"ଓମ୍" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- କୁ +କୁ )
୧ କ ଧାଡ଼ି:
[[Image:Om symbol.svg|thumb|ଦେବନଗରୀର '''ଓମ୍''' ସଙ୍କେତ|link=Hinduism]]
 
'''ଓମ୍''' ('''ॐ''') କିମ୍ବା '''ଓଁକାର'''ର ନାମନ୍ତର ପ୍ରଣବ ଅଟେ । ଏହା [[ଈଶ୍ୱର]]ର ବାଚକ ଅଟେ । ଈଶ୍ୱରଙ୍କ ସହିତ ଓଁକାରର ବାଚ୍ୟ-ବାଚକ-ଭାବ ସମ୍ବନ୍ଧ ନିତ୍ୟ ଅଟେ, ସାଙ୍କେତିକ ନୁହେଁ । ସଙ୍କେତ ନିତ୍ୟ କିମ୍ବା ସ୍ୱାଭାବିକ ସମ୍ବନ୍ଧକୁ ପ୍ରକଟ କରିଥାଏ। ସୃଷ୍ଟିର ଆଦିରେ ସର୍ବପ୍ରଥମ ଓଁକାର ରୂପୀ ପ୍ରାଣବର ହିଁ ସ୍ଫୁରଣ ହୋଇଥାଏ । ତଦାନନ୍ତର ସାତ କୋଟି ମନ୍ତ୍ରର ଆବିର୍ଭାବ ହୋଇଥାଏ । ଏହି ମନ୍ତ୍ରର ବାଚ୍ୟ ଆତ୍ମାର ଦେବତା ରୂପେ ପ୍ରସିଦ୍ଧ ହୋଇଥାଏ । ଏହି ଦେବତା ମାୟା ଉପରେ ବିଦ୍ୟମାନ ମାୟା ସୃଷ୍ଟିର ନିୟନ୍ତ୍ରଣ କରିଥାଏ । ଏଥିରୁ ଅଧା ଶୁଦ୍ଧ ମାୟାଜଗତରେ କାର୍ଯ୍ୟ କରିଥାଏ ଏବଂ ଶେଷ ଅଧା ଅଶୁଦ୍ଧ କିମ୍ବା ମଳିନ ମାୟା ଜଗତରେ । ଏହି ଏକ ଶବ୍ଦ କୁଶବ୍ଦକୁ ବ୍ରହ୍ମାଣ୍ଡର ଭୌତିକ ବଚନ ମାନନ୍ତି, 16 ଶ୍ଳୋକରେ ଏହାର ମହିମା ବର୍ଣ୍ଣିତ ହୋଇଥାଏ ।<ref>[http://www.jagran.com/uttar-pradesh/faizabad-9155335.html 16 ଶ୍ଳୋକରେ ମହିମା।]</ref>
 
== ପରିଚୟ==
"https://or.wikipedia.org/wiki/ଓମ୍"ରୁ ଅଣାଯାଇଅଛି