"ବଇତାଳ ଦେଉଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ରୁ +ରୁ )
୬୩ କ ଧାଡ଼ି:
ଉତ୍ତର କାନ୍ଥରେ ଉତ୍କୀର୍ଣ୍ଣ ଭସ୍କର୍ଯ୍ୟରେ ଦେବୀ କରାଳିନୀଙ୍କ ବିଗ୍ରହ ରହିଛି,ସେ ଏକ ହସ୍ତରେ ଅସୁରର ଛିନ୍ନ ମସ୍ତକ ଏବଂ ଅନ୍ୟ ହସ୍ତରେ ରକ୍ତ ପୂର୍ଣ୍ଣ କପାଳ ଧରଣ କରିଛନ୍ତି । ଅନ୍ୟ ଏକ ତ୍ରିପଦୀ ଉପର ପାତ୍ରରେ ଦୁଇଟି ମୁଣ୍ଡ ରହିଛି ଯାହା ଦେବୀଙ୍କୁ ନିବେଦନ କରାହୋଇଛି ,ଦକ୍ଷିଣପାର୍ଶ୍ବରେ ଗୋଟିଏ ଶୃଗାଳ ଛିଡାହୋଇଛି,ଯେ କି ଉପରକୁ ଦେଖୁଅଛି ଓ ବାମପାର୍ଶ୍ବରେ ଏକ ଯୋଗିନି ଧ୍ୟାନ ମୁଦ୍ରାରେ ଦେବୀଙ୍କୁ ଲୟ କରୁଛି।
ଏହି ଦେଉଳର ତାନ୍ତ୍ରିକ ଔପାସନର ପ୍ରମାଣ ଏହାର ଜଗମୋହନସ୍ଥ ବଳିପୀଠ ହରିକାଠ ବା ଯୁପସ୍ତମ୍ଭ ରୁଯୁପସ୍ତମ୍ଭରୁ ଜାଣିହୁଏ। ସକାଳର ସୂର୍ଯ୍ୟ କିରଣ ଏହାର ଗର୍ଭ ଗୃହ ମଧ୍ୟରେ ପଡୁଥିଲେ ହେଁ ଅନ୍ୟ ସମୟରେ ଭିତରକୁ ଯିବାପାଇଁ କୃତ୍ରିମ ଆଲୋକର ସହାୟତା ଆବଶ୍ୟକ ହୋଇଥାଏ।
 
== Gallery ==