"ଗୁଗଲ ମ୍ୟାପ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ରୁ +ରୁ , - ଠାରେ +ଠାରେ , - କୁ +କୁ )
୨୩ କ ଧାଡ଼ି:
ଗୁଗଲ ମ୍ୟାପ୍ସ [[ଗୁଗଲ]] କମ୍ପାନୀ ଦ୍ୱାରା ନିର୍ମିତ ଏକ ଡେସ୍କଟପ ୱେବ ବେସ୍ଡ଼ ମ୍ୟାପିଙ୍ଗ ସେବା ଯାହା ସାହାଯ୍ୟରେ ମଣିଷ ଘରେ ବସି ନିଜ ଅଖ ପାଖ ଜିନିଷ ସହଜରେ ଜାଣିପାରେ ଏବଂ ନୂଆ ନୂଆ ଜିନିଷ ମାନଚିତ୍ରରେ ଅଙ୍କନ କରିପାରେ ।
 
ଗୁଗଲ ମ୍ୟାପ୍ସ ପ୍ରଥମ କରି ଏକ C++ରେ ତିଆରି ପ୍ରୋଗ୍ରାମ ଭାବେ ତିଆରି ହୋଇଥିଲା ଏବଂ ଏହାକୁ [[ଲାର୍ସ]] ଓ [[ଜେନ୍ସ ଏଇଲସ୍ଟ୍ରପ୍ ରସମୁସେନ]] ହ୍ୱେର ଟୁ ଟ୍ରକ୍ନୋଲୋଜିସ ଠାରେଟ୍ରକ୍ନୋଲୋଜିସଠାରେ ଡିଯାଇନ କରିଥିଲେ । ଅକ୍ଟୋବର ୨୦୦୪ରେ ଗୁଗଲ ଏହାକୁ ଅକ୍ତିଆର କରି ନେଇଥିଲା ଏବଂ ଏହାକୁ ଏକ ୱେବ ଆପ୍ଲିକେସନରେ ପରିବର୍ତ୍ତନ କରାଇ ଥିଲା ।
 
ଗୁଗଲ ମ୍ୟାପ୍ସର ସାଟେଲାଇଟ ଭିଉ କୁଭିଉକୁ ବ୍ୟବହାର କରି ପୃଥିବୀ ପୃଷ୍ଟର ଫଟୋ ଉଡନ୍ତା ଉଡାଯାହାଜ କିମ୍ବା ସାଟେଲାଇଟ ରୁସାଟେଲାଇଟରୁ ଉଠାଯାଇଥାଏ । ବର୍ତ୍ତମାନ ଥିବା ଏହା ସାଟେଲାଇଟ ଭିଉ ଗୁଡିକ ତିନି ବର୍ଷ ରୁବର୍ଷରୁ ଅଧିକ ପୁରୁଣା ନୁହଁ ।
 
ବର୍ତ୍ତମାନ ଉପଲବ୍ଧ ଥିବା ୱେବ ଆପ୍ ଟି ୨୦୧୩ରେ ସାଧାରଣ ଜନତାଙ୍କ ପାଇଁ ଛଡା ଯାଇଥିଲା । ଏହା ସହିତ ଏହାର କ୍ଲାସିକ୍ ଭର୍ସନ ମଧ୍ୟ ଉପଲବ୍ଧ ଅଛି ।