"କ୍ଲାଉଡ଼ ଟେକ୍ନୋଲୋଜି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- କୁ +କୁ )
ଟିକେ Regular Character Changes
୧୫ କ ଧାଡ଼ି:
* The Storage Networking Industry Association
}}
'''କ୍ଲାଉଡ଼ ଟେକ୍ନୋଲୋଜି''' ଏକ [[ଇଣ୍ଟରନେଟ]] ଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍‌ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ ଦ୍ଵାରାସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍‌ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍‌ଫାଷ୍ଟ୍ରକ୍‌ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
 
କ୍ଲାଉଡ ଟେକ୍ନୋଲୋଜି ସେବାର ଚାହିଦା ଆଜିକାଲି ବୃଦ୍ଧି ହେବାରେ ଲାଗିଛି ଓ କ୍ଲାଉଡର ଅଧିକ କମ୍ପ୍ୟୁଟିଙ୍ଗ୍ କ୍ଷ୍ୟମତା, ସସ୍ତା ସେବା଼, ଉନ୍ନତ ମାନର କାର୍ଯ୍ୟ ପ୍ରକ୍ରିୟା, ସହଜରେ ପ୍ରବେଶ କରିବା ପରି ଅନେକ ସୁବିଧା ହେତୁ ତା'ର ଲୋକପ୍ରିୟତା ବ୍ରୁଦ୍ଧି ହେଉଛି । କ୍ଲାଉଡ ଭେଣ୍ଡର ମାନେ ତାଙ୍କ ସଂସ୍ଥାର ବ୍ରୁଦ୍ଧି ହେଉଥିବା ଚାହିଦା ୫୦ ପ୍ରତିଶତ ପ୍ରତି ବର୍ଷ ହୋଇଛି । କିନ୍ତୁ ଏହା ଏକ ନୁତନ ପର୍ଯ୍ୟାୟରେ ଥିବା ହେତୁ କେତେକ ଅସୁବିଧାର ସମ୍ମୁଖୀନ ମଧ୍ୟ ହଉଚି ଓ ଆଗତ ଭବିଷ୍ୟତରେ ଏହାକୁ ଠିକ କରାଯିବାର ଚେଷ୍ଟା ମଧ୍ୟ ଚାଲିଛି ।
୯୦ କ ଧାଡ଼ି:
===ସର୍ଭିସ===
 
କ୍ଲାଉଡ଼ ସର୍ଭିସ ଏକ ସଫ୍ଟୱେରର ଜଂତ୍ର ଯାହା କ୍ଲାଉଡ଼କୁ ସମର୍ଥନ କାଟିବାକୁ ସାହାଯ୍ୟକରେସାହାଯ୍ୟ କରେ । ଏହା ଏକ ଜଂତ୍ରକୁ ଅନ୍ୟ ଜଂତ୍ର ସହିତ ଯୋଡ଼ିଥାଏ ଓ ଦୁହେଁକ ମଧ୍ୟରେ ଆଦାନ ପ୍ରଦାନ ପାଇଁ ସାହାଯ୍ୟ କରେ । କ୍ଲାଉଡ଼ ସେବା ଅନ୍ୟ ଏକ କ୍ଲାଉଡ଼ ଦ୍ୱାରାକ୍ଲାଉଡ଼ଦ୍ୱାରା ପ୍ରଚଳିତ ଜଂତ୍ର ଓ ସଫ୍ଟୱେରକୁ ସିଧା ସିଧା ଯୋଡ଼ିଥାଏ । ଉଦାହରଣ ସ୍ୱରୂପ:-
 
* ଆଇଡେଁଟିଟି (OAuth, OpenID)
୧୧୬ କ ଧାଡ଼ି:
===ବ୍ୟବହାରକାରି===
 
କ୍ଲାଉଡ଼ ସେବାର ଉପଭୋକ୍ତାଙ୍କୁ କ୍ଲାଉଡ଼ର ବ୍ୟବହାରକାରୀ ବୋଲି କୁହାଯାଏ । ଆଜିକାଲି ବ୍ୟବହାରକାରୀଙ୍କ ପ୍ରାଇଭେସି ଏକ ବଡ ଅସୁବିଧାର ବିଷୟ ସୃଷ୍ଟି କରିଛି । ଏହା ବ୍ୟବହାରକାରୀଙ୍କ ଅଧିକାରକୁ ପ୍ରଶ୍ନ କରୁଅଛି ତେଣୁ ଏକ ସଂଘ ଦ୍ୱାରାସଂଘଦ୍ୱାରା ଅଧିକାର ପାଇଁ ଏକ ବିଲ ପ୍ରସ୍ତୁତ କରିବାର ଚେଷ୍ଟା ଚାଲିଛି ।
 
===କ୍ଲାଉଡ଼ ସେବାର ବିକ୍ରେତା===