"ବ୍ୟାଟେରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
ଟିକେ Bot: Automated text replacement (- ଟି +ଟି )
୧୪ କ ଧାଡ଼ି:
[[File:AA AAA AAAA A23 battery comparison-1.jpg|thumb| (ବାମରୁ) AA, AAA, AAAA ଓ A23 ବ୍ୟାଟେରୀ]]
 
ବ୍ୟାଟେରୀ ଏକ ଉପକରଣ ଯାହା ରସାୟନିକ [[ଶକ୍ତି]]କୁ ବୈଦ୍ୟୁତିକ ଶକ୍ତିରେ ରୂପାନ୍ତରିତ କରିଥାଏ । ଏହା ସଳଖ ବିଦ୍ୟୁତ୍ (Direct Current) ଉତ୍ପନ୍ନ କରେ । ଏଥିରେ ଦୁଇଟି ଟର୍ମିନାଲ ଥାଏ: କ୍ୟାଥୋଡ଼ ବା ଧନାତ୍ମକ ଓ ଆନୋଡ଼ ବା ଋଣାତ୍ମକ । ଧନାତ୍ମକ ଟର୍ମିନାଲ ଟିଟର୍ମିନାଲଟି ଋଣାତ୍ମକ ଠାରୁ ଉଚ୍ଚ ବିଭବ (potential)ରେ ଥାଏ । ଋଣାତ୍ମକ ଟର୍ମିନାଲ ଟିଟର୍ମିନାଲଟି ଇଲେକ୍ଟ୍ରନର ସ୍ରୋତ । ବାହ୍ୟ ସର୍କିଟ ବ୍ୟାଟେରୀ ସହ ସଂଯୋଗ କଲେ, ଋଣାତ୍ମକ ଟର୍ମିନାଲରୁ ଇଲେକ୍ଟ୍ରନ ଗୁଡ଼ିକ ଗତିଶୀଳ ହୋ‍ଇ ଅନ୍ୟ ଟର୍ମିନାଲକୁ ଯାଆନ୍ତି ଯାହା ଫଳରେ ସର୍କିଟ ଦେଇ ବିଦ୍ୟୁତ୍ ପ୍ରବାହ ହୁଏ ।ଏହି ଇଲେକ୍ଟ୍ରନ ଗୁଡ଼ିକ ବ୍ୟାଟେରୀରେ ଥିବା ରସାୟନ ମଧ୍ୟରେ ରାସାୟନିକ ପ୍ରକ୍ରିୟା ଦ୍ୱାରା ଇଲେକ୍ଟ୍ରୋଲାଇଟ୍ରୁ ଭାଙ୍ଗି ଆୟନରେ ପରିଣତ ହେବା ଯୋଗୁଁ ଉତ୍ପନ୍ନ ହୁଏ । ଆଜିକାଲି ବ୍ୟାଟେରୀ ବୋ‍ଇଲେ ଯାହା ବୁଝାଏ, ପୂର୍ବେ ତାହାକୁ ସେଲ୍ ବୋଲି କୁହାଯାଉଥିଲା । କେତେ ଗୁଡ଼ିଏ ସେଲ୍‌ର ସମଷ୍ଟିକୁ ବ୍ୟାଟେରୀ ବୋଲି କୁହାଯାଉଥିଲା, କିନ୍ତୁ ଆଜିକାଲି ଗୋଟିଏ ସେଲ୍‌କୁ ମଧ୍ୟ ବ୍ୟାଟେରୀ କୁହାଯାଉଛି ।
 
[[File:22,5 V batterij.jpg|thumb|22,5 V ବ୍ୟାଟେରୀ]]
"https://or.wikipedia.org/wiki/ବ୍ୟାଟେରୀ"ରୁ ଅଣାଯାଇଅଛି