"କୋଣାର୍କ ସୂର୍ଯ୍ୟ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଟି +ଟି )
ଟିକେ Regular Character Changes
୧୪ କ ଧାଡ଼ି:
}}
 
'''କୋଣାର୍କ ସୂର୍ଯ୍ୟ ମନ୍ଦିର''' ୧୩ଶ ଶତାବ୍ଦୀରେ ନିର୍ମିତ [[ଭାରତ|ଭାରତ]]ର [[ଓଡ଼ିଶା]]ର [[କୋଣାର୍କ]]ରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।<ref name=officialkonark>{{cite web |url= http://konark.nic.in/intro.htm|title=Official website|publisher = Tourism Department, Government of Orissa|accessdate=3 May 2013}}</ref>) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ [[ଉତ୍କଳ]]ର ଗଙ୍ଗବଂଶୀୟ ରାଜା [[ଲାଙ୍ଗୁଳା ନରସିଂହ ଦେବ]]ଙ୍କ ଦ୍ୱାରାଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ ।<ref name="IndianHistory">{{cite book|title=Indian History|url=http://books.google.com/books?id=X4j7Nf_MU24C&pg=SL2-PA3|accessdate=3 May 2013|publisher=Tata McGraw-Hill Education|isbn=978-0-07-132923-1|page=2}}</ref> ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । <ref name=unesco>{{cite web|url=|title=Sun Temple, Konârak |url=http://whc.unesco.org/en/list/246/|publisher=UNESCO |accessdate=3 May 2013}}</ref> ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
 
== ନାମକରଣ ==
୩୮ କ ଧାଡ଼ି:
== ସ୍ଥାପତ୍ୟ ==
[[ଫାଇଲ:Naata Mandir.jpg|right|250px|thumb|ନାଟ ମନ୍ଦିର]]
ସାତଟି ଚପଳ ଚଞ୍ଚଳ ଘୋଡ଼ାଙ୍କ ଦ୍ୱାରାଘୋଡ଼ାଙ୍କଦ୍ୱାରା ଟଣା ଯାଉଥିବା ଏକ ବିଶାଳ ରଥାକୃତିରେ ମନ୍ଦିରଟି ନିର୍ମିତ । ଏହାର ସର୍ବାଙ୍ଗରେ କାରୁକାର୍ଯ୍ୟ ଖୋଦେଇ କରା ଯାଇଛି । ଏହି ମନ୍ଦିରର ମୂଳରେ ସୂକ୍ଷ୍କ କାରୁକଳାରେ ଅତି ସୁସଜ୍ଜିତ ୧୨ଟି ଚକ ରହିଛି। <ref name="Let's go: India & Nepal, 2004 By Let's Go, Inc, page 462">''Let's go: India & Nepal, 2004 By Let's Go, Inc, page 462</ref> ଏହି ଚକଗୁଡ଼ିକ ହେଉଛି ମନ୍ଦିରର କେତୋଟି ପ୍ରମୁଖ ଆକର୍ଷଣମାନଙ୍କ ଭିତରୁ ଅନ୍ୟତମ । ଏହି ଚକମାନଙ୍କର ଅର ସୂର୍ଯ୍ୟଘଡ଼ିର କାମ କରିଥାଏ । ଏହି ଅରମାନଙ୍କ ଛାଇରୁ ସଠିକ ସମୟ ବାରିହୁଏ । ପିରାମିଡ୍ ଆକାରର ଏହି ମନ୍ଦିରର ଛାତ ପାଖାପାଖି ୩୦ ମିଟର ଉଚ୍ଚ। ଖଜୁରହୋ ମନ୍ଦିର ପରି ଏହି ମନ୍ଦିର ଗାତ୍ରରେ ମଧ୍ୟ କାମକଳାର ବହୁଳ ପ୍ରଦର୍ଶନ ହୋଇଛି । <ref name="India Rises in the West By Ranganathan Magadi, page 63">''India Rises in the West By Ranganathan Magadi, page 63''</ref>
 
ଦୁଆରର ଦୁଇପାଖରେ ମନ୍ଦିରକୁ ଜଗି ରହିଛନ୍ତି ଦୁଇଟି ଦନ୍ତାହାତୀଙ୍କୁ ପଦାନତ କରିଥିବା ଦୁଇଟି ଭୀମକାୟ ସିଂହ । ଏହି ହାତୀଦୁଇଟି ଦୁଇଟି ଶାୟିତ ମଣିଷକୁ ମାଡ଼ି ବସିଥିବାର ଦେଖାଯାଏ । ପ୍ରତ୍ୟେକ ପୁରାତନ ମନ୍ଦିର ପରି ଏଠାରେ ମଧ୍ୟ ମୁଖ୍ୟ ମନ୍ଦିର ପୂର୍ବରୁ ନାଟ ମନ୍ଦିରଟି ରହିଛି, ଯେଉଁଠାରେ କଳାକାରମାନେ ଦେବତାଙ୍କ ଉଦ୍ଦେଶ୍ୟରେ ନୃତ୍ୟ ଗୀତ ପରିବେଷଣ କରିଥାନ୍ତି । ମନ୍ଦିରର ଅତ୍ର ତତ୍ର ସର୍ବତ୍ର ବିବିଧ ଫୁଲ ଓ ଜ୍ୟାମିତିକ ଢାଞ୍ଚାର ନମୁନା ଦେଖିବାକୁ ମିଳେ ।
୫୪ କ ଧାଡ଼ି:
== କିମ୍ବଦନ୍ତୀ ==
=== ପୌରାଣିକ ===
ଶ୍ରୀକୃଷ୍ଣଙ୍କ ପୁତ୍ର ସାମ୍ବଙ୍କ ଦ୍ୱାରାସାମ୍ବଙ୍କଦ୍ୱାରା ଏହା ନିର୍ମିତ ହୋଇଥିବା ବୋଲି ଜନଶ୍ରୁତି ରହିଛି। ପିତାଙ୍କ ଅଭିଶାପରୁ କୁଷ୍ଠରୋଗାକ୍ରାନ୍ତ ହୋଇ ସାମ୍ବ ଏଠାକୁ ଆସି ୧୨ ବରଷକାଳ କଠୋର ତପସ୍ୟା କରିଥିଲେ। ତାଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ସୂର୍ଯ୍ୟ ଦେବତା ତାଙ୍କୁ ଏହି ରୋଗରୁ ମୁକ୍ତି ଦେଇଥିବାରୁ ତାଙ୍କ ସମ୍ମାନାର୍ଥେ ସେ ଏହି ବିସ୍ମୟକର ମନ୍ଦିର ନିର୍ମାଣ କରିଥିଲେ।
 
=== ଅନ୍ୟାନ୍ୟ ===