"ଖାଦ୍ୟ ଖଣିଜ ଲବଣ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଟି +ଟି )
ଟିକେ Regular Character Changes
୫ କ ଧାଡ଼ି:
ସ୍ତନ୍ୟପାୟୀ ଜୀବଙ୍କ ନିମନ୍ତେ ୨୦ରୁ ଅଧିକ ଖାଦ୍ୟ ଲବଣ ଆବଶ୍ୟକ ହୁଏ । [[ବୋରୋନ]] ଓ [[କ୍ରୋମିୟମ]] ଭଳି କେତେକ ପଦାର୍ଥ ଅତି ଚିହ୍ନ (Trace) ମାତ୍ର ପରିମାଣରେ ଆବଶ୍ୟକ ହୁଏ କିନ୍ତୁ ସଠିକ କାର୍ଯ୍ୟପ୍ରଣାଳୀ ଜଣା ନାହିଁ । ଆଉ କେତେକ ପଦାର୍ଥ ଯଥା ଆର୍ସେନିକ ଓ ସିଲିକନର କାର୍ଯ୍ୟ ପ୍ରଣାଳୀର ପ୍ରମାଣ ନାହିଁ ।<br />
[[ଫାଇଲ:Cobalamin.png|thumb|right|ଭିଟାମିନ ବି ୧୨ର ରାସାୟନିକ ଚିତ୍ର ଯେଉଁଥିରେ କୋବାଲ୍ଟ ଅଛି]]
ରାସାୟନିକ ମୌଳିକ ପଦାର୍ଥ ଦ୍ଵାରାପଦାର୍ଥଦ୍ଵାରା ଗଠିତ ସାଧା ଯୌଗିକ ପଦାର୍ଥମାନଙ୍କୁ ନେଇ ଜୀବର ଶରୀର କାମ କରେ । ଖାଦ୍ୟରେ ଗ୍ରହଣ କରାଯାଉଥିବା ସମସ୍ତ ଯୌଗିକ ପଦାର୍ଥ ଶରୀରରେ ଶୋଷିତ ହେବା ନିମନ୍ତେ ଛୋଟ ଛୋଟ ପଦାର୍ଥରେ ପରିଣତ ହେବା ଆବଶ୍ୟକ । ଖାଦ୍ୟନଳୀରେ ଶୋଷଣ (Absorption) ନିମନ୍ତେ କେତେକ ପଦାର୍ଥ, ଯେ ଭଳି ବ୍ୟାକ୍ଟେରିଆ ଦ୍ଵାରାବ୍ୟାକ୍ଟେରିଆଦ୍ଵାରା କୋବାଲ୍ଟ ଯୌଗିକ ପଦାର୍ଥରେ ପରିଣତ ହୁଏ । ବୈଜ୍ଞାନିକମାନେ ଅଧୁନା କ୍ଷୁଦ୍ରାଦପି କ୍ଷୁଦ୍ର ଅଣୁଜୀବଙ୍କର ଜୈବ ଖଣିଜ ଲବଣର ଜୀବ ଚକ୍ର ପରିବର୍ତ୍ତନ କରିବାରେ ସାହାଯ୍ୟକୁ ଅନୁଭବ ଓ ମୂଲ୍ୟାୟନ କରୁଛନ୍ତି । <br />
 
== ସ୍ତନ୍ୟପାୟୀଙ୍କ ନିମନ୍ତେ ଅତ୍ୟାବଶ୍ୟକ ରାସାୟନିକ ମୌଳିକ ପଦାର୍ଥ ==