"ପେଚା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
ଟିକେ Bot: Automated text replacement (- ଟି +ଟି )
୨୫ କ ଧାଡ଼ି:
*ଟାଇଟୋଡାଏ(Tytonidae ) ।
==ବିବରଣୀ==
ପେଚା ମାନେ ମୁଖ୍ୟତଃ ନିଶାଚର କାରଣ ଏମାନେ ପ୍ରଖର କିରଣରେ ଦେଖିପାରନ୍ତି ନାହିଁ । ପେଚମାନେ ଏକ ପ୍ରକାର ଶିକାରୀ ପକ୍ଷୀ ଏମାନେ ମାଛ,ମୂଷା,କୀଟ ପତଙ୍ଗ ଆଦି ଖାଦ୍ୟ ରୂପେ ଗ୍ରହଣ କରନ୍ତି । ପେଚାମାନଙ୍କ ଆଖି ଦ୍ୱୟ ବଡ ବଡ ଓ ଏହା ଆଖି କୋରଟରେ ସ୍ଥିର ହୋଇ ରହିଥାଏ ଯାହାଫଳରେ ପେଚା ଆଖିର ଚଳ ପ୍ରଚଳନ କରିପାରେ ନାହିଁ ସେଥିଲାଗି ସେମାନେ ନିଜର ମୁଣ୍ଡକୁ ୨୭୦o କୋଣରେ ବୁଲାଇ ପାରନ୍ତି । ପେଚାମାନଙ୍କ ଗର୍ଦ୍ଧନମେରୁଯୋଡ ୧୪ ଟି୧୪ଟି ଥାଏ ଯେଉଁଠାରେ ମନୁଷ୍ୟର ୭ଟି ଥାଏ ଯାହାଫଳରେ ମୁଣ୍ଡକୁ ୨୭୦ କୋଣରେ ବୁଲାଇଲେ ମଧ୍ୟ ରକ୍ତ ପ୍ରବାହରେ କୌଣସି ଅସୁବିଧା ହୁଏନାହିଁ ।
 
===Burrowing owl (Athene cunicularia)===
"https://or.wikipedia.org/wiki/ପେଚା"ରୁ ଅଣାଯାଇଅଛି