ ମହାପାତ୍ର]]ଙ୍କ ପାଖରେ ଓଡ଼ିଶୀ ଶିଖିବା ଆରମ୍ଭ କରିଥିଲେ ଏବଂ ୧୯୯୪ ରୁ୧୯୯୪ରୁ ନିଜର ନୃତ୍ୟ ବିଦ୍ୟାଳୟର ସ୍ଥାପନା କରିଛନ୍ତି ।<ref name="articles.timesofindia.indiatimes" /> ସେ ମଧ୍ୟ ମୟୂରଭଞ୍ଜ ଛଉ ନୃତ୍ୟରେ ପ୍ରବୀଣା, ଯାହାକୁ ଗୁରୁ ହରି ନାୟକଙ୍କ ଠାରୁ ଶିକ୍ଷା କରିଥିଲେ । ସେ ଭୁବନେଶ୍ୱର ସଙ୍ଗୀତ ମହାବିଦ୍ୟାଳୟରୁ ଛଉ ନୃତ୍ୟ ପାଇଁ ଆଚାର୍ଯ୍ୟ ଉପାଧୀ ପାଇଛନ୍ତି ।<ref>{{cite web|title=Padmashri Ileana Citaristi|url=http://spicmacay.com/articles/padmashri-ileana-citaristi|publisher=SPICMACAY|accessdate=6 November 2012}}</ref> ୧୯୯୬ ମସିହାରେ ସେ ଆର୍ଟ ଭିଜନ ଏକାଡ଼େମୀର ପ୍ରତିଷ୍ଠା କରିଥିଲେ, ଯାହା ବିଭିନ୍ନ ପ୍ରକାର ନୃତ୍ୟ, ସଙ୍ଗୀତ, ଚିତ୍ରକଳା, ଅଭିନୟ କଳାକୁ ପ୍ରୋତ୍ସାହନ ଦେବା ସହ ଓଡ଼ିଶୀ ଏବଂ [[ଛଉ ନାଚ]] ଶିକ୍ଷଣ ପାଇଁ ଉଦ୍ଦିଷ୍ଟ ।<ref name="narthaki">{{cite web|title=Dr. Ileana Citaristi: My karma is to break new ground|url=http://www.narthaki.com/info/intervw/intrv149.html|accessdate=6 November 2012}}</ref>
 
==ପ୍ରମୁଖ ପ୍ରସ୍ତୁତି==