"ପପୁ ପମ ପମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ରୁ +ରୁ , - ଠାରେ +ଠାରେ )
୨୧ କ ଧାଡ଼ି:
 
== ପ୍ରାରମ୍ଭିକ ଜୀବନ ==
'''ପପୁ''' [[ମୟୂରଭଞ୍ଜ ଜିଲ୍ଲା]]ର କପ୍ତିପଦା ଠାରେକପ୍ତିପଦାଠାରେ '୧୯୭୮ ମସିହା ମଇ ୨୬' ତାରିଖରେ ଏକ କଳାକାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପା ଜଣେ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ଥିଲେ । କିନ୍ତୁ ସେ 'ଯାଦୁବିଦ୍ୟା' ପାଇଁ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]]ଙ୍କ ଠାରୁ ପୁରସ୍କାର ପାଇଥିଲେ । '''ପପୁ''' ପିଲା ଦିନରୁ ଓଡ଼ିଆ ଯାତ୍ରା, ଗୀତ, ନୃତ୍ୟ ଆଦି ପରିବେଷଣ କରି ଜିଲ୍ଲା ଓ ରାଜ୍ୟ ସ୍ତରରେ ଅନେକ ପୁରସ୍କାର ଜିତିଥିଲେ । ବର୍ତ୍ତମାନ ସୁଦ୍ଧା ସେ ୧୦୦ ରୁ୧୦୦ରୁ ଅଧିକ ମଞ୍ଚରେ ନିଜର ଚମତ୍କାର ଅଭିନୟ ଦେଖାଇସାରିଛନ୍ତି । ସେ ଉଦଳା କଲେଜରୁ ରସାୟନ ବିଜ୍ଞାନରେ ସ୍ନାତକ ଶିକ୍ଷା ଲାଭ କରିଛନ୍ତି । ସେ ଉଦଳା ମହବିଦ୍ୟାଳୟର ନାଟ୍ୟସଂସଦର ସମ୍ପାଦକ ମଧ୍ୟ ଥିଲେ ।
 
== ଅଭିନୟ ଜୀବନ ==
"https://or.wikipedia.org/wiki/ପପୁ_ପମ_ପମ"ରୁ ଅଣାଯାଇଅଛି