"ସୁଚେତା କୃପାଲାନି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଙ୍କ +ଙ୍କ )
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
୧ କ ଧାଡ଼ି:
ସୁଚେତା କୃପାଲାନି (ପୂର୍ବବର୍ତ୍ତୀ ମଜୁମଦାର, ୨୫ ଜୁନ ୧୯୦୮ - ୧ ଡିସେମ୍ବର ୧୯୭୪ ) ଜଣେ ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ଓ ରାଜନେତ୍ରୀ ଥିଲେ  । ୧୯୬୩ ମସିହା ଅକ୍ଟୋବର ମାସରେ ସେ ଭାରତର ସର୍ବପ୍ରଥମ ମହିଳା ଓ ଉତ୍ତର ପ୍ରଦେଶର ମୁଖ୍ୟ ମନ୍ତ୍ରୀ ଭାବରେ କାର୍ଯ୍ୟ ଭାର ଗ୍ରହଣ କରି ୧୯୬୭ ମସିହା ଯାଏ ଶାସନ ଭାର ସମ୍ଭାଳି ଥିଲେ। ତାଙ୍କ ରାଜ୍ୟକାଳ ମଧ୍ୟରେ ଉତ୍ତର ପ୍ରଦେଶ ସରକାରୀ କର୍ମଚାରୀ ମାନେ କରିଥିବା ୬୨ ଦିନର ଆନ୍ଦୋଳନ କୁଆନ୍ଦୋଳନକୁ ସେ ଖୁବ ଦୃଢ ଭାବରେ ମୁକାବିଲା କରିଥିଲେ । 
 
== ପ୍ରାରମ୍ଭିକ ଜୀବନ ==
୯ କ ଧାଡ଼ି:
== ସ୍ଵାଧୀନତା ପରବର୍ତ୍ତୀ==
[[ଫାଇଲ:Ulla_Lindstrom,_Sucheta_Kripalani,_Sucheta_Kripalani,_Cairine_Wilson_and_Eleanor_Roosevelt.jpg|thumb|୧୯୪୯ ମସିହାରେ ଉଲ୍ଲା ଲିଣ୍ଡଷ୍ଟ୍ରମ , ବାରବାରା କାଷ୍ଟଲ , କାରିଣୀ ବିଳସନ ଓ ଏଲିନର ଋଜଭେଲ୍ଟଙ୍କ ସହ ସୁଚେତା]]
ସ୍ଵାଧୀନତା ପରେ ସୁଚେତା ସକ୍ରିୟ ରାଜନୀତିରେ ରହି ୧୯୫୨ ସାଧାରଣ ନିର୍ବାଚନରେ ସେ ନୂଆ ଦିଲ୍ଲୀରେ ଏକ ନୂତନ ଦଳ କେ ଏମ ପି ପି (କିଷାନ ମଜଦୁର ପ୍ରଜା ପାର୍ଟି)ତରଫ ରୁତରଫରୁ ନିର୍ବାଚନ ଲଢ଼ି କଂଗ୍ରେସ ଦଳର ମନମୋହିନୀ ସହଗଳଙ୍କୁ ପରାସ୍ତ କରିଥିଲେ । ସେହି ସମୟରେ ତାଙ୍କ ସ୍ଵାମୀଙ୍କ ସହ ସେ କଂଗ୍ରେସ ଦଳ ଛାଡି ସେହି ନୂତନ ଦଳ ଗଠନ କରିଥିଲେ । ତେବେ ପରେ ସେ କଂଗ୍ରେସ କୁକଂଗ୍ରେସକୁ ପ୍ରତ୍ୟାବର୍ତ୍ତନ କରି ପରବର୍ତ୍ତୀ ନିର୍ବାଚନ କଂଗ୍ରେସ ପ୍ରାର୍ଥିନୀ ଭାବରେ ଜିତି ଥିଲେ ।<ref>{{Cite book | author = David Gilmartin | editor = Anastasia Pivliavsky | title = Patronage as Politics in South Asia | chapter = Chapter 5: The paradox of patronage and the people's sovereignty | pages=151–152 | publisher = Cambridge University Press | year = 2014 | isbn = 978-1-107-05608-4 }}</ref> ଏହା ପରେ ସେ ଉତ୍ତର ପ୍ରଦେଶର ଗୋଣ୍ଡା ନିର୍ବାଚନ ମଣ୍ଡଳୀ ରୁମଣ୍ଡଳୀରୁ ପାର୍ଲିଆମେଣ୍ଟ ନିର୍ବାଚନ ଜିତିଥିଲେ । 
 
ପରେ ସେ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହେଇ ବିଜୟିନୀ ହେଇଥିଲେ ଓ ୧୯୬୦ ମସିହା ରୁମସିହାରୁ ୧୯୬୩ ମସିହା ଯାଏ ରାଜ୍ୟର ଶ୍ରମ ବିଭାଗ , ଶିଳ୍ପ ଓ ଗୋଷ୍ଠୀ ଉନ୍ନୟନ ବିଭାଗ ମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।
 
ସୁଚେତା ୧୯୭୧ ମସିହାରେ ରାଜନୀତି ରୁରାଜନୀତିରୁ ସନ୍ୟାସ ଗ୍ରହଣ କରି ୧୯୭୪ରେ ତାଙ୍କର ପରଲୋକ ପର୍ଯ୍ୟନ୍ତ ନିରୋଳା ଜୀବନ ଯାପନ କରିଥିଲେ । 
 
== ଆଧାର ସମୂହ ==