"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଟି +ଟି )
୩୫ କ ଧାଡ଼ି:
 
== ସୌରମାସ ==
ସୂର୍ଯ୍ୟ ଯେଉଁ ସମୟରେ ଏକ ରାଶିରେ ଅବସ୍ଥାନ କରେ ତାହା ସୌର ମାସ । (ସୂର୍ଯ୍ୟଙ୍କର ଏକ ରାଶିରେ ଉଦୟ ହେବା କାଳକୁ ସୌର ମାସ ବୋଲାଯାଏ) । ଏହା ସଂକ୍ରାନ୍ତିରୁ ଆରମ୍ଭ ହୋଇ ପରବର୍ତ୍ତୀ ମାସାନ୍ତରେ ଶେଷ ହୁଏ । ଏହା କେବେ ୨୯, କେବେ ୩୦, କେବେ ୩୧ ଦିନ ଓ କେବେ ୩୨ ଦିନ ବ୍ୟାପି ହୁଏ । ୧୨ ଟି୧୨ଟି ସୌରମାସ ପରିମାଣ ୩୬୫ ଦିନ । ମେଷ, ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା ବିଛା, ଧନୁ, ମକର, କୁମ୍ଭ, ମୀନ ।
=== ମେଷ ===
===ବୃଷ===
୫୧ କ ଧାଡ଼ି:
 
== ଇଂରାଜି ମାସ ==
ଇଂରାଜି ଗଣନା କ୍ରମେ ବର୍ଷକୁ (୩୬୫ଦିନ ବା ୩୬୬ଦିନକୁ) ୧୨ ଭାଗରେ ବିଭକ୍ତ କରାଯାଇଥିବା କାଳ: ଜାନୁଆରୀ, ଫେବୃଆରୀ, ମାର୍ଚ୍ଚ, ଅପ୍ରେଲ, ମଇ, ଜୁନ, ଜୁଲାଇ, ଅଗଷ୍ଟ, ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର୍ ଏହିପରି ୧୨ ଟି୧୨ଟି କାଳ ପରିମାଣ ।
 
=== ଜାନୁଆରୀ ===
୮୧ କ ଧାଡ଼ି:
 
== ମଳମାସ ==
ସୌରମାନ ବର୍ଷ (୧୨ଟି ସୌରମାସର ପରିମାଣ) ୩୬୫ ଦିନ ୬ ଘଣ୍ଟା, ଚାନ୍ଦ୍ରମାନ ବର୍ଷ (୧୨ ଟି୧୨ଟି ଚାନ୍ଦ୍ରମାସର ପରିମାଣ) ପ୍ରାୟ ପରିମାଣ ୩୫୪ ଦିନ । ଏଣୁ ସୌରମାନ ବର୍ଷ ଅପେକ୍ଷା ଚାନ୍ଦ୍ରମାନ ବର୍ଷ ୧୧ ଦିନ ୬ ଘଣ୍ଟା କମ୍‌ । ସୌରମାନ ବର୍ଷ ସଙ୍ଗେ ଚାନ୍ଦ୍ରମାନ ବର୍ଷର ମେଳ ରଖି ଏହି ଅଳ୍ପତାକୁ ପୂରଣ କରିବାପାଇଁ ଚାନ୍ଦ୍ରମାନ ମାସ ଗଣନାରେ ଅଢ଼େଇ ବର୍ଷ ଅନ୍ତରରେ ଗୋଟିଏ ଅଧିକା ମାସ ଗଣାଯାଏ ଓ ସେହି ମାସଟି ଯେଉଁ ଚାନ୍ଦ୍ରମାନ ମାସ ମଧ୍ୟରେ ପଡ଼େ ସେହି ଚାନ୍ଦ୍ରମାନ ମାସର ନାମରେ ଡକାହୁଏ ଯଥା [[କାର୍ତ୍ତିକ]]ମଳ, [[ବୈଶାଖ]]ମଳ ଇତ୍ୟାଦି । ମଳମାସ [[ଫାଲ୍‌ଗୁନ]]ଠାରୁ [[ମାର୍ଗଶୀର]] ଏହି ୧୦ ମାସରେ ପଡ଼େ । [[ପୌଷ|ପୁଷ]]ମାସ କେବେହେଁ ମଳମାସ ହୁଏନାହିଁ ଓ [[ମାଘ]]ରେ କ୍ଵଚିତ୍‌ ମଳମାସ ପଡ଼େ । ସାଧାରଣ ମାସରେ ପ୍ରଥମେ କୃଷ୍ଣପକ୍ଷ ଓ ପରେ ଶୁକ୍ଳପକ୍ଷ ପଡ଼େ କିନ୍ତୁ ଚାନ୍ଦ୍ରମାନ ମଳ ମାସରେ ପ୍ରଥମେ ଶୁକ୍ଳପକ୍ଷ ଓ ପରେ କୃଷ୍ଣପକ୍ଷ ପଡ଼େ । ହିନ୍ଦୁ ଗଣନାରେ ମଳମାସର ବ୍ୟବହାର ଥିବାରୁ ପର୍ବ ଓ ଉତ୍ସବମାନ ଋତୁ ଅନୁସାରେ ପଡ଼େ; କିନ୍ତୁ [[ମୁସଲମାନ]]ମାନେ ଚାନ୍ଦ୍ରମାସ ଅନୁସାରେ ମାସ ଗଣୁଥିବାରୁ ଓ ସେମାନଙ୍କର ମଳମାସ ଦ୍ଵାରା ଚାନ୍ଦ୍ର ଓ ସୌର ମାସର ସମତା ରକ୍ଷା କରାଯାଉ ନ ଥିବାରୁ ତାଙ୍କର ପର୍ବ ଓ ଉତ୍ସବମାନ (ଯଥା- ଈଦ, ମହରମ୍) ସବୁ ଋତୁରେ ପଡ଼ିଥାଏ ।
== ଆଧାର ==
{{ଆଧାର}}
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି