"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Bot: Automated text replacement (- ରେ +ରେ ) |
ଟିକେ Bot: Automated text replacement (- ରୁ +ରୁ , - ଠାରେ +ଠାରେ ) |
||
୩୩ କ ଧାଡ଼ି:
== ପ୍ରାରମ୍ଭିକ ଜୀବନ ==
ବିଶ୍ଵନାଥ ଦାସ ୮ ମଈ ୧୮୮୯ ମସିହାରେ, ମଧୁସୁଦନ ଦାସଙ୍କ ଔରସରୁ ଓଡ଼ିଶାର [[ଗଞ୍ଜାମ ଜିଲ୍ଲା]]ରେ ଜନ୍ମ ଗ୍ରହଣ କରିଥିଲେ । ସେ [[ରେଭେନ୍ସା ବିଶ୍ଵବିଦ୍ୟାଳୟ|ରେଭେନ୍ସା ମହାବିଦ୍ୟାଳୟ]]ରୁ ସ୍ନାତକରେ ଉତ୍ତୀର୍ଣ୍ଣ ହେଲା ପରେ [[କଲିକତା ବିଶ୍ଵବିଦ୍ୟାଳୟ]]ରୁ ଆଇନରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ । [[ମାଡ୍ରାସ]]
ଓଡ଼ିଶାର ସେବା କ୍ଷେତ୍ରରେ ମହତ୍ଵପୂର୍ଣ୍ଣ ଅବଦାନ ଥିବା [[ଲୋକ ସେବକ ମଣ୍ଡଳ]]ର ଆଜୀବନ ସଦସ୍ୟ ମଧ୍ୟ ଥିଲେ।
== ରାଜନୀତି ==
ବିଶ୍ଵନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଂଗ୍ରାମରେରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମସିହାରେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ
== ଶେଷ ଜୀବନ ==
|