"ଗୁପ୍ତେଶ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
୨ କ ଧାଡ଼ି:
 
== ବିଶେଷତା ==
ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷ ଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ । [[ଛତିଶଗଡ଼]]ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା 'Hidden God' ବୋଲି କହିଥାନ୍ତି । ଗୁମ୍ଫା ଭିତରେ ୧୦ ଫୁଟ ଗୋଲେଇ ଓ ୩ ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି । ପୌରାଣିକ କଥା ଅନୁଯାୟୀ [[ରାମ|ଶ୍ରୀରାମଚନ୍ଦ୍ର]] ଭାଇ [[ଲକ୍ଷ୍ମଣ]] ଓ ପତ୍ନୀ [[ସୀତା]]ଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ [[ଶିବ]]ଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ । ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡ ଓ ସୀତାକୁଣ୍ଡ ରହିଛି । ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ । ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କ ଦ୍ଵାରାଲୋକମାନଙ୍କଦ୍ଵାରା ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ । ଆଉ ଏକ ବିଶେଷତ୍ଵ ହେଲା, ପ୍ରଭୁଙ୍କ ଧର୍ମ ଛତ୍ର ଆଗରେ ଏକ ମହୁଫେଣା ରହିଛି, ଯେଉଁ ମହୁ ଫେଣାରୁ ବର୍ଷକୁ ମାତ୍ର ତିନିଥର ମହୁ ଝରେ । ପୂର୍ବେ ଏହି ମହୁରେ ପ୍ରଭୁଙ୍କ ମାଜଣା କରାଯାଉଥିଲା ।<ref name=Utkalprsanga>{{cite book|last=ରାଉଳ|first=ଜ୍ୟୋତ୍ସ୍ନା|title=ଶୈବପୀଠ ଗୁପ୍ତେଶ୍ଵର|publisher=Govt. of Odisha|pages=71-72|url=http://odisha.gov.in/e-magazine/utkalprasanga/2016/Feb-Mar/Feb-Maroriya.htm}}</ref>
 
== ଆକର୍ଷଣ ==