"ବରଗଡ଼ ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- କୁ +କୁ )
ଟିକେ Bot: Automated text replacement (- ଟି +ଟି )
୯୦ କ ଧାଡ଼ି:
ଏହି ଜିଲ୍ଲାଟି ଅବିଭକ୍ତ [[ସମ୍ବଲପୁର ଜିଲା|ସମ୍ବଲପୁର]]ରୁ ବିଭକ୍ତ ହୋଇ ତିଆରି ହୋଇଅଛି । [[ମହାନଦୀ]] ଉପରେ ତିଆରି [[ହୀରାକୁଦ]] ବନ୍ଧରୁ ଜଳସେଚନ ଯୋଗୁଁ ଏହି ଜିଲ୍ଲାର ଉତ୍ତର ଅଧା [[ଧାନ]] ଓ ଅନ୍ୟାନ୍ୟ ଶସ୍ୟ ଚାଷରେ କୃଷିବହୁଳ ।ବରଗଡ଼କୁ ଓଡ଼ିଶାର ଭାତ ହାନ୍ଡି ବୋଲି କୁହାଯାଏ।<ref>http://www.navratnanews.com/ ନବରତ୍ନ ଟେଲିଭିଜନ୍</ref>
 
ବରଗଡ଼ ଜିଲାର ଦୁଇଟି ସଦର-ମହକୁମା, [[ବରଗଡ଼]] ଓ ପଦମପୁର ଓ ୧୨ ଟି୧୨ଟି ପଞ୍ଚାୟତ ସମିତି (ବ୍ଲକ) ଅଛି । ସେଗୁଡିକ ହେଲା [[ବରଗଡ଼]], ବରପାଲି, ଅତାବିରା, ଭେଡେନ, ସୋହେଲା, ବିଜେପୁର, ପଦମପୁର୍, ଗାଇସିଲେଟ, ପାଈକମାଲ, ଝାରବନ୍ଧ, ଆମ୍ବାଭୋନା ଏବଂ ଭଟଲି ।
 
ଏହି ଜିଲ୍ଲାର ଦର୍ଶନୀୟ ସ୍ଥାନମାନଙ୍କ ମଧ୍ୟରେ ନୃସିଂହନାଥ ଅନ୍ୟତମ । ଏଠାରେ ତୟୋଦଶ ଶତାବ୍ଦୀରେ ନିର୍ମିତ ଏକ ବୈଷ୍ଣବ ମନ୍ଦିର ରହିଛି ଯେଉଁଠାରେ ଭଗବାନ ନୃସିଂହ ବିରାଡ଼ି ବା ମାର୍ଜାର ରୂପେ ପୁଜା ପାଇଥାନ୍ତି ।