"ପୁଣି ଦେଖା ହବ ଆର ଜନମରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୫ କ ଧାଡ଼ି:
| gross =
}}
 
'''ପୁଣି ଦେଖା ହବ ଆର ଜନମରେ''', ୨୦୧୪ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଶୋକ କୁମାର ମହାନ୍ତି । ଅଶୋକ ମହାନ୍ତି ଏହି ଚଳଚ୍ଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ରଚନା କରିଥିଲେ । ନିଜାମ୍ ଚଳଚ୍ଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ମହାନ୍ତି ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ [[ଅଭିଜିତ ମଜୁମଦାର]] ଏହି ଚଳଚ୍ଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ନିଜାମ୍ ଚଳଚ୍ଚିତ୍ରଟିର ଗୀତଗୁଡ଼ିକ ଲେଖିଥିଲେ ।
 
 
==ଅଭିନୟ==