"କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୧ କ ଧାଡ଼ି:
{{DISPLAYTITLE:କଣିକା ପଦାର୍ଥ ବିଜ୍ଞାନର ମାନକ ମଡ଼େଲ୍}}
{{ଆଧାର ନାହିଁ}}
[[Image:Standard Model of Elementary Particles.svg|thumb|375px|କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ]]
 
ପାରମ୍ପରିକ [[ଭୌତିକ ବିଜ୍ଞାନ]] ଅନୁସାରେ ପ୍ରତ୍ୟେକ ପରମାଣୁ [[ଇଲେକ୍‌ଟ୍ରୋନ|ଇଲେକ୍ଟ୍ରନ୍]], ନିଉଟ୍ରନ୍ ଓ [[ପ୍ରୋଟୋନ|ପ୍ରୋଟୋନ୍]] ଆଦିଙ୍କ ଦ୍ଵାରା ଗଠିତ ବୋଲି କୁହାଯାଇଛି । ଅନେକ ଦିନ ପର୍ଯ୍ୟନ୍ତ ଇଲେକ୍ଟ୍ରନ୍, ପ୍ରୋଟୋନ୍ ଆଦି ପଦାର୍ଥର କ୍ଷୁଦ୍ରତମ ଅଂଶ ବୋଲାଉଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷା ଦ୍ଵାରା ଜଣାପଡିଲା ଯେ ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରତମ କଣକଣିକା ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ଆଦର୍ଶମାନକ ମାନଦଣ୍ଡମଡ଼େଲ୍ ‍(ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ଆଦର୍ଶମାନକ ମାନଦଣ୍ଡରମଡ଼େଲର ବ୍ୟବହାର କରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣକ୍ଷୁଦ୍ରକଣିକା ଓ ୩ ପ୍ରକାରର ମୌଳିକ ବଳଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି । ସମଗ୍ର ବିଶ୍ଵରେ ଗବେଷଣାରତ ବୈଜ୍ଞାନିକମାନେ କ୍ରମାଗତ ଭାବେ ଏହି ମାନଦଣ୍ଡରମଡ଼େଲର ବିକାଶରେ ସହଯୋଗ କରିଛନ୍ତି । ୧୯୭୦ର ଦଶନ୍ଧିରେ ପ୍ରଥମେ କ୍ଵାର୍କ୍, ୧୯୯୫ ମସିହାରେ ଉର୍ଦ୍ଧ୍ଵ କ୍ଵାର୍କ୍, ୨୦୦୦ ମସିହାରେ ଟାଉ ନ୍ୟୁଟ୍ରିନୋ ଓ ୨୦୧୩ ମସିହାରେ ହିଗ୍ସ୍ ବୋଜୋନ୍ ଭଳି କ୍ଷୁଦ୍ରକଣମାନଙ୍କ ଆବିଷ୍କାର ଏହି ମାନଦଣ୍ଡକୁମଡ଼େଲକୁ ବଳିଷ୍ଠ କରିଛି । 
 
== ଆଦର୍ଶମାନକ ମାନଦଣ୍ଡରମଡ଼େଲର କ୍ଷୁଦ୍ରକଣକ୍ଷୁଦ୍ରକଣିକା ସମୂହ ==
ମୌଳିକ କ୍ଷୁଦ୍ରକଣମାନଙ୍କୁକ୍ଷୁଦ୍ରକଣିକାମାନଙ୍କୁ ମୁଖ୍ୟତଃ ଦୁଇ ଭାଗରେ ବିଭକ୍ତ କରାଯାଇଛି । ସେମାନେ ହେଲେ - '''ଫର୍ମିଅନ୍''' ଏବଂ '''ବୋଜୋନ୍''' ।
 
ଫର୍ମିଅନମାନଙ୍କୁ ଦୁଇଟି ଶ୍ରେଣୀରେ ବିଭକ୍ତ କରାଯାଇଛି । ସେମାନେ ହେଲେ - '''କ୍ଵାର୍କ୍''' ଏବଂ '''ଲେପ୍ଟନ୍''' ।
Line ୧୩ ⟶ ୧୪:
=== ଫର୍ମିଅନ୍ ===
[[Image:Elementary particle interactions in the Standard Model.png|400px|thumb|right|କ୍ଷୁଦ୍ରକଣ ବିଜ୍ଞାନରେ ମୌଳିକ କଣ ଓ ମୌଳିକ ବଳ]]
ଏହି ଶ୍ରେଣୀର କ୍ଷୁଦ୍ରକଣକ୍ଷୁଦ୍ରକଣିକା ପଲିଙ୍କ ବହିଷ୍କରଣ ସିଦ୍ଧାନ୍ତ ଅନୁସରଣ କରନ୍ତି । ସମୁଦାୟ ୧୨ଟି ମୌଳିକ କ୍ଷୁଦ୍ରକଣଙ୍କୁକ୍ଷୁଦ୍ରକଣିକାଙ୍କୁ ଫର୍ମିଓନ୍ ଶ୍ରେଣୀଭୁକ୍ତ କରାଯାଇଛି । ସେମାନଙ୍କ ମଧ୍ୟରେ ଅଛନ୍ତି ୬ଟି କ୍ଵାର୍କ୍ ଓ ୬ଟି ଲେପ୍ଟନ୍ । ଏହି ସମସ୍ତ କ୍ଷୁଦ୍ରକଣଙ୍କରକ୍ଷୁଦ୍ରକଣିକାଙ୍କର ନିଜର ଅର୍ଦ୍ଧାବର୍ତ୍ତନ (half spin) ରହିଛି ।  ସମସ୍ତ କ୍ଷୁଦ୍ରକଣରକ୍ଷୁଦ୍ରକଣିକାର ନିଜର ଏକ ପ୍ରତିବିମ୍ଵ ସ୍ଵରୂପ ବିକ୍ଷୁଦ୍ରକଣବିକ୍ଷୁଦ୍ରକଣିକା (Anti-Particle) ମଧ୍ୟ ରହିଛି । 
 
==== କ୍ଵାର୍କ୍ ====
କ୍ଵାର୍କ୍ ସାଧାରଣତଃ ୬ ପ୍ରକାରର । ସେମାନେ ହେଲେ u କ୍ଵାର୍କ୍, d କ୍ଵାର୍କ୍, s କ୍ଵାର୍କ୍, c କ୍ଵାର୍କ୍, t କ୍ଵାର୍କ୍ ଓ b କ୍ଵାର୍କ୍ । ଏହି କ୍ଵାର୍କମାନଙ୍କର ୬ଟି ଆଣ୍ଟିକ୍ଵାର୍କ୍ ମଧ୍ୟ ରହିଛନ୍ତି। କ୍ଵାର୍କମାନେ ସମ୍ମିଳିତ ହେବା ଦ୍ଵାରା ଯେଉଁ ଗରିଷ୍ଠ କ୍ଷୁଦ୍ରକଣକ୍ଷୁଦ୍ରକଣିକା ସୃଷ୍ଟି ହୁଏ ତାହାକୁ ହାଡ୍ରନ୍ କୁହନ୍ତି । ହାଡ୍ରନ୍ ମାନଙ୍କ ମଧ୍ୟରେ ପ୍ରୋଟୋନ୍ ଓ ନ୍ୟୁଟ୍ରନ୍ ସବୁଠାରୁ ସ୍ଥାୟୀ। ଏହି ଦୁଇଟି ମିଶି ପରମାଣୁର ନାଭି ବା ନ୍ୟୁକ୍ଳିଅସ୍ ଗଠିତ ହୁଏ । କ୍ଵାର୍କ୍ ମାନଙ୍କ ମଧ୍ୟରେ ଯେଉଁସବୁ ପ୍ରକୃତି ନିହିତ ଥାଏ ସେଗୁଡ଼ିକ ହେଲା – ବୈଦୁତିକ ଚାର୍ଜ୍, ରଙ୍ଗ ଚାର୍ଜ୍, ବସ୍ତୁତ୍ଵ ଓ ଆବର୍ତ୍ତନ । କ୍ଵାର୍କମାନେ ସ୍ଵାଧୀନଭାବରେ ରହିପାରନ୍ତି ନାହିଁ । u କ୍ଵାର୍କ୍ ଓ d କ୍ଵାର୍କର ବସ୍ତୁତ୍ଵ ଅନ୍ୟ ସବୁ କ୍ଵାର୍କମାନଙ୍କଠାରୁ କମ୍; ଆଉ ସେଥିପାଇଁ ସେମାନେ ସବୁଠାରୁ ସ୍ଥାୟୀ । ଅସ୍ଥାୟୀ କ୍ଵାର୍କଗୁଡିକ କ୍ଷୁଦ୍ରକଣକ୍ଷୁଦ୍ରକଣିକା ଅବକ୍ଷୟ ପ୍ରକ୍ରିୟା ଦ୍ଵାରା u କ୍ଵାର୍କ୍ ଓ d କ୍ଵାର୍କରେ ପରିବର୍ତ୍ତିତ ହେବାକୁ ଚେଷ୍ଟା କରନ୍ତି । କ୍ଵାର୍କର ବିପଦାର୍ଥକୁ ଆଣ୍ଟିକ୍ଵାର୍କ୍ କୁହାଯାଏ । କ୍ଵାର୍କମାନଙ୍କ ମଧ୍ୟରେ ଶକ୍ତିଶାଳୀ ନାଭିକୀୟ ବଳ ଦେଖାଯାଏ । 
 
==== ଲେପ୍ଟନ୍ ====
Line ୨୨ ⟶ ୨୩:
 
=== ବୋଜୋନ୍ ===
ଏହି ଶ୍ରେଣୀର କ୍ଷୁଦ୍ରକଣକ୍ଷୁଦ୍ରକଣିକା "ବୋଷ୍-ଆଇନ୍ ଷ୍ଟାଇନ୍ ପରିସଂଖ୍ୟାନ" ଅନୁସରଣ କରନ୍ତି । ବୋଷ୍-ଆଇନ୍ ଷ୍ଟାଇନ୍ ପରିସଂଖ୍ୟାନର ଅନ୍ୟତମ ପ୍ରବର୍ତ୍ତକ ସତ୍ୟେନ୍ଦ୍ର ନାଥ ବୋଷଙ୍କ ସମ୍ମାନରେ ବୈଜ୍ଞାନିକ ପଲ୍ ଡିରାକ୍ ଏହି କ୍ଷୁଦ୍ରକଣର ନାମ "ବୋଜୋନ୍" ରଖିଥିଲେ । ବୋଜୋନର କେତେକ ଉଦାହରଣ ହେଲେ: ଫୋଟୋନ୍, ଗ୍ଲୁଅନ୍, W ବୋଜୋନ୍, Z ବୋଜୋନ୍, ହିଗ୍ସ୍ ବୋଜୋନ୍,  ମେସନ୍ ଓ କାଳ୍ପନିକ କ୍ଷୁଦ୍ରକଣକ୍ଷୁଦ୍ରକଣିକା ଗ୍ରାଭିଟନ୍ ଇତ୍ୟାଦି । ମୌଳିକ ଫର୍ମିଅନ୍ ମାନେ ପଦାର୍ଥର ଗଠନ/ବିନ୍ୟାସ ପାଇଁ ଦାୟୀ । କିନ୍ତୁ ମୌଳିକ ବୋଜୋନ୍ ଗୁଡିକ ପଦାର୍ଥକୁ ବାନ୍ଧି ରଖୁଥିବା ବଳର ବାହକ ।
 
ଆଦର୍ଶମାନକ ମାନଦଣ୍ଡରେମଡ଼େଲରେ ମହାକର୍ଷଣ ବଳର ସଂଜ୍ଞା ନାହିଁ । କିନ୍ତୁ ସର୍ବସାଧାରଣ ମହାକର୍ଷଣ ବଳ ବିଷୟରେ ଅବଗତ । ଯଦି ମହାକର୍ଷଣ ବଳ କୌଣସି କ୍ଷୁଦ୍ରକଣକ୍ଷୁଦ୍ରକଣିକା ଯୋଗୁଁ ସୃଷ୍ଟ ତେବେ ତାହା ବୋଜୋନ୍ ଛଡା ଅନ୍ୟ କିଛି ହୋଇପାରିବ ନାହିଁ । ତେଣୁ ଆଦର୍ଶମାନକ ମାନଦଣ୍ଡରେମଡ଼େଲରେ ଏକ କାଳ୍ପନିକ ବୋଜୋନକୁ ସ୍ଥାନ ଦିଆଯାଇଛି । ଏହାର ନାମ ଗ୍ରାଭିଟନ୍ ।
 
==== ଗେଜ୍ ବୋଜୋନ୍ ====
Line ୩୨ ⟶ ୩୩:
ସ୍କେଲାର୍ ବୋଜୋନର ଆଭ୍ୟନ୍ତରୀଣ ଆବର୍ତ୍ତନର ମାତ୍ରା ୦ ।  ଏକମାତ୍ର ପ୍ରକାରର ସ୍କେଲାର୍ ବୋଜୋନ୍ ଅଦ୍ୟାବଧି ଆବିଷ୍କୃତ ହୋଇଅଛି । ତାହାର ନାମ ହିଗ୍ସ୍ ବୋଜୋନ୍ । ହିଗ୍ସ୍ ବୋଜୋନ୍ ଯୋଗୁଁ W ବୋଜୋନ୍ ଓ Z ବୋଜୋନଙ୍କୁ ବସ୍ତୁତ୍ଵ ମିଳେ । ମାର୍ଚ୍ଚ୍ ୧୪, ୨୦୧୩ରେ ହିଗ୍ସ୍ ବୋଜୋନର ସ୍ଥିତି ସତ୍ୟ ବୋଲି ପ୍ରମାଣିତ ହୋଇଥିଲା ।  ଏହାର ଆବିଷ୍କାର ପାଇଁ ଦୁଇ ବୈଜ୍ଞାନିକ: ପିଟର୍ ହିଗ୍ସ୍ ଓ ଫ୍ରାଙ୍କୋଇ ଏଙ୍ଗଲର୍ଟ୍ ୨୦୧୩ ମସିହାରେ ନୋବେଲ୍ ପୁରସ୍କାର ଦ୍ଵାରା ସମ୍ମାନିତ ହୋଇଥିଲେ । ହିଗ୍ସ୍ ବୋଜୋନକୁ God Particle ବୋଲି ଅଭିହିତ କରାଯାଇଥିଲା । 
 
== ଆଦର୍ଶମାନକ ମାନଦଣ୍ଡରମଡ଼େଲର ବଳସମୂହ ==
 
=== ଶକ୍ତିଶାଳୀ ନାଭିକୀୟ ବଳ ===
Line ୪୪ ⟶ ୪୫:
 
=== ମହାକର୍ଷଣ ବଳ ===
ଏହି ବଳର ପ୍ରଭାବ କମ୍ । କିନ୍ତୁ ଏହାର ପ୍ରଭାବ କ୍ଷେତ୍ର ଅତି ବିଶାଳ । ସାଧାରଣତଃ ଅଧିକ ବସ୍ତୁତ୍ଵ ବିଶିଷ୍ଟ ବସ୍ତୁମାନଙ୍କ ମଧ୍ୟରେ ଏହି ବଳର ପ୍ରଭାବ ଦେଖାଯାଏ । କିନ୍ତୁ କ୍ଷୁଦ୍ରକଣମାନଙ୍କକଣିକାମାନଙ୍କ ବସ୍ତୁତ୍ଵ ଅତି କମ୍ ହୋଇଥିବାରୁ ଏହି ବଳର ମାନ ମଧ୍ୟ ନଗଣ୍ୟ । ଏହି କାରଣରୁ ମହାକର୍ଷଣ ବଳ ବିଷୟରେ ଆଦର୍ଶମାନକ ମାନଦଣ୍ଡରେମଡ଼େଲରେ କୌଣସି ବର୍ଣ୍ଣନା ନାହିଁ । ପରବର୍ତ୍ତୀ ସମୟରେ କାଳ୍ପନିକ ବୋଜୋନ୍ ଗ୍ରାଭିଟନ୍ ସହିତ ମହାକର୍ଷଣ ବଳର ସମ୍ପର୍କ ସ୍ଥାପନ କରାଯାଇ ଏମାନଙ୍କୁ ଆଦର୍ଶ ମାନଦଣ୍ଡରେ ସ୍ଥାନ ଦିଆଯାଇଛି ।
 
==ଆଧାର==