"କାର୍ତ୍ତିକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରୁ +ରୁ )
୩ କ ଧାଡ଼ି:
 
କୃତ୍ତିକା ନକ୍ଷତ୍ର ଯୁକ୍ତ [[ପୂର୍ଣ୍ଣିମା]] ପଡୁଥିବା ଚାନ୍ଦ୍ରମାସକୁ '''କାର୍ତ୍ତିକ''' ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ [[ଆଶ୍ୱିନ]] ଓ ପରବର୍ତ୍ତୀ ମାସ [[ମାର୍ଗଶୀର]] ।
ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁ ରୁଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ [[ପଞ୍ଚକ|ପଞ୍ଚୁକ]] ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
 
ପୌରାଣିକ ମତେ ପରମପିତା ବ୍ରହ୍ମା ଦେବର୍ଷି ନାରଦଙ୍କୁ କାର୍ତ୍ତିକ ମାସ ମହାତ୍ମ୍ୟ ବୁଝାଇ କହୁଛନ୍ତି – ମାସମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତାମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ନାରାୟଣ ତୀର୍ଥ ବଦରିକାଶ୍ରମ ଶ୍ରେଷ୍ଠ ଅଟେ I