"ନୂରଜାହାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
Regular Character Changes
ଟିକେ (Bot: Automated text replacement (- ଠାରେ +ଠାରେ ))
ଟିକେ (Regular Character Changes)
'''ନୂରଜାହାନ''' ହେଉଛନ୍ତି ମୋଗଲ ସମ୍ରାଟ [[ଜାହାଙ୍ଗୀର]]ଙ୍କର ପତ୍ନୀ । ନୂରଜାହାନଙ୍କର ପିଲାଦିନର ନାମ ଥିଲା ମେହେର-ଉନ୍ନିସା । ତାନକ ପିତା ମିର୍ଜା ଗିୟାସ ବେଗ ଆକବରଙ୍କ ରାଜତ୍ଵ କାଳରେ ପାରସ୍ୟ ଦେଶରୁ ଭାରତକୁ ପଳେଇଆସି ଆକବରଙ୍କ ଦରବାରରେ ଚାକିରି କରୁଥିଲେ ।
== ଜାହାଙ୍ଗୀରଙ୍କ ସହ ବିବାହ ==
ତାଙ୍କ ପିତା ମେହେର-ଉନ୍ନିସାଙ୍କୁ ଆଲିକୁଲି ନାମକ ଜଣେ ବ୍ୟକ୍ତିଙ୍କ ସହିତ ବିବାହ କରେଇଥିଲେ । ଜାହାଙ୍ଗୀରଙ୍କ ରାଜତ୍ଵର ଆରମ୍ଭରେ ଆଲିକୁଲି ବର୍ଦ୍ଧ ମାନଙ୍କର ଜାଗିରଦାର ନିଯୁକ୍ତି ହେଲେ ଓ ତାଙ୍କର ଉପାଧୀ ଶେର ଆଫଗାନ ରଖାଗଲା । ଶେର ଆଫଗାନ ବିଦ୍ରୋହ ପାଇଁ ପ୍ରସ୍ତୁତ ହେଉଛନ୍ତି ଶୁଣି ଜାହାଙ୍ଗୀର ତାଙ୍କୁ ଦମନ କରିବା ପାଇଁ ବଙ୍ଗର ଶାସନକର୍ତ୍ତା କୁତବୁଦ୍ଦିନଙ୍କୁ ପଠେଇଲେ । ଶେର ଆଫଗାନ କୁତବୁଦ୍ଦିନଙ୍କୁ ହତ୍ୟା କଲେ ମଧ୍ୟ କୁତବୁଦ୍ଦିନଙ୍କର ଅନୁଚରମାନଙ୍କ ଦ୍ଵାରାଅନୁଚରମାନଙ୍କଦ୍ଵାରା ନିହତ ହେଲେ । ମେହେର-ଉନ୍ନିସା ଓ ତାଙ୍କ କ୍ନ୍ୟାଙ୍କୁ ରାଜଧାନୀକୁ ନିଆଯାଇ ମୋଗଲ ରାଜପ୍ରସାଦରେ ରଖାଗଲା। ଏହାର ଚାରିବର୍ଷ ପରେ ଜାହାଙ୍ଗୀର ୧୬୧୧ ଖ୍ରୀଷ୍ଟାବ୍ଦରେ ମେହେର-ଉନ୍ନିସାଙ୍କର ଅସାମାନ୍ୟ ସୌନ୍ଦର୍ଯ୍ୟରେ ମୁଗ୍ଧ ହୋଇ ତାହାଙ୍କୁ ବିବାହ କରିଥିଲେ ।<ref> http://www.indianetzone.com/47/nur_jahan.htm</ref>ବିବାହ ପରେ ଜାହାଙ୍ଗୀର ମେହେର-ଉନ୍ନିସାଙ୍କ ନାମ ନୁରମହଲ (ପ୍ରାସାଦର ଆଲୋକ) ରଖିଲେ । <ref>http://www.womeninworldhistory.com/heroine11.html</ref>ପରେ ତାଙ୍କୁ ନୂରଜାହାନ ( ଜଗତର ଖ୍ୟାତି) ନାମ ଦିଆଗଲା। <ref>http://ebook-download-now.com/g/download/0195074882/Nur-Jahan:-Empress-of-Mughal-India/</ref>
 
== ମୋଗଲ ସାମ୍ରାଜ୍ୟ ==
୩୮,୪୬୫

ଗୋଟି ସମ୍ପାଦନା