"ରଘୁନାଥ ପାଣିଗ୍ରାହୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ Bot: Automated text replacement (- ରୁ +ରୁ )
୧୪ କ ଧାଡ଼ି:
}}
 
'''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ ।
 
==କଳାକାର ଜୀବନ==