"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
୪୯ କ ଧାଡ଼ି:
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ । ସେହି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ।
 
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ । ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ଵାରାମଣ୍ଡଣିଦ୍ଵାରା ସୁଶୋଭିତ କରାଯାଇଥାଏ । ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଶ୍ରୀଦେବୀ<!--ଲକ୍ଷ୍ମୀ-->, ଭୂଦେବୀ<!--ସରସ୍ଵତୀ-->, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି । ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ । ପ୍ରତିମାମାନଙ୍କ ସହ ଚାପଦ୍ଵୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି [[ଜଗନ୍ନାଥଙ୍କ ସେବକ|ସେବକ]] ରହିଥାଆନ୍ତି । ଚାପ ଦ୍ଵୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ।
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ। ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ । ପାଣିରେ ଅବଗାହନ ପରେ ବେଶ କରାଯାଏ ମଦନମୋହନଙ୍କୁ । ଚନ୍ଦନ ଯାତ୍ରାର ଏକୋଇଶ ଦିନରୁ କୋଡ଼ିଏ ଦିନ ମଦନମୋହନ ପ୍ରତ୍ୟେକ ଦିନ ନୂଆ ବେଶ ଧାରଣ କରନ୍ତି । ଏହାର ଅନେକଗୁଡ଼ିଏ ବେଶ କୃଷ୍ଣଲୀଳାର ସ୍ମୃତିଚାରଣ ଉଦ୍ଦେଶ୍ୟରେ ଅନୁଷ୍ଠିତ ହୋଇଥାଏ ।<ref>{{cite journal|last1=ଶତପଥୀ|first1=ତପନ କୁମାର|title=କୃଷ୍ଣାବତାରୀ ଶ୍ରୀଜଗନ୍ନାଥ|journal=ଉତ୍କଳ ପ୍ରସଙ୍ଗ|volume=୬୩|issue=ଜୁନ-ଜୁଲାଇ ୨୦୦୭|pages=୬୯-୭୦|accessdate=14 August 2015}}</ref>
୫୫ କ ଧାଡ଼ି:
{{div col|2}}
# ଅକ୍ଷୟ ତୃତୀୟା: ନଟବର ବେଶ (ତ୍ରିଭଙ୍ଗ ନୃତ୍ୟରତ ଶ୍ରୀକୃଷ୍ଣ)
# ବୈଶାଖ ଶୁକ୍ଳ ଚତୁର୍ଥୀ: ହରିଜନ୍ମ ବେଶ (ବସୁଦେବଙ୍କ ଦ୍ଵାରାବସୁଦେବଙ୍କଦ୍ଵାରା ନଦୀପାରି ବେଶ)
# ବୈଶାଖ ଶୁକ୍ଳ ପଞ୍ଚମୀ: ରାଜାଧିରାଜ ବେଶ (ଦ୍ଵାରକାଧୀଶ)
# ବୈଶାଖ ଶୁକ୍ଳ ଷଷ୍ଠୀ: ଖଟଦୋଳି ବେଶ (କୁଞ୍ଜରେ ଦୋଳିଖେଳ)
୬୧ କ ଧାଡ଼ି:
# ବୈଶାଖ ଶୁକ୍ଳ ଅଷ୍ଟମୀ: ବତ୍ସାଚାରଣ (ଗୋଚାରଣ ଗୋପାଳ)
# ବୈଶାଖ ଶୁକ୍ଳ ନବମୀ: ବତ୍ସାହରଣ ବେଶ (ବ୍ରହ୍ମ ବିମୋହନ ଲୀଳା)
# ବୈଶାଖ ଶୁକ୍ଳ ଦଶମୀ: ଅଘାସୁର ବଧ ବେଶ (କୃଷ୍ଣଙ୍କ ଦ୍ଵାରାକୃଷ୍ଣଙ୍କଦ୍ଵାରା ଅଘାସୁର ବଧ)
# ବୈଶାଖ ଶୁକ୍ଳ ଏକାଦଶୀ: ଚକ୍ର ନାରାୟଣ ବେଶ (ଚକ୍ରଧାରୀ କୃଷ୍ଣ)
# ବୈଶାଖ ଶୁକ୍ଳ ଦ୍ଵାଦଶୀ: ନାବକେଳି ବେଶ (ଯମୁନା କେଳି)
# ବୈଶାଖ ଶୁକ୍ଳ ତ୍ରୟୋଦଶୀ: ରାହାସମଣ୍ଡଳି ବେଶ (ରାସ କ୍ରୀଡା)
# ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ: (ନୃସିଂହ ଜନ୍ମ ତିଥି)ଏହି ଦିନ ବେଶ କରାଯାଏ ନାହିଁ
# ବୈଶାଖ ପୂର୍ଣ୍ଣିମା: କନ୍ଦର୍ପ ରଥ ବେଶ (ଗୋପାଙ୍ଗନାଙ୍କ ଦ୍ଵାରାଗୋପାଙ୍ଗନାଙ୍କଦ୍ଵାରା ରଥାକୃତି ପରିବେଷ୍ଟିତ କୃଷ୍ଣ)
# ବୈଶାଖ କୃଷ୍ଣ ପ୍ରତିପଦା: ଷଡ଼ଭୂଜ ଗୌରାଙ୍ଗ ବେଶ (କଳିଯୁଗ ପ୍ରେମାବତାର)
# ବୈଶାଖ କୃଷ୍ଣ ଦ୍ଵିତୀୟା: ରଘୁନାଥ ବେଶ (କାଣ୍ଡ କୋଦଣ୍ଡଧାରୀ ଶ୍ରୀରାମ)