"ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରୁ +ରୁ , - ଠାରେ +ଠାରେ )
ଟିକେ Bot: Automated text replacement (- ଟି +ଟି )
୬ କ ଧାଡ଼ି:
<!--[[Image:Udaygiri2.jpg|thumb|ଉଦୟଗିରି]]-->
 
'''ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା''' ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା [[ଓଡ଼ିଶା]]ର [[ଭୁବନେଶ୍ଵର]]ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ [[ଖଣ୍ଡଗିରି]]ରେ ରହିଛି ଯାହା [[ହାତୀଗୁମ୍ଫାର ଶିଳାଲେଖ]]ରେ '''କୁମାରୀ ପର୍ବତ''' ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ ଟି୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
 
== ଇତିହାସ ==