"ଭାଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ମାନଙ୍କ → ମାନଙ୍କ (2) using AWB
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
୧୭ କ ଧାଡ଼ି:
}}
 
'''ଭାଷା''' ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀ କୁପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ ରୁ୬୦୦୦ରୁ ୭୦୦୦ ହେବ । <!--ବାକି ଥିବା ଭାଗ ଅନୁବାଦରେ ସାହାଯ୍ୟ କରନ୍ତୁ-->
 
ମଣିଷ ଭାଷା ପୃଥିବୀ ପୃଷ୍ଠରେ ଥିବା ସମସ୍ତ ସର୍ଜୀବଙ୍କ ମଧ୍ୟରେ ସ୍ଵତନ୍ତ୍ର ଅଟେ । ଏହାର ଜଟିଳ ଗଠନ ଶୈଳୀ ଭାବ ପ୍ରକାଶ ପାଇଁ ଏକ ବୃହତ୍ତର କ୍ଷେତ୍ର ଯୋଗାଇଥାଏ ଯାହାକି ବର୍ତ୍ତମାନ ସୁଦ୍ଧା ଜଣାଥିବା ସମସ୍ତ ପ୍ରାଣୀମାନଙ୍କ ଯୋଗାଯୋଗ ପ୍ରଣାଳୀ ଅପେକ୍ଷା ଉତ୍କୃଷ୍ଟ ଅଟେ । ଏହି ପ୍ରାଣୀ-ଯୋଗାଯୋଗ ପ୍ରଣାଳୀ ସାଧାରଣତଃ ମନୁଷ୍ୟ ଭଳି ସାମାଜିକ ନହୋଇ ଅନୁବଂଶୀୟ ହୋଇଥାଏ । <!--ଏହି ଭାଗଟିକୁ ଅନୁବାଦରେ ସାହାଯ୍ୟ କରନ୍ତୁ-->
"https://or.wikipedia.org/wiki/ଭାଷା"ରୁ ଅଣାଯାଇଅଛି