"ଚାର୍ଲ୍ସ ଡିକେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଟି +ଟି )
ଟିକେ no summary specified
୨୭ କ ଧାଡ଼ି:
ନିଜ ଜେଲ ଗ୍ରସ୍ତ ପରିବାର ପାଇଁ ଅର୍ଥ ଅର୍ଜନ ପାଇଁ ସେ ସ୍କୁଲ ଛାଡି ଏକ ଜୋତା ରଙ୍ଗ କାରଖାନାରେ ସାମାନ୍ୟ ମଜୁରିରେ ଦୈନିକ ୧୦- ଘଣ୍ଟା କାମ କରୁଥିଲେ । ଏହି କଠିନ ସମୟର ସ୍ମୃତି ଓ ଅନୁଭୂତି ତାଙ୍କ ଉପନ୍ୟାସ ମାନଙ୍କରେ ପ୍ରତିଫଳିତ ହେଇଥିଲା । ସେହି ସମୟରେ ଅଳ୍ପ ବୟସର ଦରିଦ୍ର ବାଳକ ମାନଙ୍କୁ କିପରି ଶୋଷଣ କରାଯାଉଥିଲା ତାହା ଡିକେନ୍ସଙ୍କ ନିଜେ ଅଙ୍ଗେ ନିଭେଇଥିବା କଥା ହେଇଥିବାରୁ ପରବର୍ତୀ ଜୀବନରେ ତାଙ୍କ ଉପନ୍ୟାସ ମାନଙ୍କୁ ସେହି ଦରିଦ୍ର , ଅର୍ଦ୍ଧ -ପାଠୁଆ ବାଳକ ଚରିତ୍ରକୁ ସେ ଖୁବ ଜୀବନ୍ତ ଭାବରେ ଫୁଟେଇଥିଲେ ଓ ନିଜେ ସେମାନକ ଜୀବନର ଉନ୍ନତି ପାଇଁ ଅନେକ ସାମାଜିକ ସେବା କରିଥିଲେ । ( The Life of Charles Dickens):
[[ଫାଇଲ:Courtyard_of_the_former_Marshalsea_prison,_1897_(2).png|thumb|୧୮୯୭ ମସିହାରେ ମାର୍ଶାଲସି ଜୈଲ , ବନ୍ଦ ହେବା ପରେ ]]
କିଛି ମାସ ଜେଲରେ ରହିବା ପରେ ଚାର୍ଲ୍ସଙ୍କ ପିତାମହୀ ଏଲିଜାବେଥ ଡିକେନ୍ସଙ୍କ ପରଲୋକ ଘଟିଲା ଓ ତାଙ୍କର ଦାୟାଦ ଭାବରେ ଚାର୍ଲ୍ସଙ୍କ ବାପା ତାଙ୍କ ସମ୍ପତ୍ତି ଉତ୍ତରାଧିକାରୀ ଭାବରେ ପାଇ ରୁଣ ସୁଝି ଜେଲ ରୁଜେଲରୁ ମୁକ୍ତ ହେଲେ ।ଓ ତାଙ୍କ ପରିବାର ମିସେସ ରୋଏଲେନ୍ସଙ୍କ ବାସ ଭବନକୁ ଚାଲିଗଲେ । <ref>{{Harvard citation no brackets|Schlicke|1999|p=157}}.</ref> ତେବେ ଚାର୍ଲ୍ସଙ୍କ ମାତା ତାଙ୍କୁ ଜୋତା କାରଖାନା ଚାକିରି ନ ଛାଡିବାକୁ ସେଇଠି ରହିଯିବାକୁ କହିଥିଲେ । ତାଙ୍କ ମାତାଙ୍କ ଏପରି ପକ୍ଷ୍ୟପାତ ମୂଳକ ବ୍ୟବହାର ବ୍ୟବହାର ବାଳକ ଚାର୍ଲ୍ସଙ୍କ ମନରେ ଗଭୀର ଆଘାତ ଦେଇଥିଲା । ପରବର୍ତୀ କାଳରେ ତାଙ୍କର ଉପନ୍ୟାସରେ ସମାଜରେ ଥିବା ସେହିପରି ମହିଳାଙ୍କ ଚିତ୍ରଣ ସେ ନିଖୁଣ ଭାବରେ କରିଥିଲେ । ଓ ତାଙ୍କର ମହିଳାଙ୍କ ପ୍ରତି ଆଭିମୁଖ୍ୟରେ କିଛିଟା ବିତୃଷ୍ଣା ତାଙ୍କ ଲେଖାରେ ପ୍ରତିଫଳିତ ହେଇଥିଲା ।<ref>{{harvnb|Wilson|1972|p=58}}.</ref> 
 
 
୯୮ କ ଧାଡ଼ି:
 
== ସାହିତ୍ୟିକ ଶୈଳୀ ==
<ref>{{harvnb|Vlock|1998|p=30}}.</ref>ଚାର୍ଲ୍ସ ଡିଲେନ୍ସ ତାଙ୍କର ଲେଖାରେ ପୁରାତନ ୧୮ ଶ ଶତାବ୍ଦୀର ଚିତ୍ରମୟ ଶୈଳୀକୁ ଗ୍ରହଣ କରିଥିଲେ । ଲୋକ କଥା " The Arabian   Night 'ର ଶୈଳୀ  ଦ୍ଵାରା ତାଙ୍କର  ଲେଖା ବହୁଳ ଭାବରେ ପ୍ରଭାବିତ ରହିଥିଲା । ତାଙ୍କ ଲେଖାରେ ସୃଜନଶୀଳତା , ଚରିତ୍ରର ନିଖୁଣ ବର୍ଣନାବର୍ଣ୍ଣନା ଅତି ପ୍ରାକୃତିକ ଭାବରେ ରହୁଥିଲା । ଏହି ସବୁ ଲେଖାରେ ସେ ନାଟକୀୟତା କିଛି ମାତ୍ରାରେ ରଖୁଥିଲେ ମଧ୍ୟ ତାହା ବାସ୍ତବିକତା ସହ ଖାପ ଖାଇ ରହୁଥିଲା ।<ref>{{harvnb|Vlock|1998|p=30}}.</ref> <ref>{{harvnb|Ackroyd|1990|pp=44–45}}.</ref>
[[ଫାଇଲ:Dickens_dream.jpg|thumb|''ଡିକେନ୍ସ ଡ୍ରିମ'' ରବର୍ଟ ୱିଲିୟମ ବସ ବକ ଚିତ୍ରରେ ଡିକେନ୍ସ , ତାଙ୍କ ଚିତ୍ରିତ ଚରିତ୍ର ମାନଙ୍କ ସହ ]]