"କେନ୍ଦୁଝର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ନିର୍ବାଚନ ମଣ୍ଡଳି +ନିର୍ବାଚନ ମଣ୍ଡଳୀ)
ଟିକେ Bot: Automated text replacement (- ରୁ +ରୁ , - ଠାରେ +ଠାରେ )
୯୩ କ ଧାଡ଼ି:
== ଦର୍ଶନୀୟ ସ୍ଥାନ ==
* '''ବଳଦେବଜୀଉ ମନ୍ଦିର'''
ଓଡ଼ିଶାର ଇଷ୍ଟଦେବତା ମହାପ୍ରଭୁ ଜଗନ୍ନାଥଙ୍କର ଏହି ସୁଦୃଶ୍ୟ ମନ୍ଦିରଟି କେନ୍ଦୁଝରର ପୁରୁଣା ବଜାର ଅଞ୍ଚଳରେ ଅବସ୍ଥିତ । ପ୍ରତିବର୍ଷ ଏଠାରେ ମହା ସମାରୋହରେ ଶ୍ରୀ ଜୀଉଙ୍କର ରଥଯାତ୍ରା ପାଳନ କରାଯାଏ । ଏହି ମନ୍ଦିରର ଅନତି ଦୂରରେ ବଣଜଙ୍ଗଲ ଘେରା ସିଦ୍ଧମଠ ଠାରେସିଦ୍ଧମଠଠାରେ ସିଦ୍ଧକାଳୀଙ୍କର ମନ୍ଦିର ଅଛି ।
* '''[[ସାନଘାଗରା ଜଳପ୍ରପାତ|ସାନଘାଗରା]]'''
ସହର ଉପକଣ୍ଠରେ, ମାତ୍ର ୬କି.ମି. ଦୂରତାରେ ଥିବା ଏହି ଜଳପ୍ରପାତଟି ଏକ ଅତ୍ୟନ୍ତ ମନୋରମ ସ୍ଥାନ । ୧୦୦ଫୁଟ ଉଚ୍ଚତାର ଏହି ପ୍ରପାତ ନିକଟରେ ବର୍ଷସାରା ଜନଗହଳି ଲାଗିରହିଥାଏ । ଏଠାରେ ଏକ କୃତ୍ରିମ ଜଳଭଣ୍ଡାର ନିର୍ମାଣ କରାଯାଇ ପର୍ଯ୍ୟଟକ ମାନଙ୍କପାଇଁ ନୌ-ବିହାରର ବ୍ୟବସ୍ଥା କରାଯାଇଛି । ଏଠାରେ ଥିବା ପ୍ରମୋଦ ଉଦ୍ୟାନରେ ବିଭିନ୍ନ ପ୍ରଜାତିର ଫୁଲ/ଫଳ ବୃକ୍ଷମାନ ଲଗାଯାଇଛି ।
୧୧୯ କ ଧାଡ଼ି:
== ପରିବହନ ଓ ଯୋଗାଯୋଗ ==
[[ଜାତୀୟ ରାଜପଥ]] ନଂ୦୬ ଏବଂ ୨୧୫ ଏହି ସହରର ପରିବହନରେ ମୁଖ୍ୟ ଭୂମିକା ଗ୍ରହଣ କରିଛି । ଏହି ଦୁଇ ରାଜପଥ ସହରର ମଧ୍ୟଭାଗ ଦେଇ ଯାଇଛନ୍ତି ।
୨୦୦୮-୦୯ ରୁ୦୯ରୁ ଏହି ସହରରୁ ରେଳ ପରିବହନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟର ରାଜଧାନୀ ଭୁବନେଶ୍ବରକୁ ପ୍ରତିଦିନ ନିୟମିତ ଭାବରେ ଯାତ୍ରୀବାହୀ ରେଳ ଚାଲୁଅଛି ।
 
== ଆଧାର ==
"https://or.wikipedia.org/wiki/କେନ୍ଦୁଝର"ରୁ ଅଣାଯାଇଅଛି